Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି କେଉଁ ରାଶି ପାଇଁ କିପରି କଟିବ ଦିନ

Sanchar Live by Sanchar Live
January 6, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କେଉଁ ରାଶି ପାଇଁ କିପରି କଟିବ ଦିନ
0
SHARES
26
VIEWS
FacebookTwitter

ମେଷ : ପରିବାରରେ ବ୍ୟତିକ୍ରମ କାରଣରୁ ଆଶା କରୁଥିବା ଜିନିଷଟି ପାଇପାରିବେ ନାହିଁ । ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିବାରୁ ସୁଯୋଗ ହାତଛଡ଼ା ହେବ । ଗୁରୁ୍‌ତ୍ୱପୂର୍ଣ୍ଣ କାମ ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ।

ବୃଷ : ଆଜି ଯେଉଁ କାମରେ ହାତ ଦେଇଛନ୍ତି, ସେଥିରେ ସଫଳତା ହାସଲ କରିବେ । ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ । ଅଫିସ୍‌ ଯିବା ରାସ୍ତାରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି କରିପାରନ୍ତି । ଖର୍ଚ୍ଚର ସୀମା ଲଙ୍ଘନ କରିଥିବାରୁ ଅର୍ଥାଭାବ ଓ ପରିଶୋଧ ଚିନ୍ତାରେ ବିଚଳିତ ହେବେ ।

ମିଥୁନ : କୌଣସି ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ଦୁଃଖରେ ରହିବେ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଭୁଲ୍‌ ବୁଝାମଣା କାରଣରୁ ପ୍ରକୃତ ଘଟଣା ନ ବୁଝି ବନ୍ଧୁ କ୍ରୋଧ ପ୍ରକାଶ କରିପାରନ୍ତି । ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିପାରେ ।

କର୍କଟ : ମନର ଅସ୍ଥିରତା ହେତୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ସ୍ବାସ୍ଥ୍ୟରେ ଅବହେଳାଜନିତ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଲେ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହେବେନାହିଁ । ପରିବାରରେ ମନକଥା ମନରେ ରଖି ଚଳିବାକୁ ବାଧ୍ୟହେବେ ।

ସିଂହ : ଯେତେ ଚେଷ୍ଟା କଲେ ମଧ୍ୟ ପାରିବାରିକ ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରିପାରିବେ ନାହିଁ । ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ଘଟଣାକୁ ସୁଧାରି ନେବେ । ସାମାଜିକ ସ୍ତରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି ।

କନ୍ୟା : ପରସ୍ପର ବାକ୍ୟ ବିନିମୟ ସାଙ୍ଗକୁ ବ୍ୟୟାଧିକ୍ୟ କାରଣରୁ ଘରେ ତର୍କ ବିତର୍କର ସୂଚନା ରହିଛି । କର୍ମକ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିବେ । ଆଲୋଚନା ଅସମାପ୍ତ ରହିବା ସାଙ୍ଗକୁ ପିଲାଙ୍କ କାମକୁ ନାପସନ୍ଦ କରିପାରନ୍ତି । ଧର୍ମକାମରେ ବ୍ୟସ୍ତ ରହି ଘରର ଆବଶ୍ୟକତାକୁ ଅଣଦେଖା କରିପାରନ୍ତି ।

ତୁଳା : ପାରିବାରିକ କ୍ଷେତ୍ରରେ ଅପୂରଣୀୟ ଆଶା ସାଙ୍ଗକୁ ବିଭିନ୍ନ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍‌ରେ ଅଧସ୍ତନ କର୍ମଚାରୀଙ୍କ କାର୍ଯ୍ୟର ବାରମ୍ବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ । ନିର୍ମାଣ, ଚୁକ୍ତିପତ୍ର, ସାମ୍ବାଦିକତା, ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ଅଦାଲତ ମାମଲା ଅନୁକୂଳ ହେବ ।

ବିଛା : ଅର୍ଥନୈତିକ ଅଭିବୃଦ୍ଧି ମାନସିକ ସ୍ଥିତିକୁ ଋଦ୍ଧିମନ୍ତ କରିବ । ପରିସ୍ଥିତି ବଦଳିଯିବା କାରଣରୁ ମାନସିକ ସ୍ଥିତି ଭଲ ରହିବ । ପ୍ରଶାସନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ଭ୍ରମଣ ଓ କଠିନ ଶ୍ରମ ହେତୁକ ସ୍ବାସ୍ଥ୍ୟହାନି ଘଟିପାରେ ।

ଧନୁ : ସାମର୍ଥ୍ୟ ଅନୁଯାୟୀ କାମ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଥିବା ଅନୁଭବ କରିବେ । ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବଢ଼ିବ । କିନ୍ତୁ ଭଲ ସମ୍ପର୍କ ନଥିବା ସହକର୍ମୀଙ୍କ ଦୌରାମତ୍‌ୟ କର୍ମକ୍ଷେତ୍ରରେ ଅସହ୍ୟ ହୋଇପାରେ । ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବାରୁ ଟେନ୍‌ସନ୍‌ କିଛି ମାତ୍ରାରେ କମିଯିବ ।

ମକର : ବିଭିନ୍ନ ପ୍ରତିବନ୍ଧକଜନିତ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ । ସଦାବେଳେ ପ୍ରିୟ ବ୍ୟକ୍ତିଙ୍କ ଉପରେ ଅଯଥା ବିରକ୍ତ ହେଲେ ନିଜେ କ୍ଷତିରେ ପଡ଼ିବେ । ଖର୍ଚ୍ଚଭାର ବଢ଼ିବା ଯୋଗୁ ଚିନ୍ତାପ୍ରକଟ କରିବେ । କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ଦିଗକୁ ମୁହାଁଇପାରନ୍ତି ।

କୁମ୍ଭ : ପରିସ୍ଥିତି ପ୍ରତି ଲକ୍ଷ୍ୟ ରଖି କାମ କରି ଚାଲିଲେ କୌଣସି ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରି ମାନସିକ ଅସନ୍ତୋଷ ବୃଦ୍ଧିର କାରଣ ହେବ । ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ମୀନ : ସାଧାରଣ ଘଟଣାକୁ କେନ୍ଦ୍ରକରି ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି । ଅସୁସ୍ଥତା ଲାଗି ରହିଲେ ମଧ୍ୟ ଅନ୍ୟମାନଙ୍କ ସାହାଯ୍ୟରେ କାମ ସମ୍ପାଦନ କରିପାରିବେ । ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ବନ୍ଧୁଙ୍କ ଫେରିବାରେ ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ପୁଣି ବଢ଼ିଲା ଆଳୁ ଦର, ଚିନ୍ତାରେ ଖାଉଟି

ପୁଣି ବଢ଼ିଲା ଆଳୁ ଦର, ଚିନ୍ତାରେ ଖାଉଟି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.