Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

Sanchar Live by Sanchar Live
February 22, 2025
in ଜୀବନ ଶୈଳୀ
0
ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି
0
SHARES
21
VIEWS
FacebookTwitter

ମେଷ : ଅଟକି ରହିଥିବା କୌଣସି କାମ ଆଜି ଅଟକି ରହିବ ନାହିଁ । ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ ସମ୍ବନ୍ଧୀୟ କାର୍ଯ୍ୟ, ସ୍ତ୍ରୀ ସମ୍ପର୍କ କ୍ଷେତ୍ରରେ ଉଚ୍ଚ ମାନର ସୁଫଳ ପ୍ରଦାନ କରିବେ । ନୂତନ ଘର ତିଆରି, ଯାନ ବାହନ ମରାମତିଜନିତ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ । ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ ।

ବୃଷ : କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ । ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ । ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି ।

ମିଥୁନ : କାର୍ଯ୍ୟବ୍ୟସ୍ତତା କାରଣରୁ ଟେନ୍‌ସନ ଲାଗି ରହିବ । ଟଙ୍କା ପଇସା, ନେବା ଆଣିବା, ଦିଆ ନିଆ କ୍ଷେତ୍ରରେ ସତର୍କ ରହନ୍ତୁ । କଚେରି ମାମଲା ମନ୍ଥର ହେବା କାରଣରୁ ଚିନ୍ତା କରିପାରନ୍ତି । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କଠାରୁ ଶୁଭ ସୂଚନା ପାଇବେ ।

କର୍କଟ : ଅର୍ଥସମ୍ପର୍କିତ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ । ଭାଇ କିମ୍ବା ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ । ଏକ ସଂଘର୍ଷମୟ ପରିସ୍ଥିତିର ସାମ୍ନା କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପରିବାର କିମ୍ବା ବନ୍ଧୁମାନଙ୍କ ମଧ୍ୟରେ ଆଲୋଚନା ଅସମାପ୍ତ ରହିପାରେ ।

ସିଂହ : ମନଲାଖି କାମ ନ ହେବା କାରଣରୁ କଡ଼ା ଭାଷା ପ୍ରୟୋଗକରି ପରିଣାମ ଭୋଗିବେ । ଶତ୍ରୁତା କରୁଥିବା ଲୋକ ମଧ୍ୟ ମିତ୍ର ସାଜିବା ପାଇଁ ଚେଷ୍ଟିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ । ସାମ୍ବାଦିକତା, ପ୍ରଶାସନ, ଆଇନ, ପ୍ରକାଶନ କ୍ଷେତ୍ରରେ ସଫଳତା ହାସଲ କରିବେ ।

କନ୍ୟା : କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । କଳା, ସାହିତ୍ୟ, ସାମ୍ବାଦିକତା, ବ୍ୟବସାୟ, ଜମିଜମା, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ । କଥାରେ ସଂଯମତା ରକ୍ଷା କରନ୍ତୁ ଅନ୍ୟଥା ସମସ୍ୟା ବଢ଼ି ଯିବ । ମନ ମଧ୍ୟରେ ଦୁଃଖ ଭରି ରହିଥିଲେ ମଧ୍ୟ ଦାୟିତ୍ୱ ନେଇଥିବା କାମରେ ଆଦୌ ହେଳା କରିବେ ନାହିଁ ।

ତୁଳା : ସାହାଯ୍ୟକାରୀ ମନୋଭାବରୁ ବନ୍ଧୁଙ୍କୁ ଆପଣାର କରିପାରିବେ । ବିବାଦୀୟ ପରିସ୍ଥିତିରେ ପ୍ରକୃତ ଘଟଣା ନ ବୁଝି ନିକଟ ସମ୍ପର୍କୀୟମାନେ କ୍ରୋଧ ପ୍ରକାଶ କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ ।

ବିଛା : କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରିବା କ୍ଷେତ୍ରରେ ଟେନସନ ଲାଗି ରହିବ । ଭୁଲ୍‌ ବୁଝାମଣା କାରଣରୁ ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ । କଳା, କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଲେଖାପଢ଼ା, ସଭାସମିତି, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ । ସମ୍ପର୍କୀୟଙ୍କ ସମସ୍ୟା ସମାଧାନ ଚିନ୍ତାରେ ବ୍ୟଥିତ ହୋଇପାରନ୍ତି ।

ଧନୁ : ଆପଣ ଯେମିତି ଚାହୁଁଛନ୍ତି ସେମିତି କରିବାରେ ସଫଳ ହେବେ । କର୍ମକ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅସାବଧାନତା କାରଣରୁ ଧନହାନି ଓ ପୂର୍ବ ଶତ୍ରୁତାରୁ କଳହକୁ ଏଡିହେବ ନାହିଁ । ପ୍ରତିଯୋଗିତାରେ ସଫଳତା ପାଇବେ, ବିବାଦୀୟ ଘଟଣାରେ ବିପରୀତ ଫଳ ପାଇପାରନ୍ତି ।

ମକର : ପରିବାରରେ ମୂଲ୍ୟହୀନ କଥାକୁ ଦୋହରାଇ ମାନସିକ ସ୍ତରରେ ଅଶାନ୍ତ ରହିପାରନ୍ତି । ପୁରାତନ ରୋଗର ପୀଡ଼ା ସାମାନ୍ୟ ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ । ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ ।

କୁମ୍ଭ : ପରିବାରର ଖର୍ଚ୍ଚ ଭାର ବଢ଼ି ଯିବା ହେତୁ ଋଣ କରିବା ପାଇଁ ଯୋଜନା କରିପାରନ୍ତି । କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାରେ ଆଶଙ୍କା ସୃଷ୍ଟି ହୋଇପାରେ । କ୍ଷତିରେ ଚାଲୁଥିବା ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ । ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ ।

ମୀନ : ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ମାନସିକ ସ୍ଥିତି ପୂର୍ବଭଳି ରହିବ । ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେ କରିପାରନ୍ତି । ଅନ୍ୟମାନଙ୍କ ପ୍ରରୋଚନାରେ ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ । ପବ୍ଲିକେଶନ, ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କୁ ହତ୍ୟା ଧମକ

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କୁ ହତ୍ୟା ଧମକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.