Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ

Sanchar Live by Sanchar Live
February 27, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ
0
SHARES
22
VIEWS
FacebookTwitter

ମେଷ : ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ । ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ । ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ବନ୍ଧୁଙ୍କ ଆସିବା ବାଟକୁ ଚାହିଁରହି ବିରକ୍ତି ପ୍ରକାଶ କରିପାରନ୍ତି ।

ବୃଷ : ଆଜି ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ । ପାରିବାରିକ ଜୀବନରେ ବୁଝାମଣା ପ୍ରାୟତଃ ଭଲ ରହିବ । ସାଧାରଣ କଥାରେ ବୁଝାମଣାର ଅଭାବରୁ ଭ୍ରାତୃ ସମ୍ପର୍କ, ଯାତ୍ରା ଓ ଆଲୋଚନା ବାଧାପ୍ରାପ୍ତ ହୋଇପାରେ ।

ମିଥୁନ : କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ରହିଛି । ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ପାରିବାରିକ ସମସ୍ୟାକୁ ବଢ଼ାଇ ଦେଇପାରେ । ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ହିତୈଷୀଙ୍କ ପରାମର୍ଶ ନେଇ କାମ କଲେ ଉପକୃତ ହେବେ ।

କର୍କଟ : ମାନସିକ ଅସ୍ଥିରତା ଲାଗିରହିଥିଲେ ମଧ୍ୟ କାର୍ଯ୍ୟ ହାସଲରେ ଅସୁବିଧା ରହିବ ନାହିଁ । ବନ୍ଧୁଙ୍କ ସାହାଯ୍ୟରୁ ଆର୍ଥିକ ଅନଟନ ସୁଧୁରିଯିବ । ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ବହୁତ ଭଲ । ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି ।

ସିଂହ : କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବନାହିଁ । ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସାହାଯ୍ୟ ସହଯୋଗ ଅବଶ୍ୟ ମିଳିବ । ଶତ୍ରୁତା କରୁଥିବା ବ୍ୟକ୍ତି ପଛରେ ନାନାଦି କଥା କହିପାରନ୍ତି । ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ ।

କନ୍ୟା : ଆତ୍ମୀୟ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ମଧ୍ୟ ଭଲ ରହିବ ନାହିଁ । ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି । ମନୋବଳ ବୃଦ୍ଧି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ ରହିବ ।

ତୁଳା : ଦୀର୍ଘଦିନରୁ ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସକାଳୁ ସକାଳୁ ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଲୋଚନାରୁ ମନ ଖୁସି ହୋଇଯିବ ।

ବିଛା : କୌଣସି ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ସ୍ଥଗିତ ରହିଥିବା କାର୍ଯ୍ୟହାସଲ ସକାଶେ ଅର୍ଥ ବ୍ୟୟ କରି ଦୁଃଖିତ ହେବେ । ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣା, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।

ଧନୁ : କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହି ଯାଇଥିବା କାମଟିକୁ ଝିନଝଟ୍‌ ମଧ୍ୟରେ ସମ୍ପୂର୍ଣ୍ଣ କରିବେ । ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ । ମନେ ମନେ ଭାବୁଥିବା କାମଟି ସକାଶେ କିଛି ସହଯୋଗ ସକାଶେ ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ ।

ମକର : ସାମୟିକ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସୁସ୍ଥ ମାନସିକତା କାରଣରୁ ଅନ୍ୟମାନଙ୍କୁ ଆକର୍ଷିତ କରାଇ କାମ ହାସଲ କରିପାରିବେ । ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ ।

କୁମ୍ଭ : କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସମସ୍ତ ପ୍ରକାରର ସାହାଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ । ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ । ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ । ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ମନକୁ ବିଚଳିତ କରିପାରେ ।

ମୀନ : ପଡ଼ୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇ ପାରିବେ ନାହିଁ । ଆଦାୟ ଅପେକ୍ଷା ଖର୍ଚ୍ଚ ବୃଦ୍ଧି ଚିନ୍ତାର କାରଣ ହେବ । ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ । ସମସ୍ୟାକୁ ଆଲୋଚନା ନ କରି ଆଗକୁ ମାଡ଼ିଚାଲିଲେ ସଫଳତା ପାଇବେ ।

 

Tags: horoscoperasgifala
ShareTweetShareSend
Sanchar Live

Sanchar Live

Next Post
ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.