Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହିସବୁ ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଖୁସି ଖବର

Sanchar Live by Sanchar Live
August 23, 2024
in ଜୀବନ ଶୈଳୀ
0
ଆଜି ଏହିସବୁ ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଖୁସି ଖବର
0
SHARES
11
VIEWS
FacebookTwitter

ମେ‌ଷ: ଅଫିସରେ ଆପଣ ମତ ଦେବାର ସୁଯୋଗ ପାଇବେ। ଅନିୟମିତ ଦିନଚର୍ଯ୍ୟା କାରଣରୁ ଆଳସ୍ୟ ହେବେ। ଭାଇ ଭଉଣୀଙ୍କ ସହଯୋଗ ପାଇବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ। ‌

ବୃଷ: କୌଣସି ନୂଆ କଥା ଆପଣ ଶିଖିବେ। ଲେଖକ ଓ ସାହିତ୍ୟିକଙ୍କ ଲାଗି ଦିନଟି ଭଲ। ପରିଜନଙ୍କ ସହ ଭଲ ସଂପର୍କ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ।

ମିଥୁନ: କୌଣସି ମହତ୍ବପୂର୍ଣ୍ଣ ଖବର ପାଇବେ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ହେବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ପାରିବାରିକ ଜୀବନ ଉତ୍ସବ ମୁଖର ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

କର୍କଟ: ପୂଜାପାଠରେ ସମୟ ବିତିବ। କାମରେ ଆପଣଙ୍କୁ ସଫଳତା ମଳିବ। ବେପାର ସମ୍ବନ୍ଧିତ ବିଷୟରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ସହ ଲାଗି ରହିଥିବା ମନୋମାଳିନ୍ୟ ଦୂର ହେବ।

ସିଂହ: ବିବାଦ ଠାରୁ ଦୂରରେ ରୁହନ୍ତୁ। କୌଣସି କଥାରେ ରାଗନ୍ତୁ ନାହିଁ। ପ୍ରଭାବଶାଳୀ ଲୋକଙ୍କ ସହ ସାକ୍ଷାତ ହେବ। ପୁଞି ନବେଶ ସମ୍ବନ୍ଧରେ ନୂଆ ପରାମର୍ଶ ପାଇବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ।

କନ୍ୟା: ଆପଣଙ୍କ ବ୍ୟକ୍ତିତ୍ବରେ ବିକଶିତ ହେବ। ଲୋକମାନଙ୍କ ଇଚ୍ଛା ଜାଣିବାକୁ ଚେଷ୍ଟା କରିବେ। ଜୀବନସାଥୀଙ୍କ ସହଯୋଗରେ କାମ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ।

ତୁଳା: ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତି ହେବ। ଶିକ୍ଷଣୀୟ କାମରେ ମନ ଲାଗିବ। ବଡ଼ଭାଇ ଠାରୁ ଉପହାର ପାଇବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ।

ବିଛା: ନିଜର କାର୍ଯ୍ୟ ଭଲ କରିବା ଲାଗି ପ୍ରୟାସ କରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। କାରବାରରେ ନିକଟ ସଂପର୍କିୟଙ୍କ ଠାରୁ ପରାମର୍ଶ ନିଅନ୍ତୁ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

ଧନୁ: ଭାବିଥିବା କାମ ସଂପୂର୍ଣ୍ଣ ହେବ। ‌ବନ୍ଧୁବର୍ଗର ସହଯୋଗ ପାଇବେ। ଅଚାନକ କୌଣସି ଉତ୍ସରୁ ଧନଲାଭ ହେବ। ବଡ଼ ଅଧିକାରୀଙ୍କ ସହ ସାକ୍ଷାତ ସଫଳ ରହିବ।

ମକର: ଅଫିସରେ ଅଧିକ କାମ କରିବା ଯୋଗୁଁ ଘରେ ବିଳମ୍ବରେ ପହଞ୍ଚିବେ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଆପଣଙ୍କୁ ଉପାର୍ଜନର ସୁଯୋଗ ମିଳିବ।

କୁମ୍ଭ: ନିଜର ଦାୟିତ୍ବ ଭଲଭାବେ ତୁଲାଇବେ। ଖୁସିୁ ଖବର ପାଇବେ। ପେସାଦାର ବ୍ୟବସାୟୀଙ୍କ ଲାଗି ଧନଲାଭ ଯୋଗ ଅଛି। ଜୀବନସାଥୀ କୌଣସି କାମରେ ସାହାଯ୍ୟ କରିବେ।

ମୀନ: ଅଫିସ କାମ ଦୈନନ୍ଦିନ ଅପେକ୍ଷା ଭଲଭାବେ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଜୀବନସାଥୀ କୌଣସି କାମ ପାଇଁ ଆପଣଙ୍କର ପ୍ରଶଂସା କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

 

Tags: horoscopelifestyle
ShareTweetShareSend
Sanchar Live

Sanchar Live

Next Post
ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.