Wednesday, September 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମିଆଁମାରକୁ ସାହାଯ୍ୟର ହାତ ବଢ଼ାଇଲା ଭାରତ, ପଠାଇଲା ୧୫ ଟନ୍ ରିଲିଫ୍ ସାମଗ୍ରୀ

Sanchar Live by Sanchar Live
March 29, 2025
in ଭାରତ
0
ମିଆଁମାରକୁ ସାହାଯ୍ୟର ହାତ ବଢ଼ାଇଲା ଭାରତ, ପଠାଇଲା ୧୫ ଟନ୍ ରିଲିଫ୍ ସାମଗ୍ରୀ
0
SHARES
24
VIEWS
FacebookTwitter

ମିଆଁମାରକୁ ରିଲିଫ ପଠାଇଲା ଭାରତ ।  ପ୍ରଥମେ ୧୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଛି ଭାରତ । ଭାରତୀୟ ବାୟୁସେନା ବିମାନ C 130 ହିଣ୍ଡନ ବେସ୍ ରୁ ବାହାରିଛି ରିଲିଫ ବିମାନ। ରିଲିଫ ସାମଗ୍ରୀ ଭିତରେ ରହିଛି ଟେଣ୍ଟ, ସ୍ଲିପିଂ ବ୍ୟାଗ୍, ବ୍ଲାଙ୍କେଟ୍, ଖାଦ୍ୟ, ସୋଲାରା ଲ୍ୟାମ୍ପ, ହାଇଜିନ କିଟ୍, ୱାଟର ପିଉରିଫାୟର ଏବଂ ଜେନେରେଟର ଆଦି ରହିଛି ।  ଗୁରୁତ୍ବପୂର୍ଣ୍ଣ ଔଷଧ ମଧ୍ୟ ରିଲିଫ ସାମଗ୍ରୀ ମଧ୍ୟରେ ରହିଛି ।  ମିଆଁମାର କ୍ଷୟକ୍ଷତି ଉପରେ ନଜର ରଖିଛି ଭାରତ ।

ସେହିପରି ଗତକାଲି ମିଆଁମାର ଓ ଥାଇଲାଣ୍ଡରେ ବଡ଼ ଧରଣର ଭୂକମ୍ପ ଯୋଗୁଁ ବ୍ୟାପକ ଧନଜୀବନ କ୍ଷତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ବେଗ ପ୍ରକାଶ କରିବା ସହ ଉଭୟ ରାଷ୍ଟ୍ରକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ ଥିବା ଘୋଷଣା କରିଥିଲେ ।  ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭାରତରେ କର୍ତ୍ତୃପକ୍ଷ ଏ ଦିଗରେ ପ୍ରସ୍ତୁତ ଅଛନ୍ତି ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ସମ୍ପୃକ୍ତ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ମ୍ୟାମାର ଓ ଥାଇଲାଣ୍ଡ୍‌ରେ ଭୂମିକମ୍ପ ପରେ ପରିସ୍ଥିତି ଉପରେ ଭାରତ ଅହରହ ନଜର ରଖିଛି ।  ସମସ୍ତଙ୍କ ସୁରକ୍ଷା ଓ କଲ୍ୟାଣକୁ ପ୍ରାଥମିକତା ଦେଇ ଜରୁରୀ ସହାୟତା ନିମନ୍ତେ ପଦକ୍ଷେପ ଆରମ୍ଭ ହୋଇଯାଇଛି ।

ଅନ୍ୟପଟେ ବ୍ୟାଙ୍କକ ଏବଂ ଥାଇଲାଣ୍ଡର କେତେକ ସ୍ଥାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହେବା ପରେ ଭାରତୀୟ ଦୂତାବାସ’ ଥାଇ କର୍ତ୍ତୃପକ୍ଷଙ୍କ ସହ ସମନ୍ୱୟ ରକ୍ଷା କରି ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି । ବର୍ତ୍ତମାନ ସୁଦ୍ଧା କୌଣସି ଭାରତୀୟ ନାଗରିକଙ୍କ ସହ କୌଣସି ଅପ୍ରୀତିକର ଘଟଣା ଘଟିନାହିଁ । କୌଣସି ଜରୁରୀକାଳୀନ ପରିସ୍ଥିତିରେ ଥାଇଲାଣ୍ଡରେ ଥିବା ଭାରତୀୟ ନାଗରିକଙ୍କୁ ଜରୁରୀକାଳୀନ ନମ୍ବର +୬୬ ୬୧୮୮୧୯୨୧୮ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି ।

Tags: indiaMiamar
ShareTweetShareSend
Sanchar Live

Sanchar Live

Next Post
ତାତିରୁ ନାହିଁ ନିସ୍ତାର, ଆହୁରି ୨ ଦିନ ପ୍ରବଳ ଖରା

ତାତିରୁ ନାହିଁ ନିସ୍ତାର, ଆହୁରି ୨ ଦିନ ପ୍ରବଳ ଖରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.