Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହି ରାଶି ପାଇଁ ଖୁସି ଖବର

Sanchar Live by Sanchar Live
September 9, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
0
SHARES
105
VIEWS
FacebookTwitter

ମେଷ:-ପ୍ରଭୁଙ୍କ ପ୍ରତି ବିଶ୍ବାସ ବଢ଼ିବ । ନିଜ ଲୋକଙ୍କ ଠାରୁ ସାହାଯ୍ୟ ପାଇବେ। ପାରିବାରିକ ଜୀବନରେ ସୁଖ ଶାନ୍ତି ବଜାୟ ରହିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟ ଭଲ ରହିବ ।

ବୃଷ:- ପୁରୁଣା ମକଦ୍ଦମାରେ ଜୟଲାଭ କରିବେ। ବନ୍ଧୁଙ୍କ ସହିତ ଦୂରଯାତ୍ରା କରିବେ। ବିପରୀତ ପରିସ୍ଥିତିରେ ଧୈର୍ଯ୍ୟଧରି ଶାନ୍ତିରେ କାମ କରନ୍ତୁ ।

ମିଥୁନ:-ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ ରହିବ । କାମରେ ସଫଳ ହେବେ । ବିବାଦ ଠାରୁ ଦୂରରେ ରୁହନ୍ତୁ । ‌

କର୍କଟ:-ଶତ୍ରୁନାଶ ହେବ । ବନ୍ଧୁଙ୍କ ସହାୟତା ମିଳିବ । କିଛି ନୂଆ ଶିଖିବେ। ଧାର୍ମିକ ଗିତିବିଧିରେ ରୁଚି ରହିବ।

ସିଂହ:-ବଡ଼ ନିର୍ଣ୍ଣୟ ନେବା ଲାଗି ଭଲ ଦିନଟିଏ ରହିଛି । ପ୍ରତ୍ୟେକ କାମରେ ସଫଳ ହେବେ । ଜୀବନସାଥୀ ସହିତ ଘର କାମରେ ବ୍ୟସ୍ତ ରହିବେ । କୌଣସି ବ୍ୟବସାୟିକ ସଉଦା ପାଇଁ ସୁଯୋଗ ପାଇବେ।

କନ୍ୟା:-ବ୍ୟବସାୟରେ ଅତିରିକ୍ତ ଆୟର ସାଧନ ସୃଷ୍ଟି ହେବ। ସରକାରୀ ଚାକିରିଆ କାର୍ଯ୍ୟଭାରରେ ସନ୍ତୁଷ୍ଟ ରହିବେ। ଭାଗୀଦାରି ବ୍ୟବସାୟର ଯୋଜନା ଲାଭପ୍ରଦ ହେବ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ।

ତୁଳା:- ନିଜ ଶରୀର ପ୍ରତି ଧ୍ୟାନ ରଖନ୍ତୁ । ଲୋକ ଆପଣଙ୍କ ବ୍ୟବହାରରେ ଖୁସି ରହିବେ। ଆପଣଙ୍କୁ ଆଶାଠୁ ଅଧିକ ଧନଲାଭ ହେବ।

ବିଛା:-ଘର ଲୋକଙ୍କ ସହିତ ଭଲ ସମୟ ଅତିବାହିତ କରିବେ। କୌଣସି ସମସ୍ୟାର ସମାଧାନ ପାଇଁ ଆପଣଙ୍କର ସହଯୋଗ ସକାରାତ୍ମକ ରହିବ। ଜମି ସମ୍ବନ୍ଧୀୟ କାମ ସମାଧାନ ହେବ।

ଧନୁ:- ଯେକୌଣସି ସମସ୍ୟାର ସମାଧାନ ହୋଇଯିବ। ଅଫିସରେ ଆପଣଙ୍କ କାମ ପାଇଁ ପ୍ରଶଂସା ମିଳିବ । ନବ ବିବାହିତ ଦମ୍ପତ୍ତି ତର୍କବିତର୍କ ଠାରୁ ଦୂରରେ ରୁହନ୍ତୁ।

ମକର:-ଅଜଣା ବ୍ୟକ୍ତିଙ୍କ ସହଯୋଗରେ ଆପଣଙ୍କ ମନ ପ୍ରସନ୍ନ ରହିବ। ତରବରିଆରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କଳା ଜଗତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କୁମ୍ଭ:-ରୋଜଗାରର ନୂଆ ଅବସର ପାଇବେ। ଅଫିସ କାମରେ ଦୂରସ୍ଥାନକୁ ଯିବେ। ଉନ୍ନତି ଆପଣଙ୍କ ପାଦସ୍ପର୍ଶ କରିବ। ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରନ୍ତୁ।

ମୀନ:-ପ୍ରଭାବଶାଳୀ ଏବଂ ସମ୍ମାନିତ ବ୍ୟକ୍ତିଙ୍କ ସଂପର୍କ ଆସିବା ଯୋଗୁଁ କିଛି ନୂଆ ଶିଖିବେ। ଉନ୍ନତିର ନୂଆ ରାସ୍ତା ଖୋଲିବ। ଘର ଲୋକଙ୍କ ସହିତ ଧାର୍ମିକ ଆୟୋଜନ କରିବେ। କାହାରି ସହିତ କୁତର୍କ କରନ୍ତୁ ନାହିଁ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.