Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଦିନଟି କାହା ପାଇଁ କେମିତି ?

Sanchar Live by Sanchar Live
March 3, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି କାହା ପାଇଁ କେମିତି ?
0
SHARES
95
VIEWS
FacebookTwitter

ମେଷ : ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ । ବିବାଦୀୟ ଘଟଣାରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ । ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଂଶସିତ ହେବେ ।

ବୃଷ : ସର୍ତକରେ କାମ ନ କଲେ ପରେ ଅନୁତାପ କରିବାକୁ ପଡିପାରେ । ପିଲାଙ୍କ କଳହକୁ କେନ୍ଦ୍ର କରି ଓ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଆର୍ଥିକ ସ୍ଥିତି ଉନ୍ନତ ନ ହେଲେ ମଧ୍ୟ ଦୈନନ୍ଦିନ ଆବଶ୍ୟକତା ପୂରଣରେ ଅସୁବିଧା ରହିବ ନାହିଁ ।

ମିଥୁନ : ଆପଣ ଆଜି ବୃତ୍ତି, ବାଣିଜ୍ୟ, କଳା, ସାହିତ୍ୟ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ । ମନର ଅକୁହା କଥାକୁ ଅନ୍ତରଙ୍ଗ ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାରେ ପଛେଇଯିବେ ।

କର୍କଟ : ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ଅସ୍ଥିର ମନର କ୍ରୋଧ ସକାଶରୁ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ ।

ସିଂହ : ବିବାଦୀୟ ପରିସ୍ଥିତିରେ ପକ୍ଷଭୂକ୍ତ ହୋଇ ମଧ୍ୟସ୍ଥତା କଲେ ସମାଲୋଚିତ ହେବେ । ଟେନସନ୍ ଜନିତ ମାନସିକ ଓ ଶାରୀରିକ ସ୍ୱାସ୍ଥ୍ୟ ସକାଶେ ପ୍ରତିକୂଳ ପ୍ରଭାବ ପକାଇପାରେ ।

କନ୍ୟା : ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାର୍ଯ୍ୟ କରିପାରନ୍ତି । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କଲେ ମଧ୍ୟ ଜିତପଟ ଆପଣଙ୍କର ହେବ । ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପ ନାପସନ୍ଦ କରିପାରନ୍ତି ।

ତୁଳା : ବିଳମ୍ବରେ ଲକ୍ଷ୍ୟସ୍ଥଳକୁ ଯାତ୍ରା କରିସ୍ଥିତିକୁ ଓଲଟ ପାଲଟ କରିଦେଇପାରେ । ସମସ୍ତ କାମ ଠିକରେ ଚାଲିବ, ତେବେ ଆପଣ ଶର୍ତକତା ସହ କାର୍ଯ୍ୟ କରନ୍ତୁ । ସ୍ୱାସ୍ଥ୍ୟ କ୍ଷେତ୍ରରେ ଧ୍ୟାନ ରଖନ୍ତୁ ।

ବିଛା : କର୍ମକ୍ଷେତ୍ରରେ କିମ୍ବା ପାରିବାରିକ ସ୍ତରରେ ଯାହା ଆଶଙ୍କା କରୁଛନ୍ତି, ସେମିତି କିଛି ହେବ ନାର୍ହି । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିପାରେ ।

ଧନୁ : ବନ୍ଧୁମାନଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍ ଉପଭୋଗ୍ୟ ହୋଇପାରେ । ସଭାସମିତିରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଆଜି କିଛି ଭଲ ଖବର ପାଇବେ ।

ମକର : ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ଖୁସି ରହିବେ । ପ୍ରତିଯୋଗିତା, ପ୍ରତିଦ୍ବନ୍ଦିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ । ବୟସ୍କ ବ୍ୟକ୍ତିମାନଙ୍କ ନିକଟରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ ।

କୁମ୍ଭ : ପରିବାର ସଦସ୍ୟମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତ ପ୍ରକାଶ କରିପାରନ୍ତି । ସାମୟିକ ଭାବରେ ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି ।

ମୀନ : ନିକଟତମ ବନ୍ଧୁଙ୍କ ସାହାଯ୍ୟରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ମତଭେଦ ଲାଗି ରହିବ କାରଣରୁ ପରିବାରରେ ଛୋଟ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ରାଜ୍ଯରେ ଏବେଠୁ ଡରାଇଲାଣି ଖରା

ରାଜ୍ଯରେ ଏବେଠୁ ଡରାଇଲାଣି ଖରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.