Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ରାଶି ଅନୁସାରେ ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Sanchar Live by Sanchar Live
January 25, 2025
in ଜୀବନ ଶୈଳୀ
0
ରାଶି ଅନୁସାରେ ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
23
VIEWS
FacebookTwitter

ମେଷ : ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୁରା କରିବା ପାଇଁ ବିଳମ୍ବ ଘଟିବ । ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ ଝମେଲା ଆସିପାରେ । କର୍ମକ୍ଷେତ୍ରରେ ସମୟାନ୍ତରରେ ଟେନସନ୍‌ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଶତ୍ରୁତା କରୁଥିବା ବ୍ୟକ୍ତିଟି ପ୍ରତି ସତର୍କ ରହିବା ଭଲ ।

ବୃଷ : ଆଜି ମନ ବନ୍ଧୁ ପରିଜନଙ୍କୁ ଦେଖିବା ପାଇଁ ବ୍ୟାକୁଳ ହୋଇପାରେ । ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । କର୍ମକ୍ଷେତ୍ରରେ ସତର୍କ ରୁହନ୍ତୁ, ଅନ୍ୟଥା ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ଶିଳ୍ପ, ବ୍ୟବସାୟରେ ସମସ୍ୟା ସମାଧାନ ସକାଶେ କିଛି ନୂଆ କାମ କରିପାରନ୍ତି ।

ମିଥୁନ : ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ । କିନ୍ତୁ ବଳହୀନ କାରଣରୁ ସାଧାରଣ ପ୍ରତିବନ୍ଧକଜନିତ ଅସୁବିଧା ମଧ୍ୟରେ ଗତି କରିପାରନ୍ତି । ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଆନୁଷ୍ଠାନିକ କାମ ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ।

କର୍କଟ : ଯେଉଁ କାମରେ ହାତ ଦେବେ ସଫଳତା ଅର୍ଜିବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲର ଆଶା ରହିଛି । ନିଜ ଲୋକମାନେ ଗୋଟିଏ କଥା କହି ତାହାର ଓଲଟା କରିପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିବ ।

ସିଂହ : ମନ ଅନୁଯାୟୀ କାମ ହାସଲ କରିବାରେ ବିଫଳ ହେବେ । ସାହାଯ୍ୟ କରିବାକୁ କଥା ଦେଇଥିବା ଲୋକଟି ପରକ୍ଷଣରେ ନାସ୍ତିବାଣୀ ଶୁଣାଇପାରେ । ପାରିବାରିକ କ୍ଷେତ୍ର ଏବଂ ବ୍ୟବସାୟ, ବାଣିଜ୍ୟାଦିରେ ତର୍କବିତର୍କର ସମ୍ମୁଖୀନ ହୋଇପାରନ୍ତି ।

କନ୍ୟା : କେତେକ ଅଧୁରା କାମକୁ ସୁଧାରି ନେବାର ଚେଷ୍ଟା କରିବେ । ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହେବେ । ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ ।

ତୁଳା : ଅପୂରଣୀୟ ଅଭିଳାଷ, ଅଭିମାନିଆ ବନ୍ଧୁ, ଅତୀତ ଦୁଶ୍ଚିନ୍ତାଜନିତ ଅସ୍ଥିରତା ସୃଷ୍ଟି ହେବ । ଆଜିର ବ୍ୟବସାୟ, ପରିବହନ, ଯାତ୍ରାର ଲକ୍ଷ୍ୟ, ଅର୍ଥପ୍ରାପ୍ତିର ଆଲୋଚନା ସନ୍ତୋଷଜନକ ନ ହୋଇପାରେ । ସାହିତ୍ୟ, ସଙ୍ଗୀତ ସମାରୋହ, ସଭାସମିତି, କଚେରି ମାମଲାର ଫଳଫଳରେ ଆମତ୍ତୃପ୍ତି ଲାଭ କରିବେ ।

ବିଛା : କର୍ମକ୍ଷେତ୍ରରେ ବିଭିନ୍ନ କାମ ହାତକୁ ନେଇପାରନ୍ତି । ଆର୍ଥିକ ସ୍ଥିତି, ପାରିବାରିକ କ୍ଷେତ୍ର, ସ୍ବାସ୍ଥ୍ୟ ସମସ୍ୟା, ସନ୍ତାନଙ୍କ ଶିକ୍ଷା, ପରୀକ୍ଷାଦି ବିଷୟରେ ସଫଳତା ପାଇବେ । ଆନୁଷ୍ଠାନିକ କାମ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ । ଅବିବାହିତ ପୁତ୍ରକନ୍ୟାଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗି ରହିବ ।

ଧନୁ : ସାମଗ୍ରିକ ସୁଖସାଧନରେ ସହାୟକ ହେବେ । ରାଜନୈତିକ ପରିସ୍ଥିତି, ଅର୍ଥନୈତିକ ସମସ୍ୟା, ସରକାରୀ ସ୍ତରର ତାଗିଦା, ଟେନସନ ରହିବ । ସଭାସମିତି, କଳା ସାହିତ୍ୟ, ଆନୁଷ୍ଠାନିକ କାମରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ନ ହୋଇପାରେ ।

ମକର : ଦୀର୍ଘଦିନଧରି ଲାଗି ରହିଥିବା ରୋଗରେ କଷ୍ଟ ପାଇବେ । କେତେକ ଅବହେଳା ଯୋଗୁ ଅସମ୍ପୂର୍ଣ୍ଣ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହୋଇପାରନ୍ତି । ବ୍ୟବସାୟିକ ସ୍ଥିତି ଭଲ ରହିବ । ଋଣ ପରିଶୋଧର ଦୁଶ୍ଚିନ୍ତାରୁ ମୁକୁଳି ପାରିବେ ନାହିଁ ।

ସାମୟିକ ପାରିବାରିକ ଅଶାନ୍ତି ଅନୁଭବ କରିବେ ।

କୁମ୍ଭ : ଖାମଖିଆଲ ମନୋଭାବ ଓ ବିଳାସପୂର୍ଣ୍ଣ ଜୀବନଯାତ୍ରାରେ ଦିନଟି ଅତିବାହିତ ହେବ । ବ୍ୟବହାରରେ କଠୋରତା କାରଣରୁ ବନ୍ଧୁଙ୍କ ସହ କଳହର ସୂଚନା ରହିଛି । ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାପୂର୍ବରୁ ସମସ୍ୟା ଆସିପାରେ । କର୍ମକ୍ଷେତ୍ର, ପରିବାର, ବ୍ୟବସାୟ, କଳା, ସାହିତ୍ୟ, ଯାତ୍ରା, ପରୀକ୍ଷା ପ୍ରଭୃତି ପାଇଁ ଦିନଟି ମନ୍ଦ ହେବନି ।

ମୀନ : ଦୁଃଖକୁ ମନରେ ମାରି କର୍ମକ୍ଷେତ୍ରରେ ନିଜକୁ ମଜ୍ଜାଇ ରଖିବାକୁ ବାଧ୍ୟ ହେବେ । ଘରର ଗୁରୁତ୍ୱପୂର୍ଣ୍ଣ କାମ ଅବହେଳାରେ ରହିଯାଇଥିବା ହେତୁ ଯୁକ୍ତିତର୍କର ଆଶଙ୍କା ରହିଛି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବନ୍ଧୁମାନଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାର ୧୯ ଜଣ ପୋଲିସ୍ ପାଇବେ ପଦକ, ୬ ଜଣଙ୍କୁ ମିଳିବ ସାହସିକତା ପୁରସ୍କାର

ଓଡ଼ିଶାର ୧୯ ଜଣ ପୋଲିସ୍ ପାଇବେ ପଦକ, ୬ ଜଣଙ୍କୁ ମିଳିବ ସାହସିକତା ପୁରସ୍କାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.