Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ପାରିବାରିକ କଳହ ପାଇଁ ଜୀବନ ହାରିଲେ ଦମ୍ପତ୍ତି

Sanchar Live by Sanchar Live
November 21, 2024
in Uncategorized
0
ପାରିବାରିକ କଳହ ପାଇଁ ଜୀବନ ହାରିଲେ ଦମ୍ପତ୍ତି

Oplus_131072

0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ପାରିବାରିକ କଳହର କରୁଣ ପରିଣତି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବୁଡ୍ରୁକିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ବୁଡ୍ରୁକିଆ ମଝିସାହିରେ ସ୍ବାମୀ ସ୍ତ୍ରୀ ଆତ୍ମହତ୍ୟା କରିଥିବା ଘଟଣା ଅଞ୍ଚଳବାସୀଙ୍କୁ ଚକିତ କରିଛି । ଭିନ୍ନ ଭିନ୍ନ ଦୁଇଟି ଘରେ ସ୍ବାମୀ ସ୍ତ୍ରୀ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି । ମୃତ ଦମ୍ପତ୍ତି ପ୍ରମୋଦ ମଲ୍ଲିକ ଓ ପୁଆରି ମଲ୍ଲିକ । ସେପଟେ ଆତ୍ମହତ୍ୟାର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବା ବେଳେ ପାରିବାରିକ କଳହ ଯୋଗୁଁ ଏଭଳି ଘଟଣା ଘଟିଥିବା କୁହାଯାଉଛି । ଅନ୍ୟପଟେ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ଓ ଏକଜୁକୁଟିଭ୍ ମାଜିଷ୍ଟ୍ରେଟ ତଥା ବାଲିଗୁଡ଼ା ତହସିଲଦାର ପହଁଚି ଶବ ଜବତ କରିବା ସହ ବ୍ୟବଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି । ଘଟଣାରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି ପୋଲିସ୍ । ଅନ୍ୟପଟେ ପ୍ରମୋଦ କୌଣସି କାମଧନ୍ଦା ନକରି ଏଣେ ତେଣେ ବୁଲିବା, ମଦ୍ୟପାନ କରିବା ଆଦି ଘଟଣାକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗି ରହୁଥିଲା । ଶେଷରେ ସ୍ତ୍ରୀ ପୁଆରି ର ମୋବାଇଲ୍ ଫୋନ୍ ଟିକୁ ମଧ୍ୟ ବନ୍ଧକ ରଖି କିଛି ଟଙ୍କା ଆଣି ଖର୍ଚ୍ଚ କରିଦେଇଥିଲା ପ୍ରମୋଦ । ଏସବୁ ଘଟଣାକୁ ନେଇ ଗତକାଲି ଦିନ ଦ୍ବିପହରରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହେବା ପରେ ଉଭୟେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି ।

ShareTweetShareSend
Sanchar Live

Sanchar Live

Next Post
ଗ୍ୟାଙ୍ଗଷ୍ଟର୍ ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ ଆମେରିକାରେ ଗିରଫ,

ଗ୍ୟାଙ୍ଗଷ୍ଟର୍ ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ ଆମେରିକାରେ ଗିରଫ,

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.