Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜିର ଦିନ ଆପଣଙ୍କ ପାଇଁ କିପରି କଟିବ

Sanchar Live by Sanchar Live
January 27, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ଦିନ ଆପଣଙ୍କ ପାଇଁ କିପରି କଟିବ
0
SHARES
81
VIEWS
FacebookTwitter

ମେଷ : କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ କରିପାରିବେ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପଦସ୍ଥ ହେବେ । ବାଣିଜ୍ୟ, ଯୋଜନାରମ୍ଭ ସକାଶେ ବନ୍ଧୁ ମୋଟାଅଙ୍କର ଅର୍ଥ ମାଗିପାରନ୍ତି । ଅବଶ୍ୟ ହିତାକାଂକ୍ଷୀ କିମ୍ବା ସହକର୍ମୀମାନେ ସହଯୋଗର ହାତ ବଢାଇବେ ।

ବୃଷ : ଆଜି ଗୃହ ସମସ୍ୟା ସମାଧାନ ହୋଇପାରିବ । ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ବ୍ୟତିକ୍ରମ ଦେଖାଦେବ । ଯୋଜନାରମ୍ଭ ସକାଶେ ବନ୍ଧୁବର୍ଗଙ୍କ ସହମତି ଉତ୍ସାହକୁ ଦ୍ୱିଗୁଣିତ କରିବ । ସଭାସମିତି, ସଂଗଠନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ପ୍ରତିବନ୍ଧକ ଦୂରେଇଯିବ ।

ମିଥୁନ : ପାରସ୍ପରିକ ସମ୍ବନ୍ଧ କାରଣରୁ ଆଜିର ଦିନଟି ଭଲରେ କଟିବ । ଆର୍ଥିକ ସ୍ଥିତି ଉନ୍ନତ ନ ହେଲେ ମଧ୍ୟ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ରହିବ ନାହିଁ । ବୃତ୍ତି, ବାଣିଜ୍ୟ, କଳା, ସାହିତ୍ୟ, ସାମ୍ବାଦିକତା, ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । କାର୍ଯ୍ୟବ୍ୟସ୍ତତା ମଧ୍ୟରେ ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଠିକ୍‌ ହେବ ।

କର୍କଟ : ମନର ଅକୁହା କଥାକୁ ଅନ୍ତରଙ୍ଗ ବନ୍ଧୁଙ୍କୁ କହିବାର ପ୍ରୟାସ କରିପାରନ୍ତି । ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । କୌଣସି ବ୍ୟକ୍ତିଙ୍କ ଦୁଷ୍ଟ ବୁଦ୍ଧି ଲାଗି ନିଷ୍ପତ୍ତିର ଶେଷ ପର୍ଯ୍ୟାୟରେ ସବୁ ଓଲଟ ପାଲଟ ହୋଇଯିବ । ବ୍ୟବସାୟରେ ଶତ୍ରୁତା ସମସ୍ୟା ବିଷୟରେ ବନ୍ଧୁଙ୍କ ପରାମର୍ଶ ନେଇପାରନ୍ତି ।

ସିଂହ : ଅନ୍ୟମାନଙ୍କ ସାହାଯ୍ୟରେ କାମକୁ ପୁରା କରିବେ। କର୍ମକ୍ଷେତ୍ରସ୍ଥ ବିବାଦୀୟ ପରିସ୍ଥିତିରେ ପକ୍ଷଭୁକ୍ତ ହେଲେ ସମାଲୋଚିତ ହେବେ । ସାମାନ୍ୟ ଘଟଣାର ତର୍କବିତର୍କ କାରଣରୁ ଭାଙ୍ଗି ପଡିଥିବା ସମ୍ପର୍କ ଆଜି ପୁଣି ଯୋଡି ହୋଇଯିବ । ଗୃହନିର୍ମାଣ, କର୍ମାରମ୍ଭ ତଥା ଗଠନମୂଳକ କାଯର୍‌ୟରେ ଗତି ମନ୍ଥର ହେବ ।

କନ୍ୟା : ମନୋବଳ ଅତୁଟ ରହିଥିଲେ ମଧ୍ୟ ପାରିବାରିକ ଜଞ୍ଜାଳରେ ଅତିଷ୍ଠ ରହିବେ । ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କଲେ ମଧ୍ୟ ଜିତାପଟ ଆପଣଙ୍କର ହେବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ ପରିପାରନ୍ତି । ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମ ସକାଶେ ବ୍ୟସ୍ତ ରହିବେ ।

ତୁଳା : ଅପୂରଣୀୟ ଅଭିଳାଷ ପୂରଣ ହେଲେ ମଧ୍ୟ ମାନସିକ ସ୍ଥିତି ଦୋଦୁଲ୍ୟମାନ ରହିବ । ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଭୁଲ୍‌ ବୁଝାମଣାକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟିହେବ । ରଚନାତ୍ମକ କାର୍ଯ୍ୟରୁ କଳା, ସାହିତ୍ୟ, ସଙ୍ଗୀତରେ ଓ ଅଭିନୟ ଜଗତରୁ ପ୍ରଶଂସା ପାଇବେ । ପାରିବାରିକ ସ୍ତରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

ବିଛା : ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ମାନସିକ ସ୍ଥିତି ଭଲ ଦିଗକୁ ଗତି କରିବ । ଅର୍ଥର ଅଭାବକୁ ଜଣେ ବାନ୍ଧବୀ ପୂରଣ ପ୍ରତିଶ୍ରୁତି ଦେବେ । ସାଧାରଣ କଥାକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟମାନଙ୍କ ସହ ତର୍କର ସମ୍ମୁଖୀନ ହେବାକୁ ପଡିପାରେ । ବନ୍ଧୁଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ ।

ଧନୁ : ପ୍ରତ୍ୟେକ କ୍ଷେତ୍ରରେ ଧନୁପରି ଭାଙ୍ଗିଯିବେ ପଛକେ ନଇଁବେ ନାହିଁ । ସଭାସମିତିରେ ବୟସ୍କ ବ୍ୟକ୍ତିଙ୍କ ନିକଟରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ । ଆର୍ଥିକ ଉନ୍ନତି, ବନ୍ଧୁଙ୍କ ସହ ଆଲୋଚନା, ପିଲାଙ୍କ ଶିକ୍ଷା ଓ ପରୀକ୍ଷା, ଶୁଭେଚ୍ଛୁଙ୍କ ସଦୁପଦେଶ ମନକୁ ପ୍ରଫୁଲ୍ଲିତ ରଖିବ ।

ମକର : ଅନୁକମ୍ପାରୁ ଅନ୍ୟକୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିପାରିବେ । ବିଭିନ୍ନ କର୍ମଜଞ୍ଜାଳ ମଧ୍ୟରେ ମନ ଅଶାନ୍ତ ରହିବ କିନ୍ତୁ ଅନ୍ୟମାନଙ୍କ ସାହାଯ୍ୟର ପ୍ରତିଶ୍ରୁତିରୁ ମନ ହାଲୁକା ରହିପାରେ । ନିଜ ପରିସରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି ।

କୁମ୍ଭ : ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ ହେବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଟଙ୍କା ପଇସାକୁ କେନ୍ଦ୍ରକରି କୌଣସି ବ୍ୟକ୍ତି ସହ କଳହର ସୂତ୍ରପାତ ହୋଇପାରେ । କେତେକ କ୍ଷେତ୍ରରେ ଅଜଣା ଭୟ ଓ ଆଶଙ୍କାଜନିତ ଆତଙ୍କିତ ହୋଇ କୌଣସି କାର୍ଯ୍ୟାରମ୍ଭ କରିପାରିବେ ନାହିଁ । ମତଭେଦଜନିତ ପରିବାରରେ ଛୋଟଛୋଟ କଥାକୁ କେନ୍ଦ୍ର କରି କଳହର ଆଶଙ୍କା ରହିଛି ।

ମୀନ : ମନ ଚାହୁଁଥିବା ପ୍ରକାରରେ କାମ ନ ହେବାରୁ ଅସନ୍ତୁଷ୍ଟ ରହିବେ । ବିବାଦୀୟ ଘଟଣାକୁ ନେଇ ମାନସିକ ଅବସାଦ ଲାଗି କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ । ଜମିଜମା, ଯାନବାହନ, ବାଣିଜ୍ୟ, ବ୍ୟବସାୟ ସମସ୍ୟା ଜଟିଳ ରହିବ । ଅବଶ୍ୟ ଅର୍ଥସଙ୍କଟ ଦୂରୀଭୂତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ ।

Tags: horoscoperashifal
ShareTweetShareSend
Sanchar Live

Sanchar Live

Next Post
ଆସନ୍ତା ୩ ଦିନ ଘନ କୁହୁଡ଼ି କରିବ କଲବଲ

ଆସନ୍ତା ୩ ଦିନ ଘନ କୁହୁଡ଼ି କରିବ କଲବଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.