Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଆଜିଠୁ ପୁଣି ଖେଳାଯିବ IPLର ବାକି ମ୍ୟାଚ

Sanchar Live by Sanchar Live
May 17, 2025
in କ୍ରୀଡ଼ା
0
ଆଜିଠୁ ପୁଣି ଖେଳାଯିବ IPLର ବାକି ମ୍ୟାଚ
0
SHARES
8
VIEWS
FacebookTwitter

ଆଜିଠୁ ପୁଣି ବାଜିବ ଆଇପିଏଲ୍‌ ବିଗୁଲ। ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଯୋଗୁ ସପ୍ତାହକ ପାଇଁ ସ୍ଥଗିତ ହୋଇଥିଲା ଆଇପିଏଲ୍‌ଣ ୧୮ତମ ସଂସ୍କରଣ । ଏବେ ପୁଣିଥରେ ଫଟାଫଟ କ୍ରିକେଟ୍‌ର ରୋମାଞ୍ଚ ଫେରିଛି । ଆଜି ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ମ୍ୟାଚ୍ ଖେଳାଯିବ। ଏହି ମୁକାବିଲା କେକେଆର୍‌ ପାଇଁ କର ବା ମର ସ୍ଥିତି ରହିବ । ମ୍ୟାଚ୍ ହାରିଲେ ପ୍ଲେ-ଅଫ୍ ଟିକେଟ୍ କଟିବା ଏକ ପ୍ରକାର ନିଶ୍ଚିତ ହେବ । ଚଳିତ ସିଜନରେ ଜବରଦସ୍ତ ଫର୍ମରେ ଅଛି ଆର୍‌ସିବି । ଦଳ ୮ଟି ମ୍ୟାଚ୍ ଜିତି ୧୬ ପଏଣ୍ଟ ସହ ଦ୍ୱିତୀୟରେ ରହିଛି ।

ସେପଟେ ମ୍ୟାଚ୍‌ରେ ବାଧକ ସାଜିପାରେ ବର୍ଷା । ସ୍ଥାନୀୟ ପାଣିପାଗ ବିଭାଗ ରିପୋର୍ଟ ଅନୁସାରେ, ବେଙ୍ଗାଲୁରୁରେ ୭୦ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ, ପଏଣ୍ଟ ଭାଗ କରିବେ ଦୁଇ ଦଳ । ସଂଶୋଧିତ କାର୍ଯ୍ୟସୂଚୀ ଅନୁସାରେ, ଆଇପିଏଲ୍‌ରେ ବାକି ଥିବା ୧୭ଟି ମ୍ୟାଚ୍ ୬ଟି ଭେନ୍ୟୁରେ ଖେଳାଯିବ। ଏହାରି ଭିତରେ ଦର୍ଶକଙ୍କୁ ଦୁଇଟି ଡବଲ୍ ହେଡର ଅର୍ଥାତ ଗୋଟିଏ ଦିନରେ ଦୁଇଟି ମ୍ୟାଚ ଦେଖିବାକୁ ମିଳିପାରେ । ମେ’ ୮ ତାରିଖରେ ଧର୍ମଶାଳାରେ ପଞ୍ଜାବ କିଙ୍ଗସ୍‌ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମ୍ୟାଚ୍ ଚାଲିଥିଲା ବେଳେ ହଠାତ୍ ଫ୍ଳଡଲାଇଟ୍ ବନ୍ଦ କରିଦିଆଯାଇଥିଲା । ପରେ ମ୍ୟାଚକୁ ଅଧାରୁ ବାତିଲ କରିଦିଆଯାଇଥିଲା ।

Tags: ipl 2025kkr vrs rcb
ShareTweetShareSend
Sanchar Live

Sanchar Live

Next Post
କେଦାରନାଥରେ ଏୟାର ଆମ୍ବୁଲେନ୍ସ ହେଲିକପ୍ଟର ଦୁର୍ଘର୍ଟଣାଗ୍ରସ୍ତ

କେଦାରନାଥରେ ଏୟାର ଆମ୍ବୁଲେନ୍ସ ହେଲିକପ୍ଟର ଦୁର୍ଘର୍ଟଣାଗ୍ରସ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.