Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ

Sanchar Live by Sanchar Live
October 31, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି ?
0
SHARES
22
VIEWS
FacebookTwitter

ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ନିବେଶ ଲାଗି ଉପଯୁକ୍ତ ସମୟ।

ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ଭୁଲ୍‌ କାମରୁ ଦୂରେଇ ରହିବେ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।

କର୍କଟ: ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍‌ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟଧାରାରେ ପରିବର୍ତ୍ତନ ଆଣିବେ।

କନ୍ୟା: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ବଚନରେ ମଧୁରତା ରକ୍ଷା କରିବେ।

ବିଛା: ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ।

ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ।

ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ। ଭାଇ,ଭଉଣୀଙ୍କ ସହ ହସଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ।

କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଉପଯୁକ୍ତ ନିର୍ଣ୍ଣୟ ନେବେ।

ମୀନ: ମାନସିକ ଶାନ୍ତି ପାଇବେ। ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଏବଂ ଡିଜେଲ ଦର

ଜାଣନ୍ତୁ କେଉଁ ସହରରେ କେତେ ଟଙ୍କା ରହିଛି ପେଟ୍ରୋଲ- ଡିଜେଲ ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.