ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?
ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୧.୦୬ ରହିଛି । ସେହିପରି ଡିଜେଲ (୧ ଲିଟର) ୯୨.୬୪ ରହିଛି।
ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୪୪ ରହିଥିବା ବେଳେ ଡିଜେଲ (୧ ଲିଟର) ୮୯.୯୭ ରହିଛି।
ସେପଟେ ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୦.୭୫ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୭୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୪.୯୫ ରହିଥିବା ବେଳେ ଡିଜେଲ(୧ ଲିଟର) ୯୧.୭୬ ରହିଛି।