Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଇସ୍ରାଏଲ ଉପରେ ବଡ଼ଧରଣର ଆକ୍ରମଣ କଲା ଇରାନ

Sanchar Live by Sanchar Live
October 1, 2024
in ବିଦେଶ
0
ଇସ୍ରାଏଲ ଉପରେ ବଡ଼ଧରଣର ଆକ୍ରମଣ କଲା ଇରାନ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଆରମ୍ଭ ହେଲା ଇସ୍ରାଏଲ ଓ ଇରାନ ସିଧାସଳଖ ଯୁଦ୍ଧ । ଇସ୍ରାଏଲ ଉପରେ ବଡ଼ଧରଣର ଆକ୍ରମଣ କଲା ଇରାନ । ଇସ୍ରାଏଲ ଉପରେ ଇରାନ ଘନଘନ ମିସାଇଲ ଆକ୍ରମଣ କରିଛି । ଶତାଧିକ ବାଲିଷ୍ଟିକ ମିସାଇଲ ନିକ୍ଷେପ କରିଛି ଇରାନ । ଇସ୍ରାଏଲରେ ଇରାନ କ୍ଷେପଣାସ୍ତ୍ର ପହଞ୍ଚିବା ପରେ ବାଜି ଉଠିଛି ସାଇରନ । ତେଲ ଆଭିବର ସମସ୍ତ ନାଗରିକଙ୍କୁ ବୋମା ଆଶ୍ରୟସ୍ଥଳକୁ ପଠାଯାଇଛି । ସୁରକ୍ଷିତ ଭାବେ ବମ୍ବ ସେଲଟରକୁ ଯିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସାଧାରଣ ନାଗରିକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ସତର୍କତା ଜାରି କରିଛି ଇସ୍ରାଏଲ ସେନା । ଏପଟେ ସ୍ଥିତିକୁ ଦେଖି ରାଷ୍ଟ୍ରୀୟ ସୁରକ୍ଷା ଟିମ୍ ସହ କଥା ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ଇସ୍ରାଏଲକୁ ସୁରକ୍ଷା ସହାୟତା ନେଇ ଆଲୋଚନା ହୋଇଛି । ଇରାନ ଏହାର ଭୟଙ୍କର ପରିଣାମ ଭୋଗିବ ବୋଲି ଇସ୍ରାଏଲ ଧମକ ଦେଇଛି । ଗମ୍ଭୀର ପରିଣାମ ଭୋଗିବାକୁ ପଡ଼ିପାରେ ବୋଲି ଆମେରିକା ବି ଚେତାଇଦେଇଛି । ଇରାନର ବଡ଼ଧରଣର ଆକ୍ରମଣ ନେଇ ପୂର୍ବରୁ ଆମେରିକାର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିଲେ । ଏପଟେ ହିଜବୁଲ୍ଲା ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଇସ୍ରାଏଲ ଲେବାନନରେ ପ୍ରବେଶ କରିଛି । ଆମେରିକା କହିଛି ଇସ୍ରାଏଲ ଆକ୍ରମଣ ବିଷୟରେ ଆମକୁ ଅବଗତ କରାଇଛି । ଆକ୍ରମଣ ପାଇଁ ଇସ୍ରାଏଲ ସେନାକୁ ପୂର୍ଣ୍ଣ କ୍ଷମତା ପ୍ରଦାନ କରାଯାଇଛି । ଆମେରିକା ଏବଂ ମଧ୍ୟ ଏସିଆର କିଛି ଦେଶ ଏହି ଆକ୍ରମଣରେ ଇସ୍ରାଏଲକୁ ସମର୍ଥନ କରିବେ ବୋଲି କହିଛନ୍ତି । ଆମେରିକା ଇସ୍ରାଏଲର ଆତ୍ମରକ୍ଷା ଅଧିକାରକୁ ସମର୍ଥନ କରୁଛି ।

Tags: iranisraelwar
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କେମିତି କଟିବ ଆଜି ?

ଜାଣନ୍ତୁ କେମିତି କଟିବ ଆଜି?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.