Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେବ

Sanchar Live by Sanchar Live
February 5, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେବ
0
SHARES
30
VIEWS
FacebookTwitter

ମେଷ : ଆଜି କୌଣସି କାରଣରୁ ଭ୍ରାତୃ ବିବାଦର ଆଶଙ୍କା ଦେଖାଦେବ । କର୍ମ କ୍ଷେତ୍ରରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । କୌଣସି ଘରୋଇ କଥା ଭିତରେ ନିଜର ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ । ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ ।

ବୃଷ : ଆଜି କୌଣସି ନୂଆ କାମ ଆରମ୍ଭ କରିବାକୁ ମନ ବଳାଇବେ । ଦୂରସ୍ଥ ସନ୍ତାନଙ୍କ ସକାଶେ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ । ଅର୍ଥ ସମ୍ପର୍କକୁ ନେଇ ଭାତୃବିବାଦ ଦେଖାଦେବାର ସୂଚନା ରହିଛି । ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ସୃଷ୍ଟ ଅନ୍ତର୍ଦ୍ଦ୍ୱନ୍ଦର ସମାଧାନ ହୋଇଯିବ ।

ମିଥୁନ : ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ସକାଳୁ ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ ନୂତନ ଜିନିଷ କିଣିବାକୁ ମନ ବଳାଇବେ । ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ । କର୍ମକ୍ଷେତ୍ରରେ ବନ୍ଧୁ କାମ ହାସଲ ସକାଶେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିପାରନ୍ତି ।

କର୍କଟ : ସ୍ବାସ୍ଥ୍ୟହାନି ସହ ପାରିବାରିକ ଅଶାନ୍ତିର ସମ୍ମୁଖୀନ ହେବେ । ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିପାରନ୍ତି । ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବାର ସୂଚନା ରହିଛି । ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା ଏବଂ ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି ।

ସିଂହ : ଆଜି ଅର୍ଥନୈତିକ ଅଭିବୃଦ୍ଧି ସହ କୌଣସି କାମ ଅଟକିବ ନାହିଁ । ସବୁ କାମ ଶୃଙ୍ଖଳିତ ରହିବା ସହ ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ଦାୟିତ୍ୱରେ ଅବେହଳା ଓ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି ।

କନ୍ୟା : ଆଜି ଏକାଧିକ ଚିନ୍ତା ଓ ଯୋଜନା ଭିତରେ ମନ ଅସ୍ଥିର ରହିବ । ଭାଇ, ଭଉଣୀ କିମ୍ବା ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ ଭୁଲ୍‌ କାମ କରିପାରନ୍ତି । କାରବାର, ପରିବହନ,ଷ୍ଟେସନାରୀ କିମ୍ବା ଫଳ ଦୋକାନୀ ବିଶେଷ ଭାବେ ଲାଭବାନ ହେବେ ।

ତୁଳା : ଆଜିର ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲ କରିବାରେ ଅସୁବିଧା ହେବ ନାହିଁ । ପରିବହନ, ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶତ୍ରୁମାନେ ପରୋକ୍ଷରେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିବେ । ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି ।

ବିଛା : ଯାହା ଆଜି ପର୍ଯ୍ୟନ୍ତ ପାଉ ନ ଥିଲେ ଆଜି ତାହା ପାଇ ଖୁସି ହେବେ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ବିବାଦ ହୋଇପାରେ । ପାରିବାରିକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡ଼ିବେ । ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ବିତର୍କର ସମ୍ଭାବନା ରହିଛି ।

ଧନୁ : ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ସବୁ କଥାରେ ହଠାତ୍‌ ଆଗଭର ହେଲେ ସାଧାରଣ କଥାରୁ କଳହର ସମ୍ଭାବନା ରହିଛି । ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ପରିବାରରେ ଜିଦ୍‌ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହେବ ।

ମକର : ବନ୍ଧୁ ଓ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି କରିବ । ନୂତନ ସ୍ଥାନ ପରିଦର୍ଶନ, କ୍ରୀଡ଼ା ଓ ମନୋରଞ୍ଜନରେ ନିଜକୁ ମଜ୍ଜାଇ ରଖିବେ । ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ । ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିବ । ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଭଲ ।

କୁମ୍ଭ : ବିଭିନ୍ନ ପ୍ରକାରର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ସାଂସ୍କୃତିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ୍‌ କରି ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ ।

ମୀନ : ସୁସମ୍ପର୍କ ବ୍ୟାହତ ହେବା କାରଣରୁ ମନ ଭଲ ରହି ନ ପାରେ । କ୍ରୀଡ଼ା, ସଙ୍ଗୀତ, ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ମାତ୍ର ଡରିବାର କିଛି କାରଣ ନାହିଁ କହିଲେ ଚଳେ । ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ, ବିଶେଷ ଭାବରେ ଉପକୃତ ହେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ମହାପ୍ରଭୁଙ୍କ ବନକଲାଗି ନୀତି, ଆଜି ୫ ଘଣ୍ଟା ବନ୍ଦ ରହିବ କାଳିଆ ଦର୍ଶନ

ମହାପ୍ରଭୁଙ୍କ ବନକଲାଗି ନୀତି, ଆଜି ୫ ଘଣ୍ଟା ବନ୍ଦ ରହିବ କାଳିଆ ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍
  • ମହାମାୟାଙ୍କ ମହାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
  • ତାମିଲନାଡୁ କରୁର ଦଳାଚକଟା ଘଟଣା : ତାମିଲଗା ଭେଟ୍ରି କାଜାଗମ ଦିଲ୍ଲା ସମ୍ପାଦକ ମାଥେଝଗନ ଗିରଫ
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ବଢ଼ୁଛି ଭିଡ଼, ବଢ଼ିଲାଣି ଟ୍ରାଫିକ୍ ଚିନ୍ତା
  • ଆଜି ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.