Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ

Sanchar Live by Sanchar Live
March 8, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି କାହା ପାଇଁ କେମିତି ?
0
SHARES
51
VIEWS
FacebookTwitter

ମେଷ : ଆପଣ ନିଜ ଚିନ୍ତାଧାରା ଓ ନିଷ୍ପତ୍ତିକୁ ଶେଷ ମୁହୂର୍ତ୍ତରେ ବଦଳାଇ ଦେଇପାରନ୍ତି । ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ସ୍ଥଗିତ କାମକୁ ଅନ୍ୟ ମାଧ୍ୟମରେ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ ।

ବୃଷ : ନୂଆ କାମ ଆରମ୍ଭ କରିବାର ଯୋଜନା କରିବେ । ଯାନବାହନ, ହୋଟେଲ ଶିଳ୍ପ, ଛୋଟ ଦୋକାନବାଡ଼ି କ୍ଷେତ୍ରରୁ ସୁଫଳ ମିଳିବ । ଆନୁଷ୍ଠାନିକ କାମରେ ପ୍ରସ୍ତୁତି ସରିବ ଓ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ନେଇ ସହମତି ଦେଖାଦେଇପାରେ ।

ମିଥୁନ : ଆଜି ସ୍ବାସ୍ଥ୍ୟ ଭଲ ରହି ନ ପାରେ । ଭାଙ୍ଗିଯାଇଥିବା ସମ୍ପର୍କଟି ପୁନଃ ପ୍ରତିଷ୍ଠିତ ହେବା ଫଳରେ ଆଶ୍ୱସ୍ତି ଅନୁଭବ କରିବେ । ବ୍ୟକ୍ତି ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି । ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟିତ ହେବେ ଏବଂ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି ।

କର୍କଟ : ବିଳମ୍ବିତ ସମୟରେ କାର୍ଯ୍ୟ ହାସଲ କରାଇବେ । ଭ୍ରାତୃସମ୍ପର୍କ ଭଲ ରହି ନ ପାରେ । ବନ୍ଧୁଙ୍କ ପରାମର୍ଶକୁ ଯଦି ଗ୍ରହଣ କରିବେ ତେବେ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି । କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାର ସମ୍ଭାବନା ରହିଛି ।

ସିଂହ : ମନ ଖୁସି ହେଲାଭଳି କଥା କହି ଅନ୍ୟମାନଙ୍କର ପ୍ରିୟଭାଜନ ହେବେ । ଶିଳ୍ପ, ବାଣିଜ୍ୟ ଓ ସାମ୍ବାଦିକତାରେ ଖୁସି ରହିବେ । କର୍ମକ୍ଷେତ୍ରରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇଲେ ସମର୍ଥନ ପାଇବେ ନାହିଁ । ବନ୍ଧୁଙ୍କ ଅନୁରୋଧକ୍ରମେ ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ।

କନ୍ୟା : ଆର୍ଥତ୍କ ଉନ୍ନତି ସହିତ କାର୍ଯ୍ୟ ହାସଲରୁ ଖୁସି ରହିବେ । ଅନ୍ୟମାନଙ୍କଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁନାହିଁ । ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ସଙ୍କଟଜନକ ସ୍ଥିତି ଉପୁଜିପାରେ । ଯାହା ବିବାଦୀୟ ଘଟଣା ଥିଲା ଆଜି ଠିକ ହୋଇଯିବ ।

ତୁଳା : ଆଜି ରୋଜଗାରର ନୂଆ ରାସ୍ତା ଖୋଲି ଯିବ । ଅଧିକାଂଶ ସମୟ ଦୂର ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । କାମରେ ଅବହେଳା କରିବା କାରଣରୁ ବନ୍ଧୁଙ୍କ ଉପରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ଉପସ୍ଥିତ ବୁଦ୍ଧି ପ୍ରୟୋଗକରି କାମ ହାସଲ କରିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ ।

ବିଛା : କର୍ମକ୍ଷେତ୍ରରେ କିଛି ନୂତନତ୍ୱ ସମ୍ମାନ୍‌ପ୍ରାପ୍ତିର କାରଣ ହେବ । ସରକାରୀ ସ୍ତର ଅଥବା ବ୍ୟକ୍ତିବିଶେଷଙ୍କ ପାଖରେ ଥିବା ବକେୟା ପାଇପାରିବେ । ଧର୍ମକାର୍ଯ୍ୟରେ ନିୟୋଜିତ ହେଲେ ପ୍ରଶଂସା ପାଇବେ । ସ୍ବାସ୍ଥ୍ୟରେ ଉନ୍ନତି ସାଙ୍ଗକୁ କଳା, ସାହିତ୍ୟ, ସଙ୍ଗୀତ ଓ ସଭାସମିତିରେ ସୁନାମ ମିଳିବ ।

ଧନୁ : କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଯାତ୍ରା କରିବାକୁ ପଡ଼ିପାରେ । ବନ୍ଧୁଙ୍କ ପରାମର୍ଶରେ ଆନୁଷ୍ଠାନିକ କାମରେ ସଫଳତା ଦିଗକୁ ମନ ବଳାଇବେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । ପରିବାରରେ ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ ।

ମକର : ଆଜି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭେଚ୍ଛୁଙ୍କ ଅନୁକମ୍ପା ସବୁ ପ୍ରକାର ଅନୁକୂଳ ପରିବେଶ ସୃଷ୍ଟିରେ ସହାୟକ ହେବ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ, ଯାହାକି ଆପଣଙ୍କ କାମ ସୁଗମରେ ସହାୟ ହେବ । ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିପାରେ ।

କୁମ୍ଭ : ପ୍ରତ୍ୟେକ କାର୍ଯ୍ୟ ସୁଚାରୁରୂପେ ସମ୍ପନ୍ନ କରିବେ । କର୍ମକ୍ଷେତ୍ରରେ ବିଜାତୀୟ ବ୍ୟକ୍ତି ଜଣେ ଅସହଯୋଗ କରିପାରନ୍ତି, ଯଦ୍ଦ୍ବାରା ଆପଣ ରାଗି କିଛି କହିବା ଦ୍ୱରା ସମାଲୋଚିତ ହେବେ । ମାଲିମକଦ୍ଦମାରୁ ଚିନ୍ତାକୁଳ ହୋଇପାରନ୍ତି ମାତ୍ର ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ପରିବାରରେ ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୋଷ ହେବେ ।

ମୀନ : ଆଜି ମିଳିବାକୁ ଥିବା ଜିନିଷ ଠିକ ସମୟରେ ମିଳିନପାରେ । ଆଜି କିଛି ଭଲ ଓ କିଛି ମନ୍ଦ ମଧ୍ୟରେ ସମୟ ଅତିବାହିତ କରିବେ । ବାଣିଜ୍ୟ, ବ୍ୟବସାୟରେ ଶିଥିଳତା ଦେଖାଦେବ ଏବଂ ରପ୍ତାନି ବାଣିଜ୍ୟରେ କ୍ଷତିର ଆଶଙ୍କା ରହିଛି । ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ ଏବଂ ପାରିବାରିକ କ୍ଷେତ୍ରରେ ପ୍ରିୟକଥା କହି ସମସ୍ୟାକୁ ସୁଧାରିନେବେ

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ଆଜି ଅନ୍ତର୍ଜାତୀୟ ମହିଳା ଦିବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.