Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି ?

Sanchar Live by Sanchar Live
September 3, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..
0
SHARES
23
VIEWS
FacebookTwitter

ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। ମାନସମ୍ମାନ ବୃଦ୍ଧି ପାଇବ। କ୍ୟାରିୟରରେ ଉନ୍ନତି କରିବେ।

ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ।

ନିଜ ଲୋକ ଶତ୍ରୁ ସାଜି ପାରନ୍ତି।

ମିଥୁନ: ସୁସମ୍ବାଦ ମିଳିପାରେ। ଧନପ୍ରାପ୍ତି ଯୋଗ ରହିଛି। ମାନସମ୍ମାନ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ।

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଯାତ୍ରାସମୟରେ ସତର୍କତା ଅବଲମ୍ବନ କରିବା ଭଲ।

ସିଂହ: ଅଫିସ୍‌ରେ କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ କଥା ମାନି ଚଳନ୍ତୁ।

କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଥକ୍କାପଣ ଅନୁଭବ କରିପାରନ୍ତି। ସେୟାର ମାର୍କେଟରେ ନିବେଶ କରିବାକୁ ଅନୁକୂଳ ସମୟ।

ତୁଳା: ଘର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳପ୍ରିୟ ହେବେ ।

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।

ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଶତ୍ରୁଠାରୁ ଦୂରେଇ ରୁହନ୍ତୁ।

ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ପେଟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟପାରରେ ଦିନଟି ଭଲରେ ବିତିବ। ସାବଧାନତା ସହିତ କାର୍ଯ୍ୟ କରନ୍ତୁ।

Tags: horoscoprerashifala
ShareTweetShareSend
Sanchar Live

Sanchar Live

Next Post
ଦୁର୍ଘଟଣାଗ୍ରସ୍ତ ହେଲା ବାୟୁସେନାର ମିଗ୍-୨୯ ବିମାନ

ଦୁର୍ଘଟଣାଗ୍ରସ୍ତ ହେଲା ବାୟୁସେନାର ମିଗ୍-୨୯ ବିମାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.