Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
August 8, 2025
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
0
SHARES
131
VIEWS
FacebookTwitter

ମେଷ:- ଦୀର୍ଘ ଦିନରୁ ଲାଗି ରହିଥିବା ଅଶାନ୍ତି ସମାପ୍ତ ହେବ । ଧାରରୁ ମୁକ୍ତି ପାଇବେ, ଆପଣଙ୍କ ଚିନ୍ତା ଶେଷ ହେବ । ସାମାଜିକ କାର୍ଯ୍ୟରେ ଯୋଡ଼ି ରହିଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ ।

ବୃଷ:- ଏକାଗ୍ର ମନରେ କରିଆସୁଥିବା କାମ ଲାଭଦାୟକ ସାବ୍ୟସ୍ତ ହେବ । କମରୁ କମ୍ ସମୟ ଭିତରେ କାମ ସାରିବାକୁ ଚେଷ୍ଟା କରନ୍ତୁ । ନୂଆ ହାଉସିଙ୍ଗ ପ୍ରୋଜେକ୍ଟ ଲଞ୍ଚ କରିପାରନ୍ତି ।

ମିଥୁନ:- ନୂଆ କୌଶଳ ଶିଖିବାକୁ ବିଚାର କରିପାରନ୍ତି । ବେପାରରେ ଆଶାଠୁ ଅଧିକ ଲାଭ ପାଇବେ । ଘର ଲୋକଙ୍କ ସହିତ ସିନେମା ଦେଖିବାକୁ ଯୋଜନା କରି ପାରନ୍ତି । ଜୀବନସାଥୀ ଠାରୁ ଉପହାର ପାଇବେ ।

କର୍କଟ:- ଅଫିସରେ କାର୍ଯ୍ୟଭାର ବଢ଼ିପାରେ । ଟଙ୍କାପଇସା ମମଲାରେ ଅଣଦେଖା କରନ୍ତୁ ନାହିଁ । କୌଣସି ପାଖ ଲୋକଙ୍କ ଠାରୁ ଲାଭକାରୀ ପରାମର୍ଶ ପାଇବେ । ଶିକ୍ଷାର୍ଥୀଙ୍କ ଲାଗି ଦିନଟି ସାମାନ୍ୟ ରହିବ ।

ସିଂହ:- ପ୍ରତିଟି ଅଶାନ୍ତିର ସମାଧାନ ଆଖି ପିଛୁଳାକେ ବାହାରି ଯିବ । ଆପଣଙ୍କ କାମ ସରଳ ଉପାୟରେ ହେବାକୁ ରହିବ । ସମାଜରେ ନାମ ଉଚ୍ଚା ହେବ । ପାଖ ଲୋକଙ୍କ ଠାରୁ ଉପହାର ପାଇବେ ।

କନ୍ୟା:- ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ । ଘର ଲୋକଙ୍କ ସହିତ ଭଲ ସମୟ ଅତିବାହିତ କରିବେ । କାର୍ଯ୍ୟରେ ରାଜନୀତିକ ସମ୍ବନ୍ଧରୁ ଫାଇଦା ହେବ । ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ କିଛି ନୂଆ ଶିଖିବାକୁ ମିଳିବ।

ତୁଳା:- କତୃପକ୍ଷ ଆପଣଙ୍କୁ ନୂଆ ପ୍ରୋଜେକ୍ଟରେ କାମ କରିବାକୁ କହିବେ । ବ୍ୟବସାୟ ଭଲ ଚାଲିବ । ଶତ୍ରୁଙ୍କୁ ପରାସ୍ତ କରିବେ । ଡ଼ିପ୍ଲମା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରନ୍ତୁ ।

ବିଛା:- ବ୍ୟବସାୟରେ ଭଲ ଲାଭ ହେବ । କୌଣସି ଜରୁରୀ ଅଧିବେଶନରେ ସାମିଲ ହେବେ । ଅସହାୟଙ୍କୁ ସାହାଯ୍ୟ କରି ଖୁସି ଅନୁଭବ କରିବେ । ପାରିବାରିକ ଜୀବନ ସୁଖକର ହେବ ।

ଧନୁ:- ଅଧିକତର ସମୟ ଧାର୍ମିକ ଓ ଆଧ୍ୟାତ୍ମିକ ଗତିବିଧିରେ ବ୍ୟସ୍ତ ରହିବେ । ବେପାରରେ ଆଗକୁ ବଢ଼ିବା ପାଇଁ କିଛି ଏଭଳି ଯୋଜନା ପ୍ରସ୍ତୁତ କରିବେ ଯାହାଦ୍ବାରା ଲାଭ ହି ଲାଭ ହେବ । ଛାତ୍ର କୌଣସି ବିଷୟ ଶାନ୍ତିରେ ବିଚାର କରିବେ ।

ମକର:- ବ୍ୟାଙ୍କରେ କାମ କରୁଥିବା ଲୋକ ନିର୍ଦ୍ଧାରିତ ସମୟ ପୂର୍ବରୁ ନିଜର କାମ ପୂରା କରିଦେବେ । ରାଜନୀତିକ ଲୋକଙ୍କ ସହିତ ଲାଭଦାୟକ ସାକ୍ଷାତ ହେବ । ବନ୍ଧୁ ସହିତ ଫୋନରେ କଥା ହୋଇ ସମୟ ବିତାଇବେ ।

କୁମ୍ଭ:- ପରିବାରରେ ଧାର୍ମିକ କାର୍ଯ୍ୟର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଖେଳକୁଦ କ୍ଷେତ୍ରରେ ବିଦ୍ୟାର୍ଥୀ ଭଲ ମଉକା ପାଇବେ । ଦୀର୍ଘ ସମୟ ସୁସ୍ଥ ରହିବା ଲାଗି ଉଚିତ ଖାଦ୍ୟ ଭୋଜନ କରନ୍ତୁ ।

ମୀନ:- ଆଜି ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ । ପ୍ରତିଟି ଛୋଟ କଥା ଉପରେ ଅଧିକ ନ ଭାବିଲେ ଆପଣଙ୍କ ଜୀବନ ସହଜ ହେବ । ନୂଆ ବ୍ୟବସାୟ ସଉଦା ପାଇଁ ସୁଯୋଗ ପାଇବେ । ଡ଼ାକ୍ତରୀ ଛାତ୍ରୀଙ୍କ ଲାଗି ଦିନଟି ଭଲ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଓଲଟିଲା ଯାତ୍ରୀବାହୀ ବସ

ଓଲଟିଲା ଯାତ୍ରୀବାହୀ ବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆସ୍ଥା ଭୋଟ ଜିତିଲେ ବିଜୟ
  • ମାଡି ଆସୁଛି ବାତ୍ୟା!
  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା
  • ମହଙ୍ଗା ହେଲା ସୁନା ଓ ରୁପା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.