Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶିଫଳ

Sanchar Live by Sanchar Live
March 27, 2025
in ଜୀବନ ଶୈଳୀ
0
ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ
0
SHARES
103
VIEWS
FacebookTwitter

ମେଷ : କର୍ମକ୍ଷେତ୍ରରେ ଉପୁଜିଥିବା ଅପ୍ରୀତିକର ପରିସ୍ଥିତିକୁ ସଜାଡ଼ି ନେବେ । ମୁହଁ ସାମ୍ନାରେ ଭଲ କହୁଥିବା ସମ୍ପର୍କୀୟ ପଛରେ ବିଭିନ୍ନ କଥା କହିବେ । ସାମନ୍ୟ ଚେଷ୍ଟା ଦ୍ୱାରା ଗତକାଲିଠାରୁ ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇପାରିବେ ।

ବୃଷ : ଅଭାବରେ ପଡ଼ି ମାନସିକ ସନ୍ତୁଳନ ହରାଇପାରନ୍ତି । ଅଫିସରେ କୌଣସି କାମ ଠିକ୍‌ ସମୟରେ କରି ପାରିବେ ନାହିଁ । ଆଜି ଶରୀରରେ ଅସୁସ୍ଥତା ଦେଖାଦେଇପାରେ ।

ମିଥୁନ : ଅଭିମାନକୁ ନିୟନ୍ତ୍ରଣରେ ନ ରଖିବା କାରଣରୁ କଳହର ଆଶଙ୍କା ସୃଷ୍ଟି ହେବ । ନିର୍ମାଣ, ବାଣିଜ୍ୟ, ବ୍ୟବସାୟ ପ୍ରଭୃତିରେ ସଫଳତା ପାଇବେ । । ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ।

କର୍କଟ : ମନ କଥା ମନରେ ରଖି ବନ୍ଧୁଙ୍କ ନିକଟରେ ସଫେଇ ଦେବାକୁ ପଡିପାରେ । ପରକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅଶାନ୍ତି ବଢ଼ିବାରେ ସୂଚନା ରହିଛି ।

ସିଂହ : ଆଜିର ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ । ସାଙ୍ଗମାନଙ୍କ ସହ ଦୂର ଯାତ୍ରା କରିପାରନ୍ତି । କିଛି ଭଲ ଖାଦ୍ୟ ଖାଇବାକୁ ମିଳିବ । ପିତାମାତାଙ୍କ ଆର୍ଶିବାଦରୁ ଆପଣ ବହୁତ ଆଗକୁ ବଢ଼ିବେ ।

କନ୍ୟା : ଆପଣଙ୍କ ଅର୍ଥନୈତିକ ପ୍ରଗତି ହେବ । କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ । ଦିନଟି ଭଲରେ କଟିବ ।

ତୁଳା : ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ । ଆକସ୍ମିକ ଭାବରେ ଆସି ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିପାରେ । ବନ୍ଧୁଙ୍କୁ କେନ୍ଦ୍ରକରି ଭୁଲ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ ।

ବିଛା : ଯେଉଁ କାମ ଦୀର୍ଘଦିନ ହେଲା ହୋଇ ପାରି ନଥିଲା ଆଜି ତାହା ସମ୍ପନ୍ନ ହେବ । ଅର୍ଥ ସମ୍ପର୍କରେ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳ ହେବେ । ନିଜ ପରିବାରର ସଦସ୍ୟମାନଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ ।

ଧନୁ : କୌଣସି ପରିଚିତ ବ୍ୟଙ୍କିଙ୍କ କାର୍ଯ୍ୟକଳାପ ଦୁଶ୍ଚିନ୍ତାର କାରଣ ହେବ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ କରିପାରିବେ । ଆଜିର ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।

ମକର : ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ମାନସିକ ଆଶ୍ୱସ୍ତି ଲାଭ କରିବେ । କୌଣସି ଖବର ପାଇ ବହୁତ୍‌ ଖୁସି ରହିବେ । ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ ଧ୍ୟାନ ଦିଅନ୍ତୁ ।

କୁମ୍ଭ : ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ହଠାତ୍‌ କଳହ ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରସ୍ଥ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । ଦିନଟି ଭଲରେ କଟିବ ।

ମୀନ : ଶତ୍ରୁତାର ଅବସାନ ଘଟିବ । ପ୍ରତ୍ୟେକ କାର୍ଯ୍ୟକୁ ସଫଳତାର ସହ ସାଧନକରି ଆଶ୍ୱସ୍ତି ଲଭିବେ । ପରିବାରରେ ସମସ୍ୟା ଲାଗି ରହିବ । ଧାର କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର

ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.