Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Sanchar Live by Sanchar Live
July 4, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
224
VIEWS
FacebookTwitter

ମେଷ:- କଲେଜରେ ନୂଆ ସାଙ୍ଗ ଗଢ଼ିବା ଯୋଗୁଁ ଭଲ ଉପାୟ ପ୍ରସ୍ତୁତ କରିବେ । ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ । ନିଜ ଲୋକଙ୍କ ପ୍ରତି ଆପଣଙ୍କର ପ୍ରେମ ବଢ଼ିବ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ ।

ବୃଷ:- ଲୋକମାନଙ୍କ ମଧ୍ୟରେ ଆପଣଙ୍କ ବ୍ୟବହାରର ପ୍ରଶଂସା ହେବ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ । ଅଚାନକ ଖୁସି ଖବର ପାଇବେ । ଜମି ସଂପର୍କିୟ କାମ ସଂପୂର୍ଣ୍ଣ ହୋଇଯିବ ।

ମିଥୁନ:- ଦିନଟି ବହୁତ ଶୁଭ ରହିବ । ଆପଣଙ୍କର କୌଣସି କାମରେ ପରିବାର ଲୋକ ସହଯୋଗ କରିବେ । ଦୋକାନଦାରଙ୍କୁ ଆଶାଠୁ ଅଧିକ ଲାଭ ମିଳିବ । ବେକାରିଙ୍କ ଲାଗି ଚାକିରିର ସୁଯୋଗ ରହିଛି ।

କର୍କଟ:- କିଛି ବିଶେଷ କାର୍ଯ୍ୟ କରିବା ଲାଗି ଭଲ ଦିନଟିଏ । କୌଣସି ଖୁସି ଖବର ପାଇବେ । ଜମି ଦଲାଲଙ୍କର କୌଣସି ବଡ଼ ଡ଼ିଲ୍ ଫାଇନାଲ ହୋଇଯିବ । ମାଆ ନିଜର ପିଲାମାନଙ୍କୁ ଶିଷ୍ଟାଚାର ଶିଖାଇବେ ।

ସିଂହ:- ସବୁ ପ୍ରକାର ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବେ । ଆପଣଙ୍କ ପିଲା ବ୍ୟବସାୟରେ ପୂରା ସହଯୋଗ କରିବେ । ସରକାରୀ ଚାକିରିଆ କାମରେ ବ୍ୟସ୍ତ ରହିବେ । ଦାମ୍ପତ୍ୟ ଜୀବନରେ ଖୁସି ଆସିବ ।

କନ୍ୟା:- ନୂଆ କାମରେ ଭାଗ୍ୟର ପୂରା ସହଯୋଗ ପାଇବେ । ଲେଖକ କୌଣସି ନୂଆ ପୁସ୍ତକ ଲେଖି ପାରନ୍ତି । ଅଫିସରେ ତଳିଆ କର୍ମଚାରୀଙ୍କ ସହଯୋଗ ପାଇବେ । ପରିବାରର ଦାୟିତ୍ବ ଭଲଭାବେ ବୁଝିବେ ।

ତୁଳା:- ବ୍ୟବସାୟୀଙ୍କ ଲାଗି ଦିନଟି ଭଲ । ଆୟରେ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତିର ନିକଟତର ଥିଲେ ଅଧିକ ପରିଶ୍ରମ କରିବା ଦରକାର । ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ ।

ବିଛା:- ବ୍ୟବସାୟରେ ଅନୁଭବୀ ବ୍ୟକ୍ତିଙ୍କ ମତ ଆପଣଙ୍କ କାମ କରିବାର ନିୟମ ଶିଖାଇବ । ଶିକ୍ଷକ କୌଣସି ଜରୁରୀ ଆଲୋଚନାରେ ଯୋଗ ଦେବେ । ଜୀବନସାଥୀ ସହ ଭଲ ତାଳମେଳ ରହିବ ।

ଧନୁ:- କାର୍ଯ୍ୟକ୍ଷେତ୍ରରେ ସବୁ କାମ ସହଜରେ ପୂରା ହୋଇଯିବ । ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ । ରାଜନୀତିରେ ସଫଳତା ପାଇବେ । ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ ।

ମକର:- ଭାଗୀଦାରିରେ ବ୍ୟବସାୟ କରିବା ପୂର୍ବରୁ ମୁରବିଙ୍କର ଅନୁମତି ନିଅନ୍ତୁ । ଅଫିସରେ କୌଣସି କଥାକୁ ନେଇ ସହକର୍ମୀଙ୍କ ସହ ତର୍କବିତର୍କ ହୋଇପାରେ । ମନର କୌଣସି କଥା ଜୀବନସାଥୀଙ୍କୁ କହିବେ ।

କୁମ୍ଭ:- ଡ଼ାକ୍ତରଙ୍କ ଲାଗି ଦିନଟି ଶକ୍ତିରେ ପରିପୂର୍ଣ୍ଣ ରହିବ । ସମସ୍ତଙ୍କ ସହିତ ବନ୍ଧୁତାପୂର୍ଣ୍ଣ ବ୍ୟବହାର କରନ୍ତୁ ଆପଣଙ୍କର ସମ୍ମାନ ବଢ଼ିବ । ରାଜନୀତିକ ଲୋକ ନୂଆ କାମ କରିବା ଲାଗି ଉତ୍ସୁକ ହେବେ ।

ମୀନ:- ସମ୍ବନ୍ଧରେ ଲାଗି ରହିଥିବା ଭୁଲ୍ ଧାରଣା ଦୂର ହେବ । ଚାକିରିଜୀବୀଙ୍କ ଲାଗି ଉନ୍ନତିର ନୂଆ ରାସ୍ତା ଖୋଲିବ । କମ୍ ପରିଶ୍ରମରେ ଯଥେଷ୍ଟ ଲାଭ ପାଇବେ । ପାରିବାରିକ ଜୀବନ ସୁଖମୟ ହେବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା

ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.