Sunday, August 3, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?

Sanchar Live by Sanchar Live
July 23, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
475
VIEWS
FacebookTwitter

ମେଷ: ଦୀର୍ଘ ଦିନରୁ କରିଆସୁଥିବା ପ୍ରୟାସରେ ସନ୍ତୋଷଜନକ ଫଳ ପାଇବେ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ଜୀବନସାଥୀ ଉପରେ ଭରସା ବଜାୟ ରଖନ୍ତୁ । ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ ।

ବୃଷ: ଇଂଜିନିୟର୍ସଙ୍କୁ ଦିନଟି ଲାଭ ଦେବ । ବ୍ୟବସାୟରେ ବାପାଙ୍କର ସାହାଯ୍ୟ ପାଇବେ । ଘରେ ପିଲାମାନଙ୍କ ସହିତ ସମୟ ବିତାଇବେ । ଯାନ କିଣିବା ଲାଗି ମନ ବଳିବ । ଘରକୁ କୁଣିଆ ଆସିବେ ।

ମିଥୁନ: ଆପଣଙ୍କ ସମ୍ମୁଖକୁ କୌଣସି ଆହ୍ବାନ ଆସିବ । କ୍ୟାରିୟର ସମ୍ବନ୍ଧୀୟ ଚୟନ ପାଇଁ ଭଲ ଦିନଟିଏ । ସ୍ବାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ । ନବବିବାହିତ ଦମ୍ପତ୍ତି ବାହାରକୁ ବୁଲି ଯିବେ । ଛାତ୍ରଙ୍କ ଲାଗି ଦିନଟି ଭଲ ।

କର୍କଟ: ଚାକିରିଆଙ୍କୁ ପଦୋନ୍ନତିର ଅବସର ମିଳିବ । ଜୀବନରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ । ଗୃହିଣୀମାନେ ଘର କାମରେ ବ୍ୟସ୍ତ ରହିବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଉପକୃତ ହେବେ ।

ସିଂହ: ମହିଳାମାନଙ୍କ ପାଇଁ ଦିନଟି ଆରାମଦାୟକ ରହିବ । ବହୁରାଷ୍ଟ୍ରିୟ କଂପାନିରୁ ଚାକିରି ପାଇଁ କୋଲ୍ ଆସିପାରେ । ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ ।

କନ୍ୟା: ଆପଣଙ୍କ ଚଞ୍ଚଳ ସ୍ବଭାବ ପାଇଁ ଲୋକେ ପ୍ରଭାବିତ ହେବେ । ଦୀର୍ଘ ଦିନରୁ ଲାଗି ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ । କତୃପକ୍ଷ ଆପଣଙ୍କ ଦେଖି ପ୍ରଶଂସା କରିବେ । ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ ।

ତୁଳା: ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଭଲ ଦିନଟିଏ । ଗୃହିଣୀମାନେ ପିଠାପଣା ତିଆରି କରି ଜୀବନସାଥୀଙ୍କୁ ଖୁଆଇବେ । ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ ।

ବିଛା: ପରିବାର ଲୋକଙ୍କ ସହିତ ସମୟ ଅତିବାହିତ କରିବେ । ଧର୍ମକାର୍ଯ୍ୟରେ ମନ ଲଗାନ୍ତୁ ଶାନ୍ତି ପାଇବେ । ବେପାରୀବର୍ଗଙ୍କୁ ଅଚାନକ ଧନଲାଭ ହୋଇପାରେ । ସନ୍ତାନଙ୍କ ଶିକ୍ଷାରେ ଉନ୍ନତି ହେବାର ସମ୍ଭାବନା ।

ଧନୁ: ଆପଣଙ୍କର ସବୁ କାମ ସହଜରେ ହୋଇଯିବ । ବ୍ୟବସାୟ କାମରେ ବନ୍ଧୁ ସହିତ ବାହାରକୁ ଯିବେ । ଦାମ୍ପତ୍ୟ ଜୀବନ ବହୁତ ଭଲ ରହିବ । ବିଜ୍ଞାନ କ୍ଷେତ୍ରରେ ଥିବା ଛାତ୍ରଛାତ୍ରୀଙ୍କୁ ଚାକିରିର ସୁଯୋଗ ମିଳିପାରେ ।

ମକର: ପରିବାରର ସବୁ ଲୋକ ମିଳିମିଶି ମନୋରଂଜନ କାର୍ଯ୍ୟରେ ଆନନ୍ଦ ଉପଭୋଗ କରିବେ । ବ୍ୟବସାୟରେ ଅଚାନକ ଧନଲାଭ ହେବ । ବିନା କାରଣରେ ପରିବାର ଲୋକଙ୍କ ଉପରେ ରାଗନ୍ତୁ ନାହିଁ ।

କୁମ୍ଭ: ବ୍ୟବସାୟରେ ଅଚାନକ ଧନଲାଭ ହେବ । ଗରିବ ଲୋକଙ୍କୁ ସାହାଯ୍ୟ କରିବେ । କାମ କରିବା ପୂର୍ବରୁ ବାପା ମାଆଙ୍କର ଆଶୀର୍ବାଦ ନିଅନ୍ତୁ । କଳାକ୍ଷେତ୍ରରେ ଥିବା ଲୋକଙ୍କୁ ସମ୍ମାନ ପ୍ରାପ୍ତ ହେବ ।

ମୀନ: ଭାଗ୍ୟ ଆପଣଙ୍କୁ ପୂରା ସାଥ ଦେବ । ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ । ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କୁ ଉପହାର ଦେବେ। ପରିବାର ଲୋକଙ୍କ ସହିତ କୌଣସି ଜରୁରୀ ମାମଲାରେ କଥା ହେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
୬୨ ବର୍ଷ ପରେ ଭାରତୀୟ ବାୟୁସେନାରୁ ଅବସର ନେବ ମିଗ୍-୨୧

୬୨ ବର୍ଷ ପରେ ଭାରତୀୟ ବାୟୁସେନାରୁ ଅବସର ନେବ ମିଗ୍-୨୧

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ରୋଗୀ
  • ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା, ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ
  • ସମଲେଶ୍ୱରୀ ମନ୍ଦିରକୁ ଆସିଥିବା ପର୍ଯ୍ୟଟକଙ୍କ ଠାରୁ ଲୁଟ ଉଦ୍ୟମ
  • ଉବୁଟୁବୁ ସଂଗମ ନଗରୀ ପ୍ରୟାଗରାଜ
  • ପହଲଗାଓଁ ଆତଙ୍କୀ ଆକ୍ରମଣ ପ୍ରସଙ୍ଗ: କଂଗ୍ରେସ ନେତା ମଣିଶଙ୍କର ଆୟରଙ୍କ ବଡ଼ ବୟାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.