Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସ୍ତ୍ରୀର ତଣ୍ଟି କାଟିଦେଲା ସ୍ୱାମୀ

Sanchar Live by Sanchar Live
December 21, 2024
in ଅପରାଧ
0
ସ୍ତ୍ରୀର ତଣ୍ଟି କାଟିଦେଲା ସ୍ୱାମୀ

Oplus_0

0
SHARES
21
VIEWS
FacebookTwitter

ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ନୃସଂଶ ସ୍ୱାମୀ । ମୃତ ମହିଳା ଜଣକ ଚନ୍ଦ୍ରକାନ୍ତି ସାହୁ ଏବଂ ହତ୍ୟାକାରୀ ସ୍ୱାମୀ ରାମ ସାହୁ ବୋଲି ଜଣାପଡ଼ିଛି । ହତ୍ୟା କରିବା ପରେ ଘରେ ତାଲା ଦେଇ ସ୍ୱାମୀ କେଉଁଆଡେ ପଳାଇଥିବା ବେଳେ ଏହି ହତ୍ୟାତାଣ୍ଡର କାରଣ ଅସ୍ପଷ୍ଟ ରହିଛି । ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଜେନକେଡା ଗ୍ରାମର କଲୋନୀ ପଡାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ରାତିରେ ଦୁଇ ଜଣ ଶୋଇଥିବା ସମୟରେ ସ୍ବାମୀ ଏହି ଜଘନ୍ୟ କାଣ୍ଡ କରିଛି । ସ୍ତ୍ରୀ ଚନ୍ଦ୍ରକାନ୍ତି ସାହୁ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ଗଳାକାଟି ହତ୍ୟା କଲା ସ୍ବାମୀ ରାମ ସାହୁ । ପରେ ଘରେ ତାଲା ଦେଇ କେଉଁଆଡ଼େ ଚାଲିଯାଇଛି ସ୍ୱାମୀ । ଏହି ଘଟଣା ସମ୍ପର୍କରେ ତାଙ୍କ ପଡ଼ୋଶୀ ପୋଲିସକୁ ଖବର ଦେଇଥିଲେ । ପଡ଼ୋଶୀଙ୍କ ଠାରୁ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି । ଘରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ମୃତଦେହକୁ ଦେଖି ଜଣାପଡୁଛି ଯେ, ଦୁଇ ଦିନ ପୂର୍ବରୁ ଏହି ହତ୍ୟାକାଣ୍ଡ ହୋଇଛି ।

Tags: crimePadmapur
ShareTweetShareSend
Sanchar Live

Sanchar Live

Next Post
ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ସରକାରଙ୍କ ଟାସ୍କ ଫୋର୍ସ

ଆସନ୍ତା ୨୩ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.