Sunday, March 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ସକାଳୁ ସକାଳୁ ଜାଣନ୍ତୁ କେମିତି କଟିବ ଆଜି ?

Sanchar Live by Sanchar Live
April 3, 2025
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
0
SHARES
86
VIEWS
FacebookTwitter

ମେଷ : କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ବ୍ୟବସାୟ,ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବେ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି ।

ବୃଷ : କଠିନଶ୍ରମଜନିତ ସ୍ବାସ୍ଥ୍ୟହାନି ଯୋଗୁ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ବନ୍ଧୁରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ । ନୂତନ କର୍ମାରମ୍ଭରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ ।

ମିଥୁନ : କର୍ମକ୍ଷେତ୍ରରେ କଠିନ ସମସ୍ୟାର ସମାଧାନ ହୋଇଯିବ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ । ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି । ବନ୍ଧୁଙ୍କ ସହ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ।

କର୍କଟ : କର୍ମକ୍ଷେତ୍ରରେ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି । ତଥାପି ଅନୁକୂଳ ପରିବେଶ ସୃଷ୍ଟି ହେବାରୁ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ । ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ବହୁପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି ।

ସିଂହ : କୌଣସି ନୂତନ କାର୍ଯ୍ୟରେ ହାତଦେଇ ସଫଳତା ପାଇବେ । ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । କର୍ମକ୍ଷେତ୍ରରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ ।

କନ୍ୟା : ଆଜିର ଯାତ୍ରା କୌଣସି କାରଣରୁ ସ୍ଥଗିତ ରହିଯାଇପାରେ । ହଠାତ୍‌ ପୁରାତନ ରୋଗର ପୀଡ଼ା ଅନୁଭବ ହେବାର ଆଶଙ୍କା ରହିଛି । ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ ।

ତୁଳା : ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁମନ୍ତବ୍ୟ ଦେଇପାରନ୍ତି । ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି । ପରିବହନ, ନିର୍ମାଣ, ଆଲୋଚନା, ସଭାସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ବହୁତ ଭଲ ।

ବିଛା : ବନ୍ଧୁମାନଙ୍କ ସହ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ପାରିବାରିକ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ ।

ଧନୁ : ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ । ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ବନ୍ଧୁଙ୍କ ନିକଟରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ପାରିବାରିକ ସ୍ଥିତି ବିଶେଷ ଭଲ ରହି ନ ପାରେ ।

ମକର : ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ।

କୁମ୍ଭ : ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କର୍ମକ୍ଷେତ୍ରରେ ଜଣାଶୁଣା ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ । ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ପିଲାଙ୍କ ଉନ୍ନତିରେ ଖୁସି ଜାହିରର ଅବସର ମିଳିବ ।

ମୀନ : ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ । ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଅପୂରଣୀୟ ଅଭିଳାଶ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ । ସହକର୍ମୀଙ୍କ ସହ ବାଦବିବାଦ କ୍ରମେ ଜଟିଳ ହୋଇପାରେ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ରାତି ସାରା ଚାଲିଲା ବିଧାନସଭା, ବିଶ୍ଵବିଦ୍ୟାଳୟ ବିଲ ନେଇ ଗୃହରେ ହେଲା ସରଗରମ ଆଲୋଚନା: ସକାଳ ୬ଟା ୨୫ରେ ପାରିତ ହେଲା ବିଧେୟକ

ରାତି ସାରା ଚାଲିଲା ବିଧାନସଭା, ବିଶ୍ଵବିଦ୍ୟାଳୟ ବିଲ ନେଇ ଗୃହରେ ହେଲା ସରଗରମ ଆଲୋଚନା: ସକାଳ ୬ଟା ୨୫ରେ ପାରିତ ହେଲା ବିଧେୟକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଉ ରହିବନି ଚିନ୍ତା, ଆସିଲା ଗ୍ୟାସ
  • BJD ରୁ ୬ ବିଧାୟକଙ୍କ ନିଲମ୍ବନ : ଜାଣନ୍ତୁ କିଏ କଣ କହିଲେ?
  • ଖସୁଛି ସୁନା ଦର, ଜାଣନ୍ତୁ ଶେଷ ସପ୍ତାହରେ କେତେ କମିଲା?
  • ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
  • ଜଗା ଦର୍ଶନ ପାଇଁ ଲମ୍ବା ଲାଇନ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.