Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ

Sanchar Live by Sanchar Live
October 20, 2024
in ଜୀବନ ଶୈଳୀ
0
ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
16
VIEWS
FacebookTwitter
ମେଷ: ବନ୍ଧୁଙ୍କ ମାଧ୍ୟମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ୍‌ କାମରେ କେତେକ ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। କୌଣସି ଆତ୍ମୀୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ବାଚନିକ ସହାୟତା ପାଇବେ। ବୃହସ୍ପତିଙ୍କ ପ୍ରଭାବରେ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ିଲେ ଅବଶ୍ୟ କୃତକାର୍ଯ୍ୟ ହେବେ।
ବୃଷ : ସପ୍ତମ କେନ୍ଦ୍ରସ୍ଥ ଶୁକ୍ରହେତୁ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ବାହାରେ ଅଧିକାଂଶ ସମୟ କଟାଇବା କାରଣରୁ ସାମୟିକ ନିଃସଙ୍ଗତାବୋଧ କରିପାରନ୍ତି। କଳା, ସାହିତ୍ୟ, ସଂଗୀତ ଓ କ୍ରୀଡ଼ା କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ।
ମିଥୁନ: ରବିଙ୍କ ଯୋଗୁ ସହକର୍ମୀଙ୍କ ଅସହଯୋଗ ହେତୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ସାଧାରଣ କଥାରେ ଖଳ ଲୋକମାନଙ୍କ ଦ୍ୱାରା କଳହ ଘେରରେ ଆକ୍ରାନ୍ତ ହୋଇ ପାରନ୍ତି। ଦୀର୍ଘ ଦିନରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ। ଜମିଜମା, ନିର୍ମାଣ, କଳ କାରଖାନା କ୍ଷେତ୍ରରେ ସମସ୍ୟା ଲାଗି ରହିବ।
କର୍କଟ : ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ସାମାଜିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ପାପଗ୍ରହ ଦୃଷ୍ଟ ଶୁକ୍ରଜନିତ ପାରିବାରିକ କଳହ କାରଣରୁ ସାୟାହ୍ନେ ଟେନସନ୍‌ ବଢ଼ିଯିବ। ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ। କୋର୍ଟ କଚେରି କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି।
ସି˚ହ : କାର୍ଯ୍ୟବ୍ୟସ୍ତ ଯୋଗୁ ପରିବାରର କେତେକ ଅତ୍ୟାବଶ୍ୟକ କାମକୁ ପୂର୍ଣ୍ଣାଙ୍ଗ କରିପାରିବେ ନାହିଁ। ନିର୍ମାଣ, କଳା, ସାହିତ୍ୟ, ଲେଖାପଢ଼ା ପ୍ରଭୃତି କ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରିବେ। ପ୍ଲଟିଂ କାରବାର, ଏଜେନ୍ସି, ସାମ୍ବାଦିକତାରେ ଆଶାଜନକ ଫଳ ପାଇବେ। କେତୁଙ୍କ ସ୍ଥିତି କାରଣରୁ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତପ୍ତ ହେବେ।
କନ୍ୟା : ବୁଧଙ୍କ ପ୍ରଭାବରେ ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଅଟକି ରହିବ। ପାଇବାକୁ ଥିବା ଟଙ୍କା ପଇସା ମଧ୍ୟ ଠିକ୍‌ ସମୟରେ ପାଇ ପାରିବେ ନାହିଁ। ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ ଓ ପ୍ରତ୍ୟେକ କଥାକୁ ଠିକ୍‌ ଭାବରେ ଗ୍ରହଣ କରିପାରିବେ ନାହିଁ। ବନ୍ଧୁ ଓ ପରିଜନଙ୍କ ସହିତ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା :  କୌଣସି କଥା ଠିକ୍‌ ଭାବେ ବିଚାର ନ କରି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ କରିବେ। ମଙ୍ଗଳ ହେତୁକ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ଅପେକ୍ଷା କରିଥିବା କାମଟି ଶୀଘ୍ର ହୋଇଯିବାର ଶୁଭ ସୂଚନା ପାଇବେ। ବ୍ୟବସାୟ, ପରିବହନ, ମାଲିମକଦ୍ଦମା, ସଭାସମିତି କ୍ଷେତ୍ରରେ ସାଧାରଣ ସମସ୍ୟା ଦେଖାଦେବ।
ବିଛା : ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ। ଯେତେ ପ୍ରକାର ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ଆଜି ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ସନ୍ତାନହେତୁକ ଚିନ୍ତା ଟଳିବ।
ଧନୁ : ମାନସିକ ସ୍ଥିତି ସୁଦୃଢ଼ ରହିବ ଓ ହାତକୁ ନେଇଥିବା କାମ ହାସଲରେ କିଛି ଅସୁବିଧା ହେବନାହିଁ। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସହଜ ହେବ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଏବଂ ବାଦବିବାଦରେ ଆପୋସ ସମାଧାନ ଘଟିବ।
ମକର: ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ପରିହାସଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ସକାଳ ସମୟଟି ଭଲ। ସୁସ୍ଥତା ଫେରି ଆସିବ, କିନ୍ତୁ ପରିକଳ୍ପିତ ଯୋଜନା କାର୍ଯ୍ୟକାରୀ ହୋଇ ପାରିବନାହିଁ।
କୁମ୍ଭ: ଆଜି ସକାଳୁ ସକାଳୁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭଲ ସମ୍ପର୍କ ନଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କାମ ସକାଶେ ପଡ଼ୋଶୀଙ୍କ ସହ ଆଲୋଚନା କରିପାରନ୍ତି।
ମୀନ : ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି ବିଭିନ୍ନ ସମସ୍ୟାକୁ ଡାକି ଆଣିବ। ଶିଳ୍ପ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଆଜିର ଭ୍ରମଣ ସହିତ ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ। ଦୂରବନ୍ଧୁ ସମ୍ପର୍କ ବଢ଼ିବ।
Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଜାନୁୟାରୀ ୩ରୁ ୧୩ ତାରିଖ ଯାଏଁ ଚାଲିବ ବରଗଡ଼ ଧନୁଯାତ୍ରା

ଜାନୁୟାରୀ ୩ରୁ ୧୩ ତାରିଖ ଯାଏଁ ଚାଲିବ ବରଗଡ଼ ଧନୁଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.