Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆତଙ୍କବାଦୀଙ୍କ ଗୁଳିରେ ୨ଯବାନ ଶହୀଦ

Sanchar Live by Sanchar Live
September 14, 2024
in ଭାରତ
0
ଆତଙ୍କବାଦୀଙ୍କ ଗୁଳିରେ ୨ଯବାନ ଶହୀଦ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଜମ୍ମୁ କାଶ୍ମୀରର ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ଗୋଟିଏ ଦିନରେ ହୋଇଛି ୨ଟି ଏନକାଉଣ୍ଟଟର । କିସ୍ତଓ୍ବାରରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଭାରତୀୟ ଯବାନ ଶହୀଦ ହୋଇଥିବା ବେଳେ ଅନ୍ୟ 2 ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶହୀଦ ଦୁଇ ଯବାନ ହେଉଛନ୍ତି ନାଏବ ସୁବେଦାର ବିପିନ କୁମାର ଓ ସିପାହୀ ଅରବିନ୍ଦ ସିଂ ।

ଏବେ ମଧ୍ୟ ଉକ୍ତ ଅଞ୍ଚଳରେ ଅପରେସନ ଜାରି ରହିଛି । ଏନେଇ ସେନାର ‘ହ୍ବାଇଟ ନାଇଟ କ୍ରପ୍ସ’ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ମୁତାବକ,ବିଳମ୍ବିତ ରାତିରେ କିସ୍ତଓ୍ବାରର ନାଇଡଗାମ ଗାଁରେ ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏନକାଉଣ୍ଟର କିଛି ସମୟ ଚାଲିବା ପରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଭାରତୀୟ ସେନାର ଦୁଇ ଯବାନ ଶହୀଦ ହୋଇଥିଲେ । ସେହିପରି ଦୁଇ ଯବାନ ଆହତ ହୋଇଥିବାରୁ ସଙ୍ଗେ ସଙ୍ଗେ ଉଭୟଙ୍କୁ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ଚିକିତ୍ସା ଜାରି ରହିଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ସୂଚନା ହସ୍ତଗତ ହୋଇନାହିଁ । ନାଇଡଗାମ ଗାଁ ଭୟର ବାତାବରଣ ଖେଳିଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ସେହିପରି ଜମ୍ମୁ-କାଶ୍ମୀର ବାରମୂଲାର ଚକ୍ ଟାପର୍ କ୍ରେରି ପଟ୍ଟାନ୍ ଅଞ୍ଚଳରେ ଯବାନ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । କେହି ଆତଙ୍କୀ ନିପାତ ହୋଇଥିବା ଖବର ବର୍ତ୍ତମାନ ସୁଦ୍ଧା ଆସିନଥିବା ବେଳେ ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । କାଶ୍ମୀର ଜୋନ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Tags: encounterjammu kasmir
ShareTweetShareSend
Sanchar Live

Sanchar Live

Next Post
ପ୍ରଧାନମନ୍ତ୍ରୀଙ୍କୁ ଗସ୍ତ ପୂର୍ବରୁ ଭୁବନେଶ୍ୱରରେ SPG ଟିମ୍

ପ୍ରଧାନମନ୍ତ୍ରୀଙ୍କୁ ଗସ୍ତ ପୂର୍ବରୁ ଭୁବନେଶ୍ୱରରେ SPG ଟିମ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.