Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
March 26, 2025
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
0
SHARES
94
VIEWS
FacebookTwitter

ମେଷ : ଆଜି ନୂଆ ଉପକରଣ କ୍ରୟ ସକାଶେ ମନ ବଳାଇବେ । ଅସ୍ଥିରତାଯୁକ୍ତ କାମରେ ସଫଳତା ପାଇବା କଷ୍ଟକର ହେବ । କଳା, ସାହିତ୍ୟ ଓ ବାଣିଜ୍ୟ, ପରିବହନ, ପ୍ରଶାସନ, ଏଜେନଶିପ୍‌ରୁ ସୁଫଳ ପାଇବେ । ସରକାରୀ ସ୍ତରରୁ ଦୀର୍ଘ ପ୍ରତୀକ୍ଷା ପରେ ଆଶା କରୁଥିବା ଖବରଟି ଆଜି ପାଇପାରନ୍ତି ।

ବୃଷ : ଆଜି କୌଣସି ନୂଆ କାମରେ ସଫଳତା ଲାଭକରିବେ । ପରିଜନଙ୍କ ସହାୟତାରେ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଆଶଙ୍କା କରୁଥିବା ଅଫିସିଆଲି କ୍ଷେତ୍ରରେ ସେମିତି କିଛି ଅସୁବିଧା ହେବ ନାହିଁ । ଆତ୍ମୀୟସ୍ବଜନଙ୍କ ପାରିବାରିକ ସମସ୍ୟା ସମାଧାନ ପାଇଁ ଆପଣଙ୍କୁ ଚିନ୍ତା କରିବାକୁ ପଡ଼ିପାରେ ।

ମିଥୁନ : ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭକରିବେ । କେତେକ କ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ମନ ଅସ୍ଥିର ରହିବାରୁ କାମ ସମ୍ପନ୍ନ କଷ୍ଟକର ହୋଇପଡ଼ିବ । ବନ୍ଧୁଙ୍କ କାମ ସକାଶେ ବାହାରକୁ ଯିବାକୁ ବାଧ୍ୟ ହୋଇପାରନ୍ତି ।

କର୍କଟ : ସମସ୍ୟାର ଅଡୁଆ ସୂତାକୁ ସଜାଡ଼ିବାରେ ସମର୍ଥ ହେବେ । ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ଜମି କିଣା ପ୍ରତି ଆଗ୍ରହ ବଢ଼ିପାରେ । ପାରିବାରିକ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସମ୍ଭାବନା ରହିଛି । ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ପୂର୍ବଭଳି ରହିବ ।

ସିଂହ : ଆପଣଙ୍କ କୌଶଳପୂର୍ଣ୍ଣ ବ୍ୟବହାର ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ ମନକୁ ଆକର୍ଷିତ କରିବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରରୋଚିତ ହୋଇ କାମ କଲେ ଅପଦସ୍ଥ ହେବେ । ସାମୟିକ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ର ସମ୍ପୂର୍ଣ୍ଣ ନିରାମୟ ରହି ନ ପାରେ ।

କନ୍ୟା : ପରିବାରରୁ ଆଦର, ବାହାର ଲୋକଙ୍କଠାରୁ ସମ୍ମାନ, ବ୍ୟବସାୟରେ ଉନ୍ନତି କରିବେ । ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ ରହିଛି । ଅତୀତ କଥାକୁ କେନ୍ଦ୍ରକରି ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ସଭାସମିତିରେ ସାଧାରଣ କଥାକୁ ଜଟିଳ କରି ଅଶାନ୍ତ ରହିବେ ।

ତୁଳା : ଆନୁଷଙ୍ଗିକ ସୁବିଧା, ସୁଯୋଗ ପାଇ କାମ ହାସଲ କରିପାରିବେ । ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ନିନ୍ଦା ଶୁଣିବାକୁ ପଡ଼ିପାରେ । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବା ସହିତ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯାଇପାରେ । ଶତ୍ରୁତା କରୁଥିବା ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ ।

ବିଛା : କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ । ବନ୍ଧୁଙ୍କ ଜରିଆରେ ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସମ୍ଭାବନା ରହିଛି । ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ । ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଓ ଏକଜିଦିଆ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି ।

ଧନୁ : କାମରେ ପ୍ରତିବନ୍ଧକ ସୃଷ୍ଟି ଆଶଙ୍କା ରହିଛି । ତଥାପି ଅଯାଚିତ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବାରେ ଆପଣଙ୍କ କୌଶଳ ସହାୟ ହେବ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ମକର : ଜୀବନଚର୍ଯ୍ୟାର ପ୍ରତ୍ୟେକ ଦିଗ ଠିକ୍‌ ଥିଲେ ମଧ୍ୟ ବାକ୍‌ ସଂଯମର ଅଭାବ ସମସ୍ୟାକୁ ଆମନ୍ତ୍ରଣ କରିବ । ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ପୂରଣ ହୋଇଯିବ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ସାମୟିକ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ମଧ୍ୟ ରହିଛି । ଅସୁସ୍ଥ ମାନସିକତା କାରଣରୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି ।

କୁମ୍ଭ : ଆଜି ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ବିବାଦ, ମାଲିମକଦ୍ଦମା କ୍ଷେତ୍ରରେ ଜିତାପଟ ଆପଣଙ୍କର ହିଁ ହେବ । ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବା ଫଳରେ ଚିନ୍ତାମୁକ୍ତ ହେବେ । ଅଫିସରେ ଥିବା ସମୟରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ ।

ମୀନ : ବ୍ୟୟଭାବରେ ପାପଗ୍ରହ ହେତୁ ଆଜିର ଖର୍ଚ୍ଚ ସୀମା ଟପିଯିବ ଏବଂ ପାଇପାରୁ ନ ଥିବା ଜିନିଷଟି ଆଜି ପାଇବେ । ପାରିବାରିକ ସ୍ଥିତିରେ ସମସ୍ୟାଗୁଡ଼ିକ ସମାଧାନ କରିବା ସକାଶେ ବ୍ୟସ୍ତ ହୋଇପାରନ୍ତି । କର୍ମକ୍ଷେତ୍ରରେ ସମସ୍ୟା ବହୁଳ ପରିସ୍ଥିତି ଲାଗି ରହିଥିଲେ ହେଁ ସମସ୍ୟାକୁ ସୁଧାରି ନେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ପରଲୋକରେ ଶ୍ରୀମତୀ ପଦ୍ମାବତୀ ବିଶ୍ୱାଳ

ପରଲୋକରେ ଶ୍ରୀମତୀ ପଦ୍ମାବତୀ ବିଶ୍ୱାଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.