Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

କଡା଼ ସୁରକ୍ଷା ଭିତରେ ସରିଲା ଜମ୍ମୁ ଓ କାଶ୍ମୀରରେ ଦ୍ବିତୀୟ ପର୍ଯ୍ୟାୟ ଭୋଟଗ୍ରହଣ

Sanchar Live by Sanchar Live
September 25, 2024
in ରାଜନୀତି
0
କଡା଼ ସୁରକ୍ଷା ଭିତରେ ସରିଲା ଜମ୍ମୁ ଓ କାଶ୍ମୀରରେ ଦ୍ବିତୀୟ ପର୍ଯ୍ୟାୟ ଭୋଟଗ୍ରହଣ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଜମ୍ମୁ ଓ କାଶ୍ମୀରରେ ଦ୍ବିତୀୟ ପର୍ଯ୍ୟାୟ ଭୋଟଗ୍ରହଣ। କଡା଼ ସୁରକ୍ଷାରେ ଭିତରେ ସରିଛି ଭୋଟିଂ। ଶହ ଶହ ଭୋଟର ମତଦାନ କେନ୍ଦ୍ରରେ ମତଦାନ କରିଛନ୍ତି । ୨୬ ବିଧାନସଭା ଆସନରେ ସରିଛି ଭୋଟିଂ। କଙ୍ଗାନ, ଗନ୍ଦେରବାଲ, ହଜରତବାଲ, ଖାନିଆର, ହବକାଦାଲ, ଲାଲଚୌକ, ଚନ୍ନପୋରା, ଜାଦିବାଲ, ଇଦଗା, ସେଣ୍ଟ୍ରାଲ ସଲତେଙ୍ଗ, ବୁଦୁଗାଁ, ବିରଓ୍ବା, ଖାଁସାହିବ, ଚରାର-ଇ-ସରିଫ, ଘୋଦୋରା, ଗୁଲାବଗଡ଼, ରିଆସି, ଶ୍ରୀମାତା ବୈଷ୍ଣୋଦେବୀ, କାଲାକୋଟ-ସୁନ୍ଦରବଣୀ, ନୌସେରା, ରଜୌରୀ, ବୁଧାଲ, ଥାନାମଣ୍ଡି, ସୁରନକୋଟ, ପୁଞ୍ଚ ହାବେଳୀ, ମେନ୍ଧାର ଆସନରେ ସରିଛି ଭୋଟିଂ। ମୋଟ ୨୫ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିଛନ୍ତି । ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ରଣାଙ୍ଗନରେ ଅଛନ୍ତି ୨୩୯ ପ୍ରାର୍ଥୀ। ଗନ୍ଦେରବଲ ଆସନରେ ସର୍ବାଧିକ ୧୫ ପ୍ରାର୍ଥୀ ରହିଛନ୍ତି। ବୁଦ୍ଧଲ ସଂରକ୍ଷିତ ଆସନରେ ସବୁଠାରୁ କମ ୪ ପ୍ରାର୍ଥୀ ରହିଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ଭାଗ୍ଯ ପରୀକ୍ଷା କରୁଛନ୍ତି ପୂର୍ବତନ ମୁଖ୍ଯମନ୍ତ୍ରୀ ଓମାର ଅବଦୁଲ୍ଲା। ସେ ଗନ୍ଦେରବାଲ ଓ ବୁଦଗାଁରୁ ଲଢୁଛନ୍ତି। ଗନ୍ଦେରବାଲରେ ତାଙ୍କ ବିରୋଧରେ ପ୍ରାର୍ଥୀ ଅଛନ୍ତି ପିଡିପିର ବାସିର ଅହମ୍ମଦ ମୀର। ବୁଦଗାଁରେ ଓମାରଙ୍କ ବିରୋଧରେ ପ୍ରାର୍ଥୀ ଅଛନ୍ତି ପିଡିପିର ଆଗା ସୟିଦ ମୁନ୍ତାଜିର ମେହଦି। ଇଦଗାରେ ଲଢୁଛନ୍ତି ପୂର୍ବତନ ବାଚସ୍ପତି ତଥା ଏନସି ପ୍ରାର୍ଥୀ ମୁବାରକ ଗୁଲ। ସେଣ୍ଟ୍ରାଲ ସାଲଟେଙ୍ଗରେ ଲଢୁଛନ୍ତି ପିସିସି ସଭାପତି ତାରିକ ହମିଦ କାରା। ନୌଶେରାରୁ ଲଢୁଛନ୍ତି ବିଜେପି ସଭାପତି ରବିନ୍ଦର ରାଇନା।

Tags: electionjammu kasmir
ShareTweetShareSend
Sanchar Live

Sanchar Live

Next Post
ନଭେମ୍ବର ୧୬ ତାରିଖ : ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା

ନଭେମ୍ବର ୧୬ ତାରିଖ : ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.