Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

୨ ବର୍ଷରେ ତୁଟିବ ଜଗନ୍ନାଥଙ୍କ ଜମି ବିବାଦ

Sanchar Live by Sanchar Live
March 29, 2025
in ଓଡିଶା
0
0
SHARES
15
VIEWS
Facebook
Twitter

୩ ମାସ ମଧ୍ୟରେ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି ଆଣିବେ ରାଜ୍ୟସରକାର । ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଯେଉଁମାନେ ଅଧିକ ବର୍ଷ ଜଗ୍ନନାଥଙ୍କ ଜମି ଜବରଦଖଲ କରିଥିବେ ସେମାନଙ୍କୁ ରିହାତିରେ ୧୦୦ ଡିସିମିଲ ଜାଗା ଯୋଗାଇଦେବେ ରାଜ୍ୟସରକାର ।

କୋରାପୁଟରେ ୨୭ ହଜାର ୪୧୦ ଏକର ଜଗନ୍ନାଥଙ୍କ ଜମି ଚିହ୍ନଟ ହୋଇଛି ।  ଜିଲ୍ଲାରେ ଯେଉଁଠି ଜଗନ୍ନାଥଙ୍କ ଜମି ଜବରଦଖଲ ହୋଇଥିଲା ତାକୁ ଦଖଲମୁକ୍ତ କରାଯାଇଛି ।  ଅନ୍ୟ ୨୪ଟି ଜିଲ୍ଲାରେ ୬୦ ହଜାର ୪୨୬ ଏକର ଜଗନ୍ନାଥଙ୍କ ଜମି ରହିଛି ।  ୩୮ ହଜାର ୬୧ ଏକର ଜମିର ସତ୍ବଲିପି ରାଜ୍ୟସରକାରଙ୍କ ପାଖରେ ରହିଛି ।  ଯାହାର ଡିଜିଟାଇଜେସନ ପ୍ରକ୍ରିୟା ଜାରି ରହିଛି ।  ୨୨ ହଜାର ଏକର ଜମିର ଆରଓଆର୍ ଯୋଗାଡ଼ ଚାଲିଛି । ରାଜ୍ୟ ବାହାରେ ୬ଟି ପ୍ରଦେଶରେ ୩୯୫.୨୫ ଏକର ଜଗନ୍ନାଥ ଜମି ଥିବା ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

Related posts

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

November 8, 2026
ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

November 8, 2026

 

Tags: landlord jaganathpruthiraj harichandan

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…
  • ରାତିରେ ଶୋଇବାବେଳେ କେଶ ବାନ୍ଧି ଶୋଇବେ ନା ଖୋଲିକି ଶୋଇବେ?
  • ୧୯ ବର୍ଷରୁ କମ୍ ଏସୀଆ କପରେ ଭାରତର ପରାଜୟ: ହରାଇଲା ପାକିସ୍ତାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.