Monday, June 23, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ କେମିତି କଟିବ ଆଜି ?

Sanchar Live by Sanchar Live
June 23, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କାହା ଭାଗ୍ୟରେ ରହିଛି କଣ ?
0
SHARES
78
VIEWS
FacebookTwitter

ମେ‌ଷ:-ଦିନଟି ବ୍ୟସ୍ତତାରେ କଟିବ। ଟଙ୍କା ପଇସା ମାମଲାରେ କାହାରି ଉପରେ ଅଧିକ ଭରସା କରନ୍ତୁ ନାହିଁ। ସରାକାରୀ ଚାକିରିଆଙ୍କୁ ନୂଆ ଦାୟିତ୍ବ ମିଳିବ। ବୈବାହିକ ଜୀବନ ସୁଖମୟ ହେବ। ‌

ବୃଷ:-ପୂର୍ବ ସମସ୍ୟାର ସମାଧାନ ବାହାରିବ। ନିଜର କାର୍ଯ୍ୟ ନୂଆ ଢ଼ଙ୍ଗରେ କରିବାକୁ ଚେଷ୍ଟା କରିବେ। ନବ ବିବାହିତଙ୍କ ଲାଗି ଦିନଟି ଭଲ। ଛାତ୍ରଛାତ୍ରୀ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ। ‌

ମିଥୁନ:-ଅଜଣା ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ପାଇବେ। ଆର୍ଥିକ ସ୍ଥିତି ମଜଭୁତ କରିବା ଲାଗି ଅଧିକ ପରିଶ୍ରମ କରିବେ। ବନ୍ଧୁ ସହ ନୂଆ ବେପାର ଆରମ୍ଭ କରି ପାରନ୍ତି। ପ୍ରେମ ଜୀବନ ମଧୁର ହେବ। ‌

କର୍କଟ:-ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ। ମନରେ ନୂଆ ଜିନିଷ ଜାଣିବା ଲାଗି ଉତ୍ସୁକତା ବଢ଼ିବ। ବେକାରଙ୍କୁ ରୋଜଗାରର ଅବସର ମିଳିବ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ। ‌

ସିଂହ:-ଜୀବନରେ ଅନ୍ୟମାନଙ୍କର ସହଯୋଗ ପାଇବେ। ଯାହା ବି କାମ କରିବେ କମ୍ ସମୟରେ ପୂରା କରିଦେବେ। ପାରିବାରିକ ସୁଖ ବୃଦ୍ଧି ହେବ। ଛାତ୍ରଛାତ୍ରୀଙ୍କୁ ଲେଖାପଢ଼ାରେ ସଫଳତା ମିଳିବ।‌

କନ୍ୟା:-ଚାକିରି ବୃତ୍ତି ସମ୍ବନ୍ଧରେ କୌଣସି ଭଲ ଖବର ପାଇ‌ବେ। ଲାଗି ରହିଥିବା ମକଦ୍ଦମା ଆପଣଙ୍କ ସପକ୍ଷରେ ଆସିବ। ପ୍ରିୟଜନଙ୍କ ଠାରୁ ମନ ପସନ୍ଦର ଉପହାର ପାଇବେ। ‌

ତୁଳା:-ନିଜର ପ୍ରତିଭା ବିକଶିତ କରିବା ଲାଗି ଅବସର ପାଇବେ। ବ୍ୟବସାୟରେ ଭଲ ଲାଭ ମିଳିବ। ଦାମ୍ପତ୍ୟ ଜୀବନରେ ନୂଆ ଖୁସି ଆସିବ। ଭ୍ରମଣ ସୁଖ ରହିଛି। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ଭଲ। ‌

ବିଛା:-ବ୍ୟବସାୟୀଙ୍କୁ ଧନଲାଭ ହେବ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ। କ୍ୟାରିୟରରେ କୌଣସି ବଡ଼ ସଫଳତା ପାଇବେ। ଯେଉଁମାନେ ଜମି କିଣିବା ଲାଗି ଭାବୁଛନ୍ତି ସେମାନଙ୍କୁ ଲାଭର ସଉଦା ମିଳିବ।‌

ଧନୁ:-କୌଣସି କଥାକୁ ନେଇ ଆପଣଙ୍କ ମନ ଉତ୍ସାହିତ ରହିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ପ୍ରସଦ୍ଧି ମିଳିବ। ପୁସ୍ତକ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ପ୍ରେମ ସଂପର୍କ ନିବିଡ଼ ହେବ। ‌

ମକର:-ଦିନଟି ଆପଣଙ୍କ ଲାଗି ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଲାଭ ମିଳିବାର ଯୋଗ ଅଛି। ଅଫିସରେ କୌଣସ ବଡ଼ ଅଧିକାରୀଙ୍କ ସହଯୋଗ ପାଇବେ। ରାଜନୀତିରେ ଆର୍ଥିକ ଲାଭ ହେବ।

କୁମ୍ଭ:-ପରିଶ୍ରମର ସନ୍ତୋଷଜନକ ଫଳ ପାଇବେ। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ଅଫିସରେ କୌଣସି ନୂଆ କାମ ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ମୀନ:-ଏକାଗ୍ରତାରେ କରୁଥିବା କାମର ସଫଳ ହେବେ। କ୍ଷୁଦ୍ର ଉଦ୍ୟୋଗୀ ଯଥେଷ୍ଟ ଲାଭ ପାଇବେ। କିଛି ଲୋକ ବନ୍ଧୁତା ଲାଗି ହାତ ବଢ଼ାଇବେ। ମହିଳାମାନଙ୍କ ଲାଗି ଦିନଟି ଅରାମଦାୟକ ରହିବ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଘଣାଲାଗି ନୀତି

ଶ୍ରୀମନ୍ଦିର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଘଣାଲାଗି ନୀତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଜିବାରେ ଲାଗିଛି ମଧ୍ୟପ୍ରାଚ୍ୟ ସଂକଟ, ଆଗକୁ..
  • ଶ୍ରୀମନ୍ଦିର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଘଣାଲାଗି ନୀତି
  • ନଜର ପକାନ୍ତୁ କେମିତି କଟିବ ଆଜି ?
  • ଦିଘା ଜଗନ୍ନାଥ ମନ୍ଦିର ମିଠାକୁ ମହାପ୍ରସାଦ କହି ଘରେ ଘରେ ବାଣ୍ଟିବା ପ୍ରସଙ୍ଗ: ଏମିତି କହିଲେ ଗଜପତି
  • କାହିଁକି ବିନ୍ଧେ ମୁଣ୍ଡ? ଜାଣନ୍ତୁ ଏହା ପଛର କାରଣ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.