Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମହାପ୍ରଭୁଙ୍କ ସୁସ୍ଥ ହୋଇଥିବା ଖବର ଗଜପତିଙ୍କୁ ଜଣାଇବେ ସେବାୟତ

Sanchar Live by Sanchar Live
July 12, 2026
in ଓଡିଶା
0
ମହାପ୍ରଭୁଙ୍କ ସୁସ୍ଥ ହୋଇଥିବା ଖବର ଗଜପତିଙ୍କୁ ଜଣାଇବେ ସେବାୟତ
0
SHARES
15
VIEWS
FacebookTwitter

ସୁସ୍ଥ ହେଉଛନ୍ତି ମହାପ୍ରଭୁ । ରାଜବୈଦ୍ୟଙ୍କ ଦଶମୂଳ ଔଷଧ ଲାଗି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଆଜି ମହାରାଜଙ୍କୁ ମହାପ୍ରଭୁଙ୍କ ସୁସ୍ଥ ହୋଇଥିବା ଖବର ଦେବେ ସେବାୟତ । ଦ୍ବାଦଶୀ ତିଥି ଅବସରରେ ଏହି ନୀତି ସମାପନ କରିବେ ଦଇତାପତି ସେବାୟତ। ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ । ଆନୁଷ୍ଠାନିକ ଭାବେ ଦଇତାପତି ଓ ବିଦ୍ୟାପତି ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ।

ସେଠାରେ ଗଜପତି ମହାରାଜଙ୍କ ସହ ଆଗାମୀ ରଥଯାତ୍ରାର ସୁଚାରୁ ଓ ଶୃଙ୍ଖଳିତ ପରିଚାଳନା ନେଇ ଆଲୋଚନା ହେବ । ଗତକାଲି ଏକାଦଶୀ ତିଥିରେ ଖଳିଲାଗି ଓ ଦଶମୂଳ ମୋଦକ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । ଏହାରି ମଧ୍ୟରେ, ସୁବ୍ୟବସ୍ଥିତ ରଥଟଣା ପାଇଁ ଶ୍ରୀମନ୍ଦିର ପ୍ରଶାସନର କଡ଼ା ନିୟମ ଲାଗୁହୋଇଛି। ତିନି ରଥ ଉପରେ ରହିବେନି ଛଦ୍ମବେଶୀଧାରୀ ସେବାୟତ । କୌଣସି ସେବାୟତଙ୍କ ସହାୟତାରେ ରଥକୁ ଚଢ଼ିବେନି ଶ୍ରଦ୍ଧାଳୁ । ରଥ ଉପରେ ମୋବାଇଲ ଫୋନ୍ ବ୍ୟବହାର ସମ୍ପୂର୍ଣ୍ଣ ମନା ।

Tags: jay jaganathtempleodishapuri
ShareTweetShareSend
Sanchar Live

Sanchar Live

Next Post
ଓଲଟିଲା ପିଆଜ ବୋଝେଇ ଟ୍ରକ, ଯିଏ ପାରିଲେ ବୋହିନେଲେ

ଓଲଟିଲା ପିଆଜ ବୋଝେଇ ଟ୍ରକ, ଯିଏ ପାରିଲେ ବୋହିନେଲେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.