Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଚିକେନ ତରକାରୀ ପାଇଁ ସ୍ତ୍ରୀକୁ ମାରିଦେଲା ସ୍ବାମୀ

Sanchar Live by Sanchar Live
February 24, 2025
in ଅପରାଧ
0
ଚିକେନ ତରକାରୀ ପାଇଁ ସ୍ତ୍ରୀକୁ ମାରିଦେଲା ସ୍ବାମୀ
0
SHARES
55
VIEWS
FacebookTwitter

ସଂଚାର ବ୍ୟୁରୋ: ଚିକେନ ତରକାରୀ ପାଇଁ ଚାଲିଗଲା ସ୍ତ୍ରୀର ଜୀବନ । ଚିକେନ ତରକାରୀ ନଦେବାରୁ ସ୍ବାମୀର ଚାପୁଡ଼ାରେ ସ୍ତ୍ରୀ ମୃତ । ଘଟଣାଟି ଘଟିଛି ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଷଢ଼ଙ୍ଗୀ ଧନିଆନାଳି ମୁଣ୍ଡା ସାହିରେ । ସ୍ୱାମୀ ଜେନା ପିଙ୍ଗୁଆର ଏକ ଶକ୍ତ ଚାପୁଡ଼ାରେ ସ୍ତ୍ରୀ କୁନି ପିଙ୍ଗୁଆର ମୃତ୍ୟୁ ଘଟିଛି । ରାତିରେ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଚିକେନ ତରକାରୀକୁ ନେଇ ଝଗଡ଼ା ଲାଗିଥିଲା । ତରକାରୀ ନଦେବାରୁ ସ୍ତ୍ରୀକୁ ଏକ ଶକ୍ତ ଚାପୁଡ଼ା ମାଲିଥଇଲେ ସ୍ବାମି ଜେନା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ଯୁ ହୋଇଥିଲା । ଖବର ପାଇ ଗଁନ୍ଦିଆ ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧା କରି ବ୍ୟବଚ୍ଛେଦ ପାଇଁ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି । ସ୍ଵାମୀ ଜେନା ପିଙ୍ଗୁଆକୁ ଗିରଫ କରିଛି ପୋଲିସ I ଢେଙ୍କାନାଳ ୨୪ ଘଣ୍ଟା ଭିତରେ ଦୁଇ ଦୁଇଟି ହତ୍ୟାକାଣ୍ଡ ଘଟିଛି । ଗତକାଲି ଭିଣୋଇ ଗୁଳିରେ ଶଳା ମୃତ ହୋଇଥିବା ବେଳେ ଏବେ ସ୍ବାମୀର ଚାପୁଡ଼ା ରେ ସ୍ତ୍ରୀର ମୃତ୍ଯୁ ହୋଇଛି ।

Tags: crimedhenkanal
ShareTweetShareSend
Sanchar Live

Sanchar Live

Next Post
କୃଷକଙ୍କ ଖାତାକୁ ଆସିଲା ପିଏମ୍‌ କିଷାନ ଟଙ୍କା

କୃଷକଙ୍କ ଖାତାକୁ ଆସିଲା ପିଏମ୍‌ କିଷାନ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.