Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଛେଳି ଚରାଇବାକୁ ଯାଇଥିବାବେଳେ ଗଣଦୁଷ୍କର୍ମ

Sanchar Live by Sanchar Live
July 2, 2025
in ଅପରାଧ
0
ମନ୍ଦିରରୁ ପୂଜା ସାରି ଘରକୁ ଫେରୁଥିବା ବେଳେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
0
SHARES
75
VIEWS
FacebookTwitter

ଜପୁରରେ ଚାଞ୍ଚଲ୍ୟ । ଛେଳି ଚରାଇବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏହି ମାମଲାରେ ବୈରୀ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ଭାଲୁଖାଇ ଜଙ୍ଗଲରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ବୈରୀ ପୋଲିସ ପୀଡ଼ିତାଙ୍କୁ ଉଦ୍ଧାର କରି ଡାକ୍ତରୀ ମାଇନା ପାଇଁ ପଠାଇଛି । ଦୁଇ ଅଭିଯୁକ୍ତ ଭଜମନ ଭୋଇ ଓ ସୁନନ୍ଦ ପିହୁକୁ ପୋଲିସ ଗିରଫ କରିଛି ।

ରଜ ସମୟରେ ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ଗଣଦୁଷ୍କର୍ମ ଘଟଣା ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଥିଲା । ଏହି ଚର୍ଚ୍ଚା ନଥମୁଣୁ ଯାଜପୁରରୁ ଆଉ ଏକ ଖବର ଆସିଛି । ଛେଳି ଚରାଇବାକୁ ଯାଇ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି ମହିଳା । ତେବେ ପୀଡିତାଙ୍କ ବୟାନ ଆଧାରରେ ପୋଲିସ ତଦନ୍ତ ଜାରି ରଖିଛି । ମାମଲାରେ ଦୁଇ ଜଣ ଗିରଫ ହୋଇଛନ୍ତି । ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।

Tags: crimegang rapejajpur
ShareTweetShareSend
Sanchar Live

Sanchar Live

Next Post
ତେଲେଙ୍ଗାନା ବିସ୍ଫୋରଣ ଘଟଣା: ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ତେଲେଙ୍ଗାନା ବିସ୍ଫୋରଣ ଘଟଣା: ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.