Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?

Sanchar Live by Sanchar Live
October 29, 2024
in ଜୀବନ ଶୈଳୀ
0
ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
28
VIEWS
FacebookTwitter

ମେଷ: କଥା କଥାରେ ଆପଣଙ୍କୁ କ୍ରୋଧ ଆସିପାରେ। ଅନ୍ୟମାନଙ୍କ କଥାରେ ଦଖଲ ଦିଅନ୍ତୁ ନାହିଁ। ଆର୍ଥିକ ବିଷୟରେ ଆପଣଙ୍କୁ ଲାଭ ହେବ। ପ୍ରେମୀ ଯୁଗଳଙ୍କ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ। ‌

ବୃଷ: ନିଜର ବ୍ୟବହାର ମାର୍ଜିତ କରିବାକୁ ଚେଷ୍ଟା କରିବେ। ଓକିଲ କୌଣସି ପୁରୁଣା ମକଦ୍ଦମା ଉପରେ ମନ ନିବେଶ କରିବେ। ନୂଆ ଲୋକଙ୍କ ସଂପର୍କରୁ ଲାଭ ପାଇବେ। ପ୍ରେମ ଜୀବନ ମଧୁର ହେବ। ‌

ମିଥୁନ: ବ୍ୟକ୍ତିଗତ ଜୀବନରେ ଦାୟିତ୍ବ ବଢ଼ିପାରେ। କାରବାରରେ ଲାଗି ରହିଥିବା ବାଧା ଦୂର ହେବ। ଘରକୁ କୌଣସି ବନ୍ଧୁ ଆସିବେ। ବିଦେଶ ଯିବାର ଆଶା ପୂରଣ ହୋଇପାରେ। ‌

କର୍କଟ: ବେଶୀ ଲାଭ ପାଇଁ ଅଧିକ ମନୋଯୋଗରେ କାମ କରିବେ। ଆପଣଙ୍କ କାମରେ ଜୀବନସାଥୀ ଖୁସି ରହିବେ। ଚାକିରିଆଙ୍କ ଲାଗି ଦିନଟି ଭଲ। ପାରିବାରିକ ଜୀବନ ସୁଖକର ହେବ। ‌

ସିଂହ: ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ନୂଆ କଥା କିଛି ଜାଣି ପାରିବେ। ମାଗଣାରେ କାହାରିକୁ ପରାମର୍ଶ ଦିଅନ୍ତୁ ନାହିଁ। ବୈବାହିକ ସମ୍ବନ୍ଧରେ ଉତ୍ସାହ ରହିବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିପାରେ।‌

କନ୍ୟା: ଆପଣଙ୍କ ଭିତରେ ସକାରାତ୍ମକତା ଆସିବ। ସାମାଜିକ କାର୍ଯ୍ୟରେ ସହଯୋଗ ଦେବେ। ମନରେ ଘୂରି ବୁଲୁଥିବା ଯୋଜନାର ଲାଭ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।

ତୁଳା: ସାମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ, ଆପଣଙ୍କର ପ୍ରସିଦ୍ଧି ବଢ଼ିବ। କୋର୍ଟ କଚେରି ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି। ପରିବାରରେ ଅଧିକ ଦାୟିତ୍ବ ତୁଲାଇବାକୁ ପଡ଼ିପାରେ।

ବିଛା: ଜୀବନ ଭଲ ଢ଼ଙ୍ଗରେ ଜିଇଁବା ପାଇଁ ପ୍ରୟାସ କରିବେ। ଅନ୍ୟମାନଙ୍କ ଆଗରେ ନିଜର କଥା ଭଲଭାବେ ରଖି ପାରିବେ। ବେପାରୀଙ୍କୁ ନୂଆ ସଫଳତା ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖକର ହେବ।

ଧନୁ: ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ କଥାକୁ ମନଦେଇ ଶୁଣିବେ। ମନ ଚାହୁଁଥିବା କାମରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ଭଲ ପରିଣାମ ପାଇବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।

ମକର: ଆପଣଙ୍କର ଧ୍ୟାନ ଧର୍ମକାର୍ଯ୍ୟରେ ଲଗାନ୍ତୁ। କାମରେ ସକାରାତ୍ମକ ଫଳ ପାଇବେ। ‌ସୋସିଆଲ୍ ମିଡ଼ିଆରେ ବନ୍ଧୁ ସଂଖ୍ୟା ବଢ଼ିବେ। ପାରିବାରିକ ସୁଖ ବୃଦ୍ଧି ହେବ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।

କୁମ୍ଭ: ନୂଆ କାମ କରିବା ଲାଗି ନୂଆ ନିୟମ ଉପରେ ବିଚାର କରିବେ। ଅଫିସରେ ଆପଣଙ୍କୁ ବଡ଼ ଦାୟିତ୍ବ ମିଳିପାରେ। ପ୍ରେମ ଜୀବନ ଭଲ ରହିବ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ଚାକିରିରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ଧାର ଦେଇଥିବା ପଇସା ପାଇବେ। ରାଜନୀତିରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ରହିବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କେଉଁ ସହରରେ କେତେ ଟଙ୍କା ରହିଛି ସୁନା ଦାମ

ଆଜି ଧନତେରାସ, ଜାଣନ୍ତୁ କଣ ରହିଛି ସୁନା ଦାମ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.