Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

IPS ୱାଇ.ବି. ଖୁରାନିଆ ହେଲେ ଓଡ଼ିଶାର ନୂଆ ପୋଲିସ ଡିଜି

Sanchar Live by Sanchar Live
August 16, 2024
in ଓଡିଶା
0
IPS ୱାଇ.ବି. ଖୁରାନିଆ ହେଲେ ଓଡ଼ିଶାର ନୂଆ ପୋଲିସ ଡିଜି
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ବରିଷ୍ଠ ଆଇପିଏସ ୱାଇ.ବି. ଖୁରାନିଆ ହେଲେ ଓଡ଼ିଶାର ନୂଆ ପୋଲିସ ଡିଜି । ୱାଇ.ବି. ଖୁରାନିଆଙ୍କୁ ନୂଆ ଡିଜିପି ଭାବେ ନିଯୁକ୍ତ କରିଛନ୍ତି ରାଜ୍ଯ ସରକାର । ୧୯୯୦ ବ୍ଯାଚର ବରିଷ୍ଠ ଆପିଏସ ଅଫିସର ହେଉଛନ୍ତି ଖୁରାନିଆ । ସେ ବିଏସଏଫର ୱେଷ୍ଟର୍ଣ୍ଣ କମାଣ୍ଡାଣ୍ଟ ସ୍ପେଶାଲ ଡିଜି ଭାବରେ କାର୍ଯ୍ୟରତ ଥିଲେ । ସପ୍ତାହେ ପୂର୍ବେ ଓଡ଼ିଶା କ୍ଯାଡରକୁ ଫେରିଥିଲେ ।

ପୂର୍ବରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଏସପି ଭାବେ ଦାୟିତ୍ବ ତୁଲାଇଥିଲେ। ନୟାଗଡ, ଯାଜପୁର, ରାଉରକେଲା, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାରେ ଏସପି ପଦରେ ଅବସ୍ଥାପିତ ଥିଲେ । ଏହା ସହ ସଦର୍ଣ୍ଣ ରେଞ୍ଜ ଓ ନର୍ଦର୍ଣ୍ଣ ରେଞ୍ଜରେ ଡିଆଇଜି, ଅତିରିକ୍ତ ଡିଆଇଜି, ଅତିରିକ୍ତ ସିପି ଭାବେ କାର୍ଯ୍ୟ କରିଥିଲେ। ଭୁବନେଶ୍ବର ଓ କଟକ ପୋଲିସ କମିଶନର ଭାବେ ମଧ୍ଯ କାର୍ଯ୍ୟରତ ଥିଲେ ଖୁରାନିଆ। ସେ ବିପିଏସପିଏ ତଥା ଆଇଜି ଟ୍ରେନିଂ ଭାବେ ଦାୟିତ୍ବ ସମ୍ପାଦନ କରିଥିଲେ । ସୁନୀଲ ବଂଶଲ ଅବସର ନେବାପରେ ପୂର୍ବ ସରକାର ଅରୁଣ ଷଡ଼ଙ୍ଗୀଙ୍କୁ ଅନ୍ତରୀଣ ପୋଲିସ ଡିଜି ଭାବେ ନିଯୁକ୍ତ କରିଥିଲେ । ଏବେ ଅରୁଣଙ୍କ ସ୍ଥାନରେ ୱାଇ. ବି. ଖୁରାନିଆ ଦାୟିତ୍ବ ନେବେ ।

Tags: police dgyb khurania
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ବିଜେଡିର ଜନଜାଗରଣ ଅଭିଯାନ

ଆଜିଠୁ ବିଜେଡିର ଜନଜାଗରଣ ଅଭିଯାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.