<div class="post-content"> ରାଜ୍ୟ ସରକାର ଆଜି ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ବିଜ୍ଞପ୍ତି ଅନୁସାରେ ୧୩ ଜଣ ଆଇଏଏସ୍ ଅଧିକାରୀଙ୍କର ବଦଳି ହୋଇଛି। </div>