Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ସିଫ୍ଟ ହେଲା ଆଇପିଏଲ ମ୍ୟାଚ୍

Sanchar Live by Sanchar Live
May 8, 2025
in କ୍ରୀଡ଼ା
0
ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ସିଫ୍ଟ ହେଲା ଆଇପିଏଲ ମ୍ୟାଚ୍
0
SHARES
103
VIEWS
FacebookTwitter

ଜମ୍ମୁ କଶ୍ମୀର ପହଲଗାମରେ ୨୨ ଏପ୍ରିଲରେ ହୋଇଥିବା ଆତଙ୍କୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ଜୀବନ ଚାଲିଯାଇଥିଲା । ଏହାପରେ ଭାରତର ଅପରେସନ ସିନ୍ଦୂର ପରେ ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛି । ପାକିସ୍ତାନ ସଂଲଗ୍ନ ସୀମାବର୍ତ୍ତୀ ରାଜ୍ୟଗୁଡ଼ିକୁ ହାଇଆଲର୍ଟରେ ରଖାଯାଇଛି । ଏହି ଉତ୍ତେଜନାର ପ୍ରଭାବ ଏବେ ଆଇପିଏଲ୍ ୨୦୨୫ ଉପରେ ପଡ଼ିଛି । ସୁରକ୍ଷା ଦୃଷ୍ଟିକୋଣରୁ ଆଇପିଏଲ୍ ସିଡ୍ୟୁଲରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି ।

ମେ ୧୧ ତାରିଖରେ ପଞ୍ଜାବ କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁକାବିଲା ହେବ । ଏହି ମ୍ୟାଚ୍ ଧର୍ମଶାଳାରେ ଖେଳା ଯିବାର ରହିଥିଲା । ମାତ୍ର ଏବେ ଏଥିରେ ପରିବର୍ତ୍ତନ କରାଯାଇଛି । ମ୍ୟାଚ୍‌କୁ ବିସିସିଆଇ ମୁମ୍ବାଇକୁ ସ୍ଥାନାନ୍ତର କରିଛି । କିନ୍ତୁ ସିଫ୍ଟ ହୋଇଥିବା ମ୍ୟାଚ କେବେ ଖେଳାଯିବ ତାହା ସ୍ପଷ୍ଟ କରିନାହିଁ ବିସିସିଆଇ ।

ସୂଚନାଯୋଗ୍ୟ, ଅପରେସନ ସିନ୍ଦୂର ପରେ ପାକିସ୍ତାନ ସହ ଉତ୍ତେଜନା ବଢିବା କାରଣରୁ ଧର୍ମଶାଳା, ଜମ୍ମୁ ଓ ଚଣ୍ଡିଗଡ଼ ସହିତ ଅନେକ ବିମାନ ବନ୍ଦରକୁ ବନ୍ଦ କରାଯାଇଛି । ଏହା ମଧ୍ୟରେ ଆଜି ଧର୍ମଶାଳାରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ମ୍ୟାଚ୍ ଖେଳାଯିବ ।

Tags: iplpbks
ShareTweetShareSend
Sanchar Live

Sanchar Live

Next Post
ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ିବ

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.