Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିରରେ ଆଇପିଏଲ୍ ଟ୍ରଫି, ପୂଜାର୍ଚ୍ଚନା କଲେ ସେବାୟତ

Sanchar Live by Sanchar Live
February 16, 2025
in ଓଡିଶା
0
ଶ୍ରୀମନ୍ଦିରରେ ଆଇପିଏଲ୍ ଟ୍ରଫି, ପୂଜାର୍ଚ୍ଚନା କଲେ ସେବାୟତ

Oplus_131072

0
SHARES
39
VIEWS
FacebookTwitter

ପୁରୀ: ବିଶ୍ୱର ସବୁଠୁ ବଡ କ୍ରିକେଟ୍ ଲିଗ(ଆଇପିଏଲ)ର ୧୮ତମ ସଂସ୍କରଣକୁ ଆଉ ଦୁଇ ମାସରୁ କମ ସମୟ ରହିଛି । ବିସିସିଆଇ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି । ଏହି କ୍ରମରେ ରବିବାର ପୁରୀ ଶ୍ରୀମନ୍ଦିର ପହଞ୍ଚିଛି ଆଇପିଏଲ ଟ୍ରଫି । ସେବାୟତମାନେ ଟ୍ରଫିଙ୍କୁ ପୂଜାର୍ଚ୍ଚନା କରିଛନ୍ତି ।

କୋଲକାତା ନାଇଟ୍ ରାଇଡର୍ସ ଫ୍ରାଞ୍ଚାଇଜର ସଦସ୍ୟମାନେ ଏହି ଟ୍ରଫି ଆଜି ଶ୍ରୀମନ୍ଦିରକୁ ଆଣି ପୂଜାର୍ଚ୍ଚନା କରିଛନ୍ତି । ଟ୍ରଫିକୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ ସମାଗମ ହୋଇଥିଲା ।  ଗତବର୍ଷ କୋଲକାତା ନାଇଟ୍ ରାଇଡର୍ସ ଆଇପିଏଲ୍ ଚାମ୍ପିଅନ ହୋଇଥିଲା । ପୁଣି ଥରେ ଟ୍ରଫି ବଜାୟ ରଖିବାକୁ ଲକ୍ଷ୍ୟ ରଖିଛି କୋଲକାତା ।ଆଇପିଏଲ୍ ଟ୍ରଫିକୁ ଦେଖିବା ପାଇଁ ସେବାୟତଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା । ଟ୍ରଫି ସହ ଫଟୋ ଉଠାଇଛନ୍ତି ।

ସୂଚନାଯୋଗ୍ୟ, ଆଇପିଏଲ୍ ୨୦୨୫ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇ ମେ ୨୫ ତାରିଖରେ ସରିବ । ୧୦ଟି ଦଳ ମଧ୍ୟରେ ମୋଟ୍ ୭୪ଟି ମୁକାବିଲା ଖେଳାଯିବ ।

Tags: ipl trophypuri
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀ ଦଳାଚକଟାରେ ମୃତ୍ୟୁ ଘଟଣା : ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଦଳାଚକଟାରେ ମୃତ୍ୟୁ ଘଟଣା : ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.