Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ପ୍ୟାରିସ ଅଲିମ୍ପିକ୍ସ ସେମିରେ ଭାରତୀୟ ହକି ଦଳ

Sanchar Live by Sanchar Live
August 4, 2024
in କ୍ରୀଡ଼ା
0
ପ୍ୟାରିସ ଅଲିମ୍ପିକ୍ସ ସେମିରେ ଭାରତୀୟ ହକି ଦଳ
0
SHARES
1
VIEWS
FacebookTwitter

ସଂଚାର ବ୍ୟୁରୋ: ହକିରେ ଭାରତ ପାଇଁ ପୁଣି ଏକ ପଦକ ସମ୍ଭାବନା । ପ୍ୟାରିସ ଅଲିମ୍ପିକ୍ସ ସେମିରେ ଭାରତୀୟ ହକି ଦଳ । କ୍ବାର୍ଟରରେ ଗ୍ରେଟ ବ୍ରିଟେନକୁ ହରାଇଲା ଟିମ୍ ଇଣ୍ଡିଆ । ପ୍ଯାନେଲ୍ଟି ସୁଟଆଉଟରେ ୪-୨ ଗୋଲରେ ବିଜୟୀ ହୋଇଛି ଭାରତ । କ୍ବାର୍ଟରରେ ଭାରତ ଓ ଗ୍ରେଟ ବ୍ରିଟେନ ମଧ୍ଯରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା । ନିର୍ଦ୍ଧାରିତ ସମୟରେ ୧-୧ରେ ଡ୍ର ହୋଇଥିଲା ମ୍ଯାଚ୍ । ପରେ ପେନାଲ୍ଟି ସୁଟ ଆଉଟରେ ଶ୍ରୀଜେଶଙ୍କ ଚମତ୍କାର ପ୍ରଦର୍ଶନ ସହ ଭାରତ ବିଜୟୀ ହୋଇଛି । ଏହି ବିଜୟ ସହ ହକିରେ ଭାରତ ପାଇଁ ପୁଣି ଏକ ପଦକ ସମ୍ଭାବନା ସୃଷ୍ଟି ହୋଇଛି । ଟୋକିଓ ଅଲିମ୍ପିକ୍ସରେ ମଧ୍ୟ ଭାରତ ଏବଂ ଗ୍ରେଟ ବ୍ରିଟେନ ମଧ୍ୟରେ କ୍ବାର୍ଟର ଫାଇନାଲ ମୁକାବିଲା ଦେଖିବାକୁ ମିଳିଥିଲା । ଗତଥର ମଧ୍ଯ ଭାରତ ଜିତି ସେମିଫାଇନାଲରେ ପ୍ରବେଶ କରିଥିଲା । ଗତ ଅଲିମ୍ପିକ୍ସରେ ଭାରତ ବ୍ରୋଞ୍ଜ ପଦକ ହାସଲ କରିଥିଲା । ୪୧ ବର୍ଷ ପରେ ଭାରତ ଟୋକିଓ ଅଲିମ୍ପିକ୍ସରେ ଏହି ପଦକ ହାସଲ କରିଥିଲା । ଆସନ୍ତା ୬ ତାରିଖରେ ଭାରତ ସେମିଫାଇନାଲ ମୁକାବିଲା ଖେଳିବ ।

ShareTweetShareSend
Sanchar Live

Sanchar Live

Next Post
ଧରାପଡ଼ିଲା ୫ ସ୍ତ୍ରୀଙ୍କ ରସିକିଆ ସ୍ୱାମୀ

ରସିକିଆ ଠକ ସତ୍ୟଜିତର କଳାକାରନାମା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.