Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ସମଗ୍ର ଉତ୍ତର ପୂର୍ବାଞ୍ଚଳରେ ବନ୍ୟା ପରିସ୍ଥିତି ଗମ୍ଭୀର

Sanchar Live by Sanchar Live
June 5, 2025
in ଭାରତ
0
ସିକିମରେ ବର୍ଷା ଓ ଭୂସ୍ଖଳନ ଯୋଗୁଁ ହାହାକାର ସ୍ଥିତି
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ସମଗ୍ର ଉତ୍ତର ପୂର୍ବାଞ୍ଚଳରେ ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି । ମୃତ୍ୟୁ ସଂଖ୍ୟା ୪୬କୁ ବୃଦ୍ଧି ପାଇଛି । ଆସାମ, ସିକ୍କିମ, ମଣିପୁର, ଅରୁଣାଚଳ ପ୍ରଦେଶ ସମେତ ବିଭିନ୍ନ ରାଜ୍ୟରେ ତାଣ୍ଡବ ରଚିଛି ବନ୍ୟା । ଆସାମରେ ୧୯ ଜଣ, ଅରୁଣାଚଳ ପ୍ରଦେଶରେ ୧୨ ଜଣ, ମେଘାଳୟରେ ୬ ଜଣ, ମିଜୋରାମରେ ୫ ଜଣ, ତ୍ରିପୁରାରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ବ୍ରହ୍ମପୁତ୍ର, ନିଆମାଟିଘାଟ, ତେଜପୁର ଏବଂ ଧ୍ରୁବିରେ ଜଳସ୍ତର ବିପଦ ସଂକେଦ ଟପିଛି । ମେଘାଳୟ, ତ୍ରିପୁରା, ମଣିପୁରର ସମସ୍ତ ଜିଲ୍ଲା ଓ ଅରୁଣାଞ୍ଚଳ ପ୍ରଦେଶ ଏବଂ ମିଜୋରାମର ଅନେକ ଅଞ୍ଚଳରେ ସ୍ଥିତି ଗମ୍ଭୀର ରହିଛି । ମଣିପୁରରେ ଏବେବି ସ୍ଥିତି ସଙ୍ଗୀନ ରହିଛି । ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି ଲକ୍ଷ ଲକ୍ଷ ବିପନ୍ନ । ବନ୍ୟା ପ୍ରଭାବିତ ଅଞ୍ଚଳରେ ଜରୁରୀ କାଳୀନ ସାମଗ୍ରୀ ଯୋଗାଇ ଦିଆଯାଉଛି । ଗତ ମେ’ ୨୯ରୁ ଜାରି ରହିଥିବା ଜଳ ପ୍ରଳୟରେ ହଜାର ହଜାର ରାସ୍ତା ଧୋଇଯିବା ସହ ଲକ୍ଷାଧିକ ଘର ମାଟିରେ ମିଶିଛି। ଏନଡିଆରଏଫ, ଏସଡିଆରଏଫ ଓ ଅଗ୍ନିଶମ ବାହିନୀ ପକ୍ଷରୁ ସମସ୍ତ ରାଜ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Tags: floodindia
ShareTweetShareSend
Sanchar Live

Sanchar Live

Next Post
ବିଏସ୍‌ଏଫ୍‌ ଯବାନଙ୍କୁ ଅପହରଣ ଅଭିଯୋଗ

ବିଏସ୍‌ଏଫ୍‌ ଯବାନଙ୍କୁ ଅପହରଣ ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.