Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେବ

Sanchar Live by Sanchar Live
January 9, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କେଉଁ ରାଶି ପାଇଁ କିପରି କଟିବ ଦିନ
0
SHARES
29
VIEWS
FacebookTwitter

ମେଷ : ଆତ୍ମୀୟଙ୍କୁ ନିଜ ସପକ୍ଷକୁ ନେବା ଦିଗରେ ସମର୍ଥ ହେବେ । ଅଟକିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିବ । ବନ୍ଧୁଙ୍କଠାରୁ ବକେୟା ପାଇବାରେ ବିଳମ୍ବ ଘଟିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି । ନିର୍ମାଣ, ଜମିଜମା, ରପ୍ତାନି ବାଣିଜ୍ୟ ଓ ପରିବହନରେ କ୍ଷତିର ଆଶଙ୍କା ରହିଛି ।

ବୃଷ : ଆଜି ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଫେରି ଆସିବ । କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ । ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବିଫଳତା ଦେଖି ଚିନ୍ତିତ ହୋଇପାରନ୍ତି । ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ ।

ମିଥୁନ : ସହକର୍ମୀଙ୍କ ସହ ଭଲରେ ଦିନ କଟିବ । ବ୍ୟବସାୟ, ଗବେଷଣା, ଅନୁସନ୍ଧାନାଦି କାମରେ ସଫଳତା ପାଇବେ । ସତର୍କତା ଅଭାବରୁ ଅଶ୍ଳେଷା ନକ୍ଷତ୍ରର ଅର୍ଥହାନିର ଆଶଙ୍କା ଦେଖାଦେବ । ସଭାସମିତିରେ ମତପାର୍ଥକ୍ୟଜନିତ କୌଣସି ସିଦ୍ଧାନ୍ତର ନିଷ୍କର୍ଷ ବାହାରି ପାରିବ ନାହିଁ ।

କର୍କଟ : ବିବାଦରେ ପଡ଼ି ମନସ୍ତାପ କରିପାରନ୍ତି । ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ସଙ୍ଗଠନ, ରାଜନୀତି, ପ୍ରଶାସନ, ସାମ୍ବାଦିକତା କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପ୍ରତିଯୋଗିତା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ ।

ସିଂହ : ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଖଳ ଲୋକଙ୍କ ଦ୍ୱାରା କୌଣସି ଗୁଜବ ମନକୁ ଚହଲାଇ ଦେଇପାରେ । କର୍ମକ୍ଷେତ୍ରରେ ଆବଶ୍ୟକୀୟ ସାହାଯ୍ୟ, ସହଯୋଗ ହେତୁ ସମ୍ମାନ ପାଇ ଖୁସି ହେବେ । ବନ୍ଧୁମାନଙ୍କ ଦ୍ୱାରା ପ୍ରୋତ୍ସାହିତ ହୋଇ କୌଣସି ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି ।

କନ୍ୟା : ଯେଉଁ କାମରେ ହାତଦେବେ ସଫଳତା ମିଳିବ । ସାମାଜିକ କ୍ଷେତ୍ରରେ ସତ କଥା କହି ବିବାଦୀୟ ହେବେ । ସାଂସ୍କୃତିକ କାର୍ଯ୍ୟକ୍ରମ, ସାହିତ୍ୟ, କଳା, କ୍ରୀଡ଼ା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ କ୍ରମଶଃ ହ୍ରାସ ପାଇବ ।

ତୁଳା : ମାନସିକ ସ୍ଥିତି ଯାହା ଥାଉନାକାହିଁକି ମିଠାକଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିପାରିବେ । ବିଗତ ଦିନର କୌଣସି ଘଟଣା ସକାଶେ ଅପରାହ୍ନରେ ଟେନସନ୍‌ ବଢ଼ିପାରେ । ମାଲିମକଦ୍ଦମା, ଜମିଜମା କାରବାର, ନିର୍ମାଣ, ମାଙ୍ଗଳିକ କାମ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଆଜି ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି ।

ବିଛା : ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ଜଣେ ବନ୍ଧୁଙ୍କ ଜରିଆରେ ପ୍ରତୀକ୍ଷାର ଅନ୍ତ ଘଟିବ । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ ।

ଧନୁ : ପାରିବାରିକ ସ୍ଥିତି ଭଲ ରହିବ । ସମ୍ପର୍କୀୟଙ୍କ ସହଯୋଗରେ ଦୁଃସାଧ୍ୟ କାମ ସମ୍ପନ୍ନ ହେବ । ସମ୍ପର୍କୀୟଙ୍କୁ ଭଲ ପାଇବାକୁ କେନ୍ଦ୍ର କରି ସମସ୍ୟା ଦେଖାଦେବାର ସୂଚନା ରହିଛି । ସ୍ବାର୍ଥସାଧନର କ୍ଷୀଣ ଆଶାକୁ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ ।

ମକର : ଆପଣ ନକାରାମତ୍କ ଚିନ୍ତାଧାରାରେ ବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ ପରିସ୍ଥିତି ବଦଳିଯିବାର ସୂଚନା ପାଇ ଆଶ୍ୱସ୍ତି ଅନୁଭବ କରିବେ । ନୂତନ ସ୍ଥାନ ଭ୍ରମଣ, ଅର୍ଥ ଓ ସମ୍ମାନ ମିଳିବ, ବ୍ୟବସାୟିକ ଉନ୍ନତି କରିବେ । ବନ୍ଧୁଗହଣରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ ।

କୁମ୍ଭ : ଆପଣଙ୍କ ଭାଷାର କଠୋରତା ଅନ୍ୟକୁ ଆଘାତ ଦେଇପାରେ । ମନ ଯେପରି ଚାହୁଁଛି ଆଜି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ବନ୍ଧୁଙ୍କ ନିକଟରେ ବହୁତ ଦିନ ହେଲା ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ, କିନ୍ତୁ ବିଶେଷ କିଛି ଅସୁବିଧା ହେବନାହିଁ ।

ମୀନ : ଯେତେ ଭଲ କାମ କଲେ ମଧ୍ୟ ନିନ୍ଦୁକ ସମାଲୋଚନାରୁ ରକ୍ଷା ପାଇବେ ନାହିଁ । ଘରର ବରାଦ ଅନୁଯାୟୀ ନୂତନ ଜିନିଷ କ୍ରୟ ପାଇଁ ମନ ବଳାଇବେ । ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ମାଲିମକଦ୍ଦମା ସପକ୍ଷରେ ଯାଇ ନ ପାରେ । ନୂତନ କାର୍ଯ୍ୟାରମ୍ଭ କ୍ଷେତ୍ରରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ପବିତ୍ର ଶାମ୍ବ ଦଶମୀ

ଆଜି ପବିତ୍ର ଶାମ୍ବ ଦଶମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.