Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଆଜି ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ରହିଛି ଧନ ବର୍ଷା !

Sanchar Live by Sanchar Live
February 4, 2025
in Uncategorized
0
ଜାଣନ୍ତୁ ଆଜିର ଦିନ ଆପଣଙ୍କ ପାଇଁ କିପରି କଟିବ
0
SHARES
56
VIEWS
FacebookTwitter

ମେଷ : ପ୍ରତି କ୍ଷେତ୍ରରେ ସମସ୍ୟାକୁ ସୁଧାରିନେବା ପାଇଁ କାମ କରିବେ । ଗୃହ ସାଜସଜ୍ଜା କାମର ଚାପ ପ୍ରଭାବରୁ ଟେନ୍‌ସନ ଲାଗିରହିବ । ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ମାନସିକ ଅଶାନ୍ତିର କାରଣ ହୋଇପାରେ । ବିବାଦୀୟ ଘଟଣା ଭିନ୍ନ ରୂପ ଧାରଣ କରିପାରେ । ଆନୁଷ୍ଠାନିକ କାମକୁ ଆମନ୍ତ୍ରିତହୋଇ ଉପଢୌକନ ଓ ସମ୍ମାନ ପାଇପାରନ୍ତି ।

ବୃଷ : ଆଜିର ମାନସିକ ଅସ୍ଥିରତା ମଧ୍ୟରେ ବ୍ୟସ୍ତବିବ୍ରତ କରାଇପାରେ । ଫଳରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇନେବାରେ ଅସୁବିଧା ହେବ । ବିଶେଷ ଗୁରୁତର ନ ହେଲେ ମଧ୍ୟ ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିପାରନ୍ତି । ଆଜି ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ ।

ମିଥୁନ : ଆଜି ଯାହା କରିବା ପାଇଁ ଚିନ୍ତା କରିଛନ୍ତି ସେଥିରେ ଅସୁବିଧା ହେବନାହିଁ । କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ ଯାହାକି ଅସୁସ୍ଥତାର କାରଣ ହୋଇପାରେ । କର୍ମଜଞ୍ଜାଳର ବହୁଳତା କାରଣରୁ ଘରକଥା ବୁଝିବାକୁ ସମୟ ପାଇବେ ନାହିଁ । ବନ୍ଧୁ ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ହେତୁ ଆଶ୍ୱସ୍ତି ଲାଭ କରିବେ ।

କର୍କଟ : ହସଖୁସି ପରିବେଶରେ ବନ୍ଧୁଙ୍କ ସହାନୁଭୂତିର ସୁଯୋଗ ଲାଭକରି ନିଜକୁ ଧନ୍ୟ ମନେକରିବେ । ଯେଉଁ କାମଟିକୁ ଆଜି ଯାଏଁ କରି ପାରୁ ନ ଥିଲେ ଆଜି ତାହା ସୁବିଧାରେ ହୋଇଯିବ । ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ । ଦେବଦର୍ଶନ ସାଙ୍ଗକୁ ନୂତନ ଦର୍ଶନୀୟ ସ୍ଥାନ ପରିଭ୍ରମଣର ସୁଯୋଗ ଜୁଟିବ ।

ସିଂହ : ଦୀର୍ଘଦିନ ହେଲା ଯେଉଁ କାମଟିକୁ ଆରମ୍ଭକରିବାକୁ ମନ ବଳାଇଥିଲେ ଆଜି ତାହା ସମ୍ପନ୍ନ କରିବେ । ଦକ୍ଷତା ଓ ପରୋପକାର ପ୍ରବୃତ୍ତି ଯୋଗୁ ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧିପାଇବ। ରାଜନୀତି, ସଙ୍ଗଠନ, ସାମ୍ବାଦିକତା ଏବଂ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଆଜିର ଯାତ୍ରା ସଫଳ ହେବାରୁ ମନ ଖୁସି ରହିବ ।

କନ୍ୟା : ଆଜି ପରିବାରରେ କିଛି ଅଭାବ ଓ ଅସୁବିଧାକୁ ନେଇ ଆଲୋଚନା ହୋଇପାରେ । ବାଣିଜ୍ୟ ବ୍ୟବସାୟ ପାଇଁ ଦିନଟି ଭଲ, କିନ୍ତୁ ସାମାନ୍ୟ ପ୍ରତିରୋଧ ଆସିବ । ସମ୍ପର୍କୀୟଙ୍କୁ କରଜ ଦେଇଥିବା ଟଙ୍କାକୁ କେନ୍ଦ୍ରକରି ଟଣା ଓଟରା ଲାଗିପାରେ । ଆଜି ପିଲାମାନଙ୍କ ପାଇଁ ଦିନଟି ବହୁତ ଭଲ ହେବାକୁ ଯାଉଛି ।

ତୁଳା : ଦୀର୍ଘଦିନ ଧରି ଲାଗିରହିଥିବା ସ୍ବାସ୍ଥ୍ୟଗତ ସମସ୍ୟା ମନକୁ ଦୁଃଖ କରିବ । ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ମନ ଭଲ ରହିବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ସମସ୍ୟା ବୃଦ୍ଧିପାଇଲେ ମଧ୍ୟ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ।

ବିଛା : ଆଜି ଭୁଲ୍‌ ବୁଝାମଣା କାରଣରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ । ବିବାଦୀୟ ଘଟଣାରେ ନୀରବ ରହିଲେ ସମସ୍ୟା ପ୍ରାୟତଃ ଆଗକୁ ବଢ଼ିପାରିବ ନାହିଁ ।

ଧନୁ : ଭଲ ସମ୍ପର୍କ ନ ଥିବା ଲୋକମାନଙ୍କ ନିକଟରୁ ପ୍ରଶଂସା ଆଶା କରିବା ମୂଲ୍ୟହୀନ ହେବ । ଅନ୍ୟମାନଙ୍କ ଘରୋଇ କଥାରେ କିମ୍ବା କାମରେ ମୁଣ୍ଡ ପୂରାନ୍ତୁ ନାହିଁ । ସଭା ସମିତି, ଆନୁଷ୍ଠାନିକ କାମ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ । ଆପୋସ ମିଳାମିଶା ଓ ସହମତିତା କାରଣରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ ।

ମକର : ନିଜ ଲୋକଙ୍କ ସାହାଯ୍ୟ ସହଯୋଗର ଅଭାବ ଯୋଗୁ ଭାବିଚିନ୍ତି କାମ କରିବା ଭଲ ହେବ । ଅଫିସରଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି । ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ଭ୍ରାତୃ ସମ୍ପର୍କରେ ଅବନତି ଦେଖାଦେଇପାରେ, ମାତ୍ର ଆର୍ଥିକ ସ୍ଥିତି ପୂର୍ବପରି ରହିବ ।

କୁମ୍ଭ : ଗୋଟିଏ ସମସ୍ୟା ଶେଷ ନ ହେଉଣୁ ଅନ୍ୟ ଏକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ, କିନ୍ତୁ କୌଣସି କାମ ଅଟକିବ ନାହିଁ । ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ । ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ ।

ମୀନ : ସବୁ ଭଲ ଥିଲେ ମଧ୍ୟ ପୁଅଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିପାରନ୍ତି । ଆକସ୍ମିକ ଭାବରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୁରୁଣା ବନ୍ଧୁ କିଛି ଖବର ନେଇ ଆସିପାରନ୍ତି । ପୂର୍ବସ୍ଥିରୀକୃତ ନୂଆ ଯୋଜନା କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ । ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ସମାଲୋଚିତ ହେବାକୁ ପଡ଼ିବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.