Monday, March 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
April 6, 2025
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
0
SHARES
43
VIEWS
FacebookTwitter

ମେଷ : ଆଜି ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧରେ ଯାତ୍ରା କରିବାକୁ ବାଧ୍ୟ ହେବେ । ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ ।

ବୃଷ : ଅସମ୍ପୂର୍ଣ୍ଣ କାମକୁ ପୁରା କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହୁଥିବାରୁ ଟେନସନ୍‌ କମିବା ସକାଶେ ଚେଷ୍ଟା କରିବେ ।

ମିଥୁନ : ଆର୍ଥିକ ଅନଟନ କ୍ରମଶଃ ଦୂରେଇଯିବ । ସାମାଜିକ ସ୍ତରରେ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଅବଶ୍ୟ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

କର୍କଟ : ମନ ଖୁସି ହେଲା ଭଳି କୌଣସି ଖବର ଅସମର୍ଥିତ ସୂତ୍ରରୁ ପାଇବେ । ରବିଙ୍କ ଦୁର୍ବଳତା କାରଣରୁ ଆର୍ଥିକ ସ୍ଥିତିରେ ଅବନତି ଘଟିପାରେ । କିନ୍ତୁ ଆରଦ୍ରା ନକ୍ଷତ୍ରର ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କର ମନଗଢା କଥା ଶୁଣି ବ୍ୟସ୍ତତା ଅନୁଭବ କରିବେ ।

ସିଂହ : ଆକସ୍ମିକ ଭାବରେ ଖୋଜୁଥିବା ଜିନିଷ କିମ୍ବା ଧନ ଓ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ । କଠୋର ପରିଶ୍ରମ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେଇପାରେ । ପରିସ୍ଥିତି ପ୍ରତି ଦୃଷ୍ଟି ରଖି ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ ।

କନ୍ୟା : ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ନିଜ ପରିସରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବାକୁ ମନ ବଳାଇବେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି ।

ତୁଳା : ଦୀର୍ଘ ଦିନର ଆଶା ପୂରଣ ହେବା ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଦେଖା ଦେବ । ଉଚ୍ଚବର୍ଗଙ୍କ ସହାୟତା ପ୍ରାପ୍ତିରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ ।

ବିଛା : ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ । ସଂଘର୍ଷମୟ ସ୍ଥିତିରେ ମଧ୍ୟ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦ ମୁକ୍ତ ହେବେ । ସୁବିଧା ଥାଇ ମଧ୍ୟ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ ।

ଧନୁ : କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପାରିବାରିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ । ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା ଫଳପ୍ରସୂ ହୋଇପାରେ । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ ।

ମକର : କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଅଭାବ ନ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ଲାଭ କରି କାମ ହାସଲ କରିବେ ।

କୁମ୍ଭ : ସମୟରେ ସବୁ କିଛି ଠିକ୍‌ ହୋଇଯିବ ।

ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ଅବଶ୍ୟ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ।

ମୀନ : ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିବ । ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ । ପିଲାଙ୍କ ପଢ଼ାକୁ ନେଇ ଚିନ୍ତା ବଢ଼ିବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ପବିତ୍ର ଶ୍ରୀରାମ ନବମୀ

ଆଜି ପବିତ୍ର ଶ୍ରୀରାମ ନବମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା
  • ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ
  • ଆଜି ଏହି ରାଶିକୁ ମିଳିବ ଖୁସି ଖବର
  • ଏହି କାରଣରୁ ବିଜେଡ଼ରୁ ବିଦାହେଲେ ପ୍ରଭାତ ବିଶ୍ୱାଳ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.