Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିରରେ ବନ୍ଦ ହେଲା ଜଗା ଦର୍ଶନ

Sanchar Live by Sanchar Live
December 31, 2025
in ଓଡିଶା
0
ଶ୍ରୀମନ୍ଦିରରେ ବନ୍ଦ ହେଲା ଜଗା ଦର୍ଶନ
0
SHARES
109
VIEWS
FacebookTwitter

ପୁରୀ : ପଡ଼ିଲା ପହୁଡ, ବନ୍ଦ ହେଲା ଜଗା ଦର୍ଶନ । ଶ୍ରୀମନ୍ଦିରରେ ବନ୍ଦ ହୋଇଛି ମହାପ୍ରଭୁଙ୍କ ଦର୍ଶନ । ବଡ଼ସିଂହାର ଭୋଗ ଓ ଟୋପର ଲାଗି ପରେ ପହୁଡ଼ ପଡ଼ିଛି । ନୂଆବର୍ଷ ପାଇଁ ଶୀଘ୍ର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ କରାଯାଇଛି। ଗୁରୁବାର ନୂଆବର୍ଷ ରହିଥିବାବେଳେ ରାତି ୨ଟାରୁ ଦ୍ବାରଫିଟା ନୀତି ରହିଛି । ଆସନ୍ତାକାଲି ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲାଗିବ ଭକ୍ତଙ୍କ ଭିଡ଼ । ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି । ପୁରୀରେ ପାଖାପାଖି ୪ ଲକ୍ଷ ଲୋକ ଏକାଠି ହେବାର ଆକଳନ କରାଯାଉଛି। ଏଥିପାଇଁ ୬୦ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ ହେବେ। ସୂଚନା ଅନୁଯାୟୀ, ନୂଆବର୍ଷରେ ପୁରୀରେ ସୁରକ୍ଷା ବ୍ୟବସ୍ଥା ଓ ଭିଡ଼ ନିୟନ୍ତ୍ରଣ ପ୍ରମୁଖ ଆହ୍ବାନ ରହିଛି ।

Tags: new yearpuri
ShareTweetShareSend
Sanchar Live

Sanchar Live

Next Post
ପୁରୀ ହେଲା ମହାନଗର ନିଗମ

ପୁରୀ ହେଲା ମହାନଗର ନିଗମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.