Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଖୁବଶୀଘ୍ର ଖେଳାଯିବ IPL ର ବାକି ମ୍ୟାଚ

Sanchar Live by Sanchar Live
May 11, 2025
in କ୍ରୀଡ଼ା
0
ସ୍ଥଗିତ ରହିଲା ଆଇପିଏଲ-୨୦୨୫
0
SHARES
19
VIEWS
FacebookTwitter

ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର୍‌ ଲିଗ୍‌-୨୦୨୫ । ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ ମେ’ ୧୬ କିମ୍ବା ୧୭ରେ ପୁଣି ଥରେ ଆଇପିଏଲ ଆରମ୍ଭ ହୋଇପାରେ । ଏଥିପାଇଁ ଖୁବ୍‌ଶୀଘ୍ର ନୂଆ କ୍ରୀଡାସୂଚୀ ଆସିବ ବୋଲି ସୂଚନା ମିଳିଛି । ତେବେ ପହଲଗାମ୍‌ ଆତଙ୍କ ହମଲା ପରେ ମେ’ ୭ରେ ପାକିସ୍ତାନରେ ପଶି ଆକ୍ରମଣ କରିଥିଲା ଭାରତ । ଭାରତ-ପାକିସ୍ତାନ ଉତ୍ତେଜନା ପାଇଁ ଆଇପିଏଲକୁ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ ରହିଥିଲା

ତେବେ ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ, IPL ୨୦୨୫ର ବାକି ଥିବା ମ୍ୟାଚ୍‌ଗୁଡ଼ିକ ଏବେ ୪ଟି ସ୍ଥାନରେ ଖେଳାଯାଇପାରେ । ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ମ୍ୟାଚ୍‌ ସହିତ ଆରମ୍ଭ ହୋଇପାରେ । ତେବେ ଏହି ମ୍ୟାଚ୍‌ ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବ ବୋଲି ସୂଚନା ମିଳିଛି । ତେବେ ଏନେଇ ବିସିସିଆଇ ସମସ୍ତ ଅଂଶୀଦାରଙ୍କୁ ଏ ବିଷୟରେ ଜଣାଇ ଦେଇଛନ୍ତି । ଅନ୍ୟପଟେ ଆଇପିଏଲର ସମସ୍ତ ଫ୍ରାଞ୍ଚାଇଜ୍‌ ମଧ୍ୟ ସେମାନଙ୍କ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ତୁରନ୍ତ ଆସିବା ପାଇଁ କହିଛନ୍ତି ।

Tags: cricketindiaipl 2025
ShareTweetShareSend
Sanchar Live

Sanchar Live

Next Post
ଅପରେସନ୍‌ ସିନ୍ଦୂରକୁ ନେଇ ତିନି ସେନାର ପ୍ରେସ୍‌ମିଟ୍‌

ଅପରେସନ୍‌ ସିନ୍ଦୂରକୁ ନେଇ ତିନି ସେନାର ପ୍ରେସ୍‌ମିଟ୍‌

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.