Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗର୍ଭବତୀ ନାବାଳିକା ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାରେ ବାପା ମା’ଙ୍କୁ ଆଜୀବନ କାରାଦଣ୍ଡାଦେଶ

Sanchar Live by Sanchar Live
April 19, 2025
in ଅପରାଧ
0
ଗର୍ଭବତୀ ନାବାଳିକା ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାରେ ବାପା ମା’ଙ୍କୁ ଆଜୀବନ କାରାଦଣ୍ଡାଦେଶ
0
SHARES
72
VIEWS
FacebookTwitter

ସଂଚାର ବ୍ୟୁରୋ: ଗର୍ଭବତୀ ନାବାଳିକା ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାରେ ବାପା ମା’ଙ୍କୁ ଆଜୀବନ କାରାଦଣ୍ଡାଦେଶ । ୩୦ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଗ୍ରହଣ କରି ରାୟ ଶୁଣାଇଲେ ଯାଜପୁର ଜିଲ୍ଲାର ସ୍ବତନ୍ତ୍ର ଫାଷ୍ଟଟ୍ରାକ କୋର୍ଟ । ଆଜୀବନ କାରାଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି । ଏହା ସହିତ ଜରିମାନା ଅନାଦେୟରେ ୬ ମାସ ଅଧିକ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଆଡହକ ପୋକ୍ସୋ ବିଚାରପତି ବିଜୟ କୁମାର ଜେନା । ୨୦୧୬ ମସିହା ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅଞ୍ଚଳର ୧୫ ବର୍ଷୀୟ ଗର୍ଭବତୀ ନାବାଳିକା ଝିଅକୁ ନିଜ ଘର ପଛପଟେ ପୋଡ଼ିଦେଇଥିଲେ ନିଜ ଜନ୍ମ କଲା ବାପା ଓ ମା’। ଏଥି ସହ ପ୍ରମାଣ ନଷ୍ଟ କରିବାକୁ ପାଉଁଶକୁ ନିକଟସ୍ଥ ଖରସ୍ରୋତା ନଦୀରେ ଭସାଇ ଦେଇଥିଲେ । ନାବାଳିକା ଝିଅକୁ ବାଡ଼ାଉଥିବା ସମୟରେ ସେହି ରାସ୍ତାରେ ଯାଉଥିବା ଜଣେ ମାତାଜି ଜେନା ନାମକ ମହିଳା ଝିଅର ଚିତ୍କାରକୁ ଶୁଣିଥିଲା। ମାତାଜି ପର ଦିନ ଘରେ ଝିଅକୁ ନ ପାଇବାରୁ ବିଂଝାରପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ପୋଲିସ ଖରସ୍ରୋତା ନଦୀରୁ ଏକ ଅଖା ଭିତରକୁ କିଛି ପୋଡ଼ା ହାଡ଼ ଓ ପାଉଁଶ ଜବତ କରି ବାପା ନକୁଳ ଜେନା ଓ ମା’ ସଞ୍ଜୁ ଜେନାକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା । ଏହି ମାମଲାକୁ ସରକାରୀ ଓକିଲ ରାଜେନ୍ଦ୍ର ପ୍ରସାଦ ନାୟକ ପରିଚାଳନା କରିଛନ୍ତି। ହତ୍ୟାକାଣ୍ଡ ଘଟଣାରେ ଅନ୍ୟ ଅଭିଯୁକ୍ତଙ୍କୁ ମାନ୍ୟବର କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।…

Tags: jajpurjudgementodisha
ShareTweetShareSend
Sanchar Live

Sanchar Live

Next Post
ହସ୍ପିଟାଲରେ ଚାଲିଛି ପାର୍ଟି, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ..

ହସ୍ପିଟାଲରେ ଚାଲିଛି ପାର୍ଟି, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
  • ଆଜି ପୀଠରେ ମହାନବମୀ, ମଣ୍ଡପରେ ମହାଷ୍ଟମୀ
  • ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର
  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.