Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ବର୍ମିଂହାମ ଟେଷ୍ଟରେ ଇଂଲଣ୍ଡକୁ ୩୩୬ ରନରେ ହରାଇଲା ଭାରତ, ଜାଣନ୍ତୁ ବିଜୟ ପଛର ବଡ଼ ରହସ୍ୟ

Sanchar Live by Sanchar Live
July 6, 2025
in କ୍ରୀଡ଼ା
0
ବର୍ମିଂହାମ ଟେଷ୍ଟରେ ଇଂଲଣ୍ଡକୁ ୩୩୬ ରନରେ ହରାଇଲା ଭାରତ, ଜାଣନ୍ତୁ ବିଜୟ ପଛର ବଡ଼ ରହସ୍ୟ
0
SHARES
82
VIEWS
FacebookTwitter

ବର୍ମିଂହାମ ଟେଷ୍ଟରେ ଭାରତ ୩୩୬ ରନରେ ବିଜୟୀ ହୋଇଛି । ୬୦୮ ରନ ଲକ୍ଷ୍ୟ ଜବାବରେ ଇଂଲଣ୍ଡ ୨୭୧ ରନ କରି ଅଲଆଉଟ ହୋଇଯାଇଥିଲା । ଇଂଲଣ୍ଡ ପକ୍ଷରୁ ପ୍ରଥମ ଇନିଂସରେ ଶତକ ଅର୍ଜନ କରିଥିବା ଜେମି ସ୍ମିଥ ସର୍ବାଧକ ୮୮ ରନ କରିଥିଲେ । ସେହିପରି ବ୍ରାଇଡନ କାର୍ସେ ୩୮ ରନ, ବେନ ଷ୍ଟୋକ୍ସ ୩୩ ରନ କରିଥିଲେ । ସେହିପରି ବେନ ଡକେଟ୍ ୨୫ ରନ  ଓ ଓଲିପୋପ ୨୪ ରନ କରିଥିଲେ । ଭାରତ ପକ୍ଷରୁ ଆକାଶ ଦୀପ୍ ଘାତକ ବୋଲିଂ କରି ଇଂଲଣ୍ଡର ୬ ଜଣ ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନ ଫେରାଇଥିଲେ । ସେହିପରି ପ୍ରସିଦ୍ଧ କ୍ରିଷ୍ଣା, ମହମ୍ମଦ ସିରାଜ, ରବୀନ୍ଦ୍ର ଜାଦେଜା ଓ ଓ୍ବାସିଂଟନ ସୁନ୍ଦର ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।
ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିଥିଲା । ଭାରତ ନିଜର ପ୍ରଥମ ଇନିଂସରେ ୫୮୭ ରନ କରିଥିବାବେଳେ ଇଂଲଣ୍ଡ ନିଜର ପ୍ରଥମ ଇନିଂସରେ ୪୦୭ ରନ କରିଥିଲା । ଏହା ପରେ ଭାରତ ନିଜର ୨ୟ ଇନିଂସରେ ଶୁବମନ ଗିଲଙ୍କ ଶତକ ବଳରେ ୪୨୭ ରନ କରିଥିଲା ଓ ଇଂଲଣ୍ଡ ଆଗରେ ୬୦୮ ରନର ଏକ ବିଶାଳ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା ।

Tags: englandindiatest cricket
ShareTweetShareSend
Sanchar Live

Sanchar Live

Next Post
ଥରେ କରି ଦିଅନ୍ତୁ ଏମିତି, ସବୁବେଳେ ଖୁସିରେ ରହିବେ ସ୍ତ୍ରୀ

ଥରେ କରି ଦିଅନ୍ତୁ ଏମିତି, ସବୁବେଳେ ଖୁସିରେ ରହିବେ ସ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.