Friday, March 6, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?

Sanchar Live by Sanchar Live
March 22, 2025
in ଜୀବନ ଶୈଳୀ
0
ଆଜି ଏହି ରାଶିର ଲୋକେ ଶୁଭ ସମାଚାର ପାଇ ଖୁସି ରହିବେ
0
SHARES
54
VIEWS
FacebookTwitter

ମେଷ : ପରିବାର ସଦସ୍ୟଙ୍କ ଛଳନାପୂର୍ଣ୍ଣ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଉପରେ ନିର୍ଭରକରି କୌଣସି କାମ ହୋଇପାରିବ ନାହିଁ । ଦୀର୍ଘମିଆଦୀ ଯୋଜନା ସକାଶେ ପୁଞ୍ଜି ଲଗାଣ ନିମନ୍ତେ ଅର୍ଥ ଆବଶ୍ୟକ ହୋଇପାରେ । ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଓ ବିଶୃଙ୍ଖଳିତ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି ।

ବୃଷ : କର୍ମକ୍ଷେତ୍ରର ସମସ୍ୟାକୁ ନେଇ ଭାବପ୍ରବଣତା ବଢ଼ିଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହେବ । ସଭାସମିତି, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିପାରେ । ଶିଳ୍ପ, ବ୍ୟବସାୟ, କ୍ରୀଡ଼ା, କଳା, ପ୍ରତିଯୋଗିତା କ୍ଷେତ୍ରରେ ପ୍ରତିଷ୍ଠା ଓ ସମ୍ମାନ୍‌ ପାଇ ଖୁସି ହେବେ ।

ମିଥୁନ : ବିବାଦୀୟ ଘଟଣାର କାରଣ ନ ବୁଝି ନିଜ ପରିବାରର ଲୋକମାନେ କ୍ରୋଧ ପ୍ରକାଶ କରିପାରନ୍ତି । ବ୍ୟବସାୟିକ ସ୍ଥିତି, ପରିବହନ, ଶେୟାର ବଜାର, ନିର୍ମାଣ, ଜମିଜମା ପ୍ରଭୃତିରୁ ସୁଫଳ ପାଇବେ । ଫେରିବା ବାଟରେ ଯାନ ବାହନରେ ତ୍ରୁଟି ହେତୁ ହଇରାଣ ହୋଇପାରନ୍ତି । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଭାସମିତିରେ ସମସ୍ୟା ସମାଧାନ ହୋଇଯିବ ।

କର୍କଟ : ପୁରୁଣା ରୋଗପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି । ମୂଲ୍ୟବାନ୍‌ ଜିନିଷ, ଘରୋଇ ଉପକରଣ, ନୂତନ ପୋଷାକ ପରିଚ୍ଛଦ ଆଜି କିଣିବା ସକାଶେ ମନ ବଳାଇବେ । ବନ୍ଧୁଙ୍କ ସହଯୋଗରେ ଆରକ୍ଷୀ ସମ୍ବନ୍ଧିତ ସମସ୍ୟାର ସମାଧାନ ଆଶା କରାଯାଇପାରେ । ବିଭିନ୍ନ ସମସ୍ୟା ଭିତର ଦେଇ ଚଳୁଥିବା କାରଣରୁ ମାନସିକସ୍ତରରେ ଶାନ୍ତି ରହିବନି ।

ସିଂହ : ପରିସ୍ଥିତିକୁ ସୁଧାରିନେବେ କିନ୍ତୁ ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ । ଆଲୋଚନା ପରିସରରେ ସଫଳତା ମିଳିବା କଷ୍ଟକର । ଆର୍ଥତ୍କ ଦିଗରୁ ସେପରି କିଛି ଅସୁବିଧା ନ ହେଲେ ମଧ୍ୟ ଖର୍ଚ୍ଚ ବୃଦ୍ଧି ପାଇବ । ହୋଟେଲ, ଛୋଟ ଦୋକାନ, ଢାବା, ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ ।

କନ୍ୟା : ହାତକୁ ନେଇଥିବା କାମଗୁଡ଼ିକ ସମସ୍ୟାବହୁଳ ହୋଇପଡୁଥିବାରୁ ସେହି କଥା ଚିନ୍ତାକରି ଆଜି ମନରୁ ସରସତା ଉଭେଇଯିବ । ପାଇବାର ହକ୍‌ ରହିଥିଲେ ସୁଦ୍ଧା ଅନ୍ୟମାନଙ୍କ ଅବହେଳାରୁ ତାହା ନ ପାଇ ବ୍ୟସ୍ତତା ପ୍ରକାଶ କରିବେ । ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରି ସଫଳ ହେବେ ।

ତୁଳା : ଅକସ୍ମାତ୍‌ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ପଡ଼ୋଶୀଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟ, ପରିବହନ, ସଭାସମିତି, ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାଜନକ ଫଳ ମିଳିବ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସମସ୍ୟାର ସମ୍ମୁଖୀନ ହେବେ ।

ବିଛା : କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ଆଜିର ସାୟଂକାଳୀନ ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସନୀୟ କାମ କରି ବୁଦ୍ଧିଜୀବୀଙ୍କ ଦୃଷ୍ଟି ଆକର୍ଷଣ କରିବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ସଫଳତା ମିଳିବ ।

ଧନୁ : କର୍ମକ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପରିବାରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି । ସାମାଜିକ ସ୍ତରରେ ଛୋଟକଥାକୁ ବଡ଼ ଆକାରରେ ଚିନ୍ତାକରି ମାନସିକ ସ୍ଥିତି ବିଗିଡ଼ି ଯାଇପାରେ । ଜଣେ ବନ୍ଧୁଙ୍କ କ୍ରୂର ବ୍ୟବହାରକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ ।

ମକର : ଆଜି କୌଣସି କଥାକୁ ନ ବୁଝି ନ ଶୁଝି ପରିବାର ସଦସ୍ୟଙ୍କ ଉପରେ ବିରକ୍ତ ହୁଅନ୍ତୁ ନାହିଁ । ବୁଝାମଣା ଅଭାବରୁ କିଛି ଭୁଲ୍‌ ନ କରି ମଧ୍ୟ ଦୋଷୀଭଳି ନୀରବ ରହିବାକୁ ବାଧ୍ୟହେବେ । କେତେକ ନୂତନ କାମର ଯୋଜନା ଓ ପରିକଳ୍ପନା କରି କାମକୁ ବଢ଼ାଇ ନେଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି ।

କୁମ୍ଭ : ଆଜିର ସଭାସମତି କିମ୍ବା ଆନୁଷ୍ଠାନିକ କାମରେ ସମ୍ମାନ୍‌ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପାରସ୍ପରିକ ଯୁକ୍ତିତର୍କ ମଧ୍ୟରେ ଘର ଭିତରେ ଛୋଟ କଥାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ । ଋଣ ପରିଶୋଧ କରିବା ସକାଶେ ପ୍ରବଳ ଚାପର ସମ୍ମୁଖୀନ ହୋଇପାରନ୍ତି । ପାରିପାର୍ଶ୍ୱିକ ସମସ୍ୟା ସୁଧାରିବାରେ କେତେକାଂଶରେ ସଫଳତା ହାସଲ କରିବେ ।

ମୀନ : ବନ୍ଧୁଙ୍କ ଉପରେ ବୃଥା ସନ୍ଦେହକରି ସୁବିଧା ସୁଯୋଗକୁ ହରାଇବେ । ପାରିବାରିକ ଶାନ୍ତି ଓ ସୁସ୍ଥତା ସାମାନ୍ୟ ବ୍ୟତିକ୍ରମ ଭିତର ଦେଇ ରହିବ । କଚେରି ମାମଲା, କିମ୍ବା ଜମିଜମା ସମସ୍ୟା ଜଟିଳ ହେଲେ ମଧ୍ୟ ସମାଧାନ ହେବାରେ ବିଶେଷ ଡେରି ହେବନାହିଁ । ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ ଅର୍ଥ ଓ ସମ୍ମାନର ଅଭାବ ରହିବ ନାହିଁ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଆରମ୍ଭ IPl ମହାସମର, KKR କୁ ଭେଟିବ RCB

ଆଜିଠୁ ଆରମ୍ଭ IPl ମହାସମର, KKR କୁ ଭେଟିବ RCB

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୫ ବର୍ଷୀୟ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ
  • ପାକିସ୍ତାନରେ ଦ୍ରୁତ ଗତିରେ ହ୍ରାସ ପାଉଛି ପେଟ୍ରୋଲ ଏବଂ ଡିଜେଲ ଷ୍ଟକ୍
  • ରାଜ୍ୟରେ ବଢୁଛି ତାତି, ଆଗକୁ….
  • ସୁନା କିଣିବାକୁ ଚାଁହୁଥିଲେ ଜାଣନ୍ତୁ ଆଜିର ଦାମ
  • T-20 ବିଶ୍ୱକପ : ଭାରତ ବନାମ ନ୍ୟୁଜିଲାଣ୍ଡ,  ୮ରେ ମହାମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.