Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ରାଜ୍ୟସଭା ଯାଇପାରନ୍ତି କମଲ ହାସନ

Sanchar Live by Sanchar Live
May 30, 2025
in ରାଜନୀତି
0
ରାଜ୍ୟସଭା ଯାଇପାରନ୍ତି କମଲ ହାସନ
0
SHARES
19
VIEWS
FacebookTwitter

ଫିଲ୍ମ ସୁପରଷ୍ଟାର୍ କଲମ ହାସନଙ୍କ ରାଜନୈତିକ କ୍ୟାରିୟର ଆଉ ଫିଲ୍ମ କ୍ୟାରିୟର୍ ଭିତରେ ଆକାଶ ପାତାଳର ଫରକ ରହିଛି । ଫିଲ୍ମ ଜଗତରେ ସେ ବେତାଜ ବାଦଶାହ ଭଳି ଖ୍ୟାତି ଅର୍ଜନ କରିଥିବାବେଳେ, ପଲିଟିକାଲ୍ କ୍ୟାରିୟରରେ କିନ୍ତୁ ସେତେଟା ଖାସ୍ ଉପଲବ୍ଧି ହାସଲ କରିପାରିନାହାନ୍ତି । ହେଲେ ଏଭଳି ସମୟରେ ବି, କମଲ ହାସନଙ୍କ ବୁଡ଼ିଯାଉଥିବା ରାଜନୈତିକ କ୍ୟାରିୟରର ଡଙ୍ଗାକୁ, କୁଟା ଖିଅ ଭଳି ସାହା ହୋଇଛନ୍ତି ଡିଏମକେ ନେତା ଏମକେ ଷ୍ଟାଲିନ୍ । ଏମିତି କି କନ୍ନଡ଼ ଭାଷାକୁ ନେଇ ବିବାଦ ଭିତରେ ଫସିଥିଲେ ବି, କମଲ ହାସନଙ୍କୁ ରାଜ୍ୟସଭା ଯିବା ପାଇଁ ବାଟ ଛାଡ଼ିଦେଇଛି ଡିଏମକେ ।

ଆସନ୍ତା ଜୁନ୍ ୧୯ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ହେବାକୁ ଯାଉଛି। ଆଉ ଏହି ନିର୍ବାଚନରେ ତାମିଲନାଡୁରୁ ଖାଲି ହେବାକୁ ଥିବା  ୬ଟି ଆସନ ପାଇଁ ମଧ୍ୟ ଭୋଟ୍ ପଡ଼ିବ । ସଂଖ୍ୟାବଳ ଦୃଷ୍ଟିରୁ ଏଠାରେ ଡିଏମକେ ୪ଟି ସିଟ୍ ଜିତିବା ଏକପ୍ରକାର ପକ୍କା, ହେଲେ ତା’ ପରେ ବି ମେଣ୍ଟ ଧର୍ମ ପାଳନ କରି କମଲ ହାସନଙ୍କ ପାର୍ଟି ଏମଏନଏମ୍ ପାଇଁ ଗୋଟିଏ ସିଟ୍ ଛାଡ଼ିଦେଇଛି ଡିଏମକେ । ତେଣୁ ଏହି ସିଟରୁ କମଲ ହାସନ ରାଜ୍ୟସଭାକୁ ଯିବା ପକ୍କା ବୋଲି ଜଣାପଡୁଛି । ହେଲେ ଡିଏମକେ, କମଲ ହସନଙ୍କୁ ଗୋଟିଏ ରାଜ୍ୟସଭା ସିଟ୍ ଛାଡ଼ିଦେବା ଦଳ ପାଇଁ କେତେ ଲାଭଦାୟକ ହେବ, ତାକୁ ନେଇ ଏବେ ଚର୍ଚ୍ଚା ବଢ଼ିଛି?

ଏହା ପଛର କାରଣ ହେଉଛି, ତାମିଲ-କନ୍ନଡ ଭାଷାକୁ ନେଇ ମନ୍ତବ୍ୟ ଦେବା ଘଟଣାରେ ଏବେ ବିବାଦ ଭିତରେ ଫସିଛନ୍ତି କମଲ ହାସନ । ନିଜ ଫିଲ୍ମ ‘ଠଗ୍ ଲାଇଫ୍’ ରିଲିଜ୍ ସମୟରେ କମଲ ହସନ କହିଥିଲେ, କନ୍ନଡ ଭାଷା ତାମିଲ ଭାଷାରୁ ହିଁ ସୃଷ୍ଟି ହୋଇଛି । ଯାହାକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ଏମିତି କି, ବିଜେପି ଆଉ କଂଗ୍ରେସ ମଧ୍ୟ ଏହି ବୟାନକୁ ନେଇ କମଲ ହାସନଙ୍କୁ ବିରୋଧ କରୁଥିବାବେଳେ, ଡିଏମକେ କିନ୍ତୁ ଏଭଳି ସମୟରେ କମଲ ହାସନଙ୍କୁ ରାଜ୍ୟସଭା ପାଇଁ ବାଟ ଛାଡ଼ିଛି । ତେଣୁ ଚର୍ଚ୍ଚା ହେବା ସ୍ୱାଭାବିକ ଯେ, ଏହା ପଛରେ ଡିଏମକେର ଫାଇଦା କଣ?

Tags: Kamal hasanrajyasabha
ShareTweetShareSend
Sanchar Live

Sanchar Live

Next Post
ପୁଣି ଅଡୁଆରେ ଛନ୍ଦିହେଲେ ନାଣ୍ଡୁ ବାବୁ, ଅଭିନେତ୍ରୀ କହିଲେ…

ପୁଣି ଅଡୁଆରେ ଛନ୍ଦିହେଲେ ନାଣ୍ଡୁ ବାବୁ, ଅଭିନେତ୍ରୀ କହିଲେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.