Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆପଣଙ୍କ ରାଶିରେ ହେବ ବଡ଼ ପରିବର୍ତ୍ତନ, ଜାଣନ୍ତୁ କେମିତି କଟିବ ଆଜି ?

Sanchar Live by Sanchar Live
November 7, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି ?
0
SHARES
49
VIEWS
FacebookTwitter

ମେଷ: ବ୍ୟବସାୟ ସମ୍ବନ୍ଧରେ ନୂଆ ଲୋକଙ୍କ ସହିତ ମିଶିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। ବରିଷ୍ଠ ନେତା ଆପଣଙ୍କ କାମର ପ୍ରଶଂସା କରିବେ। ପିଲା ଆପଣଙ୍କୁ ଭଲ ଖବର ଦେବେ।

ବୃଷ: ନୂଆ ଲୋକଙ୍କ ସହିତ ଟିକେ ଧୈର୍ଯ୍ୟଧାରଣ କରି ରହିବା ଦରକାର। ନିଜକୁ ସୁସ୍ଥ ରଖିବା ଲାଗି ଯୋଗ କରନ୍ତୁ। ଅଧ୍ୟୟନ ପ୍ରତି ଏକାଗ୍ରତାରେ କିଛି କମି ଆସିପାରେ। ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆସିପାରେ।

ମିଥୁନ: ଆପଣଙ୍କର ଇଚ୍ଛା କୌଣସି ନୂଆ କାମ ପ୍ରତି ହୋଇପାରେ। ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡ଼ି ପାରନ୍ତି। ପ୍ରେମୀ ଯୁଗଳ କୌଣସି ଭଲ ଜାଗାକୁ ବୁଲି ଯିବେ। ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ।

କର୍କଟ: ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ବାପା ମାଆଙ୍କ ସହିତ ବଢ଼ିଆ ସମ୍ବନ୍ଧ ସ୍ଥାପିତ ହେବ। ମନୋରଂଜନ ପାଇଁ ବାହାରକୁ ଭ୍ରମଣରେ ଯାଇପାରନ୍ତି। ଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।

ସିଂହ: ସରକାରୀ କାମରେ କୌଣସି ବଡ଼ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ପିଲାଙ୍କ ପ୍ରତି ଆପଣଙ୍କ ସ୍ବଭାବ ନରମ ରହିବ। ଆପଣଙ୍କୁ ବ୍ୟବସାୟରେ ନୂଆ ଅର୍ଡ଼ର ମିଳିବ। ପ୍ରେମ ଜୀବନ ସୁଖଦ ହେବ।

କନ୍ୟା: ଆପଣଙ୍କୁ କିଛି କାମରେ ସଫଳତା ମିଳିପାରେ। ଅଜଣା ଲୋକଙ୍କ ଉପରେ ଭରସା କରନ୍ତୁ ନାହିଁ। କୌଣସି ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିପାରନ୍ତି। ବନ୍ଧୁ ସହିତ ସମ୍ବନ୍ଧ ଆହୁରି ମଜଭୁତ ହେବ।

ତୁଳା: ନକାରାତ୍ମକ ଚିନ୍ତା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ। ବ୍ୟବସାୟ କାମରେ ଅନ୍ୟ ସହରକୁ ଯିବେ। କୌଣସି କାମରେ ଭାଇ ଭଉଣୀର ସହଯୋଗ ପାଇବେ। କୌଣସି ବିଶେଷ ଜାଗାରେ ଆପଣଙ୍କର ପ୍ରଶଂସା ହେବ।

ବିଛା: ସମାଜରେ ଆପଣଙ୍କର ସମ୍ମାନ ଓ ପ୍ରଭାବ ବଢ଼ିବ। ଅର୍ଡ଼ର ସପ୍ଲାଇଙ୍କୁ ଭଲ ଗ୍ରାହକ ମିଳିବାର ସମ୍ଭାବନା। ପଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ସାକ୍ଷାତ ହୋଇପାରେ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ।

ଧନୁ: ବାପା ମାଆଙ୍କ ସହିତ କୌଣସି ଧର୍ମାନୁଷ୍ଠାନକୁ ଯିବେ। ଭଲ ଖବର ପାଇବେ। ଶିକ୍ଷା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ଅବସର ମିଳିବ। କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ

ମକର: ଜୀବନସାଥୀ ସହିତ ସମ୍ବନ୍ଧ ମଧୁର ହେବ। ଟ୍ରାଭେଲ ଏଜେନ୍ସି କ୍ଷେତ୍ରରେ ଲୋକଙ୍କର ଆୟ ଭଲ ହେବ। ଆପଣଙ୍କର ଦୀର୍ଘ ଦିନର ଅଟକିଥିବା କାମ ସଂପୂର୍ଣ୍ଣ ହୋଇଯିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।

କୁମ୍ଭ: ପ୍ରତିଷ୍ଠାରେ ବୃଦ୍ଧି ଆଣିବା ଲାଗି ମଉକା ପାଇବେ। କ୍ରିକେଟ ଖେଳାଳୀଙ୍କ ଲାଗି ଦିନଟି ବହୁତ ଭଲ ରହିବ। ଜୀବନସାଥୀ ସହିତ ତାଳମେଳ ବଜାୟ ରହିବ। ଘରକୁ କେହି ବନ୍ଧୁ ଆସିବେ।

ମୀନ: ବରିଷ୍ଠ ଅଧିକାରୀଙ୍କ ସହଯୋଗ ପାଇବେ। ଭାଗୀଦାରି ସହିତ ରାତ୍ରିଭୋଜନ ପାଇଁ କାର୍ଯ୍ୟକ୍ରମ ବନାଇବେ। ବେପାରରେ ଉନ୍ନତି ହେବ। ଗାୟକଙ୍କୁ ମଞ୍ଚରେ ପ୍ରଦର୍ଶନ ପାଇଁ ସୁଯୋଗ ମିଳିପାରେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଗୁରୁବାରରେ ଜପ କରନ୍ତୁ ବାବାଙ୍କ ଏହିସବୁ ମନ୍ତ୍ର, ମିଳିବ ସାଇଙ୍କ କୃପା

ଗୁରୁବାରରେ ଜପ କରନ୍ତୁ ବାବାଙ୍କ ଏହିସବୁ ମନ୍ତ୍ର, ମିଳିବ ସାଇଙ୍କ କୃପା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.