Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଆଇପିଏଲ୍‌‌-୧୮: ଆଜିଠୁ ମେଗା ନିଲାମୀ

Sanchar Live by Sanchar Live
November 24, 2024
in କ୍ରୀଡ଼ା
0
ଆଇପିଏଲ୍‌‌-୧୮: ଆଜିଠୁ ମେଗା ନିଲାମୀ
0
SHARES
4
VIEWS
FacebookTwitter

ନୂଆଦିଲ୍ଲୀ : ଆଜି ସାଉଦି ଆରବରେ ହେବ ଆଇପିଏଲର ମେଗା ନିଲାମୀ । ଆଜି ଓ ଆସନ୍ତାକାଲି ଦୁଇଦିନ ପାଇଁ ଏହି ନିଲାମୀ ହେବ । ୨୦୪ ସ୍ଥାନ ପାଇଁ ଅଛନ୍ତି ୫୭୭ ଜଣ ଦାବିଦାର ଅଛନ୍ତି । ତିନି ଭାରତୀୟ ଖେଳାଳି ଶ୍ରେୟାସ ଆୟାର, ରିଷଭ ପନ୍ତ ଓ କେଏଲ୍ ରାହୁଲଙ୍କ ଉପରେ ସମସ୍ତଙ୍କ ନଜର ରହିଛି । ତେବେ ମୁଖ୍ୟ ଆକର୍ଷଣ ସାଜିବେ ୪୩ ବର୍ଷୀୟ ଆଣ୍ଡରସନ୍ ଓ ୧୩ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ।

ଭାରତୀୟ ସମୟ ଅନୁଯାୟୀ, ମେଗା ନିଲାମ ଅପରାହ୍ନ ୩ଟା ୩୦ରୁ ଆରମ୍ଭ ହେବ । ୧୦ଟି ଟିମରେ ୨୦୪ଟି ସ୍ଥାନ ଖାଲି ରହିଛି । ଏଥିମଧ୍ୟରୁ ୭୦ଟି ବିଦେଶୀ ଖେଳାଳିଙ୍କ ପାଇଁ ରହିଛି  । ମୋଟ ୮ଟି ବର୍ଗରେ ଖେଳାଳିଙ୍କ ମୂଲ୍ୟ ନିର୍ଦ୍ଦାରଣ କରାଯାଇଛି । ଏହି ମେଗା ନିଲାମରେ ୮୨ ଖେଳାଳିଙ୍କ ମୂଳ ମୂଲ୍ୟ ୨ କୋଟି ହୋଇଥିବାବେଳେ ୨୭ ଖେଳାଳିଙ୍କ ମୂଳ ମୂଲ୍ୟ ୧.୫୦ କୋଟି ଟଙ୍କା । ଏଥି ସହିତ ଏହି ତାଲିକାରେ ୨୩ ଜଣ ଖେଳାଳି ଅଛନ୍ତି, ଯାହାଙ୍କର ମୂଳ ମୂଲ୍ୟ ୧ କୋଟି ଟଙ୍କା ।

Tags: iplmega auction
ShareTweetShareSend
Sanchar Live

Sanchar Live

Next Post
କ୍ୱାର୍ଟର ଜବରଦଖଲ ଓ ଭଡା ଦେଲେ ହେବ କାର୍ଯ୍ୟାନୁଷ୍ଠାନ

କ୍ୱାର୍ଟର ଜବରଦଖଲ ଓ ଭଡା ଦେଲେ ହେବ କାର୍ଯ୍ୟାନୁଷ୍ଠାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.